ଖଲ୍ଲିକୋଟ,୨୨ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ଖୋଜାପଲି ଗ୍ରାମର ହରସ ସାମଲ (୨୬)ଙ୍କ ଗତ ୧୧ ଅକ୍ଟୋବରରେ ମୃତ୍ୟୁ ହୋଇଥିବା ନେଇ କୁଏତରୁ ପରିବାରକୁ ଫୋନ ଆସିଥିଲା। ପରିବାର ଲୋକେ ପ୍ରଥମେ ଖଲ୍ଲିକୋଟ ତହସିଲଦାରଙ୍କୁ ଜଣାଇଥିଲେ। ତହସିଲଦାର ଚିତ୍ତରଞ୍ଜନ ମହାନ୍ତ ଜିଲା ପ୍ରଶାସନକୁ ଏହି ବିଷୟରେ ଅବଗତ କରାଇଥିଲେ। କିନ୍ତୁ ମୃତ୍ୟୁକୁ ୧୦ ଦିନ ବିତିଯାଇଥିଲେ ମଧ୍ୟ ଏ ଯାଏ ମୃତଦେହ ଗାଁକୁ ଫେରିନି। ଏ ନେଇ ଜିଲା ଶ୍ରମ ଅଧିକାରୀ ଶିବ ସାହୁଙ୍କୁ ପଚାରିବାରୁ ସେ କହିଥିଲେ, ଗତ ୧୯ ତାରିଖରେ ସରକାରଙ୍କୁ ଅବଗତ କରାଯାଇଛି। ଶୀଘ୍ର ଆଣିବା ପାଇଁ ଚେଷ୍ଟା ଚାଲିଛି। ଅନ୍ୟପଟେ ପରିବାର ଲୋକ, ବଂଶଧର ହରସଙ୍କ ମୃତଦେହ ଫେରିବା ବାଟକୁ ଚାହିଁ ରହିଛନ୍ତି। ଶୀଘ୍ର ପ୍ରଶାସନ ଫେରାଇ ଆଣିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।
ପ୍ରକାଶ ଯେ, ଦେଢ଼ ବର୍ଷ ହେଲା ହରସ କୁଏତ୍ର ଏକ କମ୍ପାନୀରେ ଦିନ ମଜୁରିଆ ଭାବେ କାମ କରୁଥିଲେ। ଗତ ୧୧ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ କମ୍ପାନୀ ପକ୍ଷରୁ ଘରକୁ ଫୋନ ଆସିଥିଲା। ଏହା ଶୁଣି ସ୍ତ୍ରୀ ଗୀତା, ଦୁଇ ଝିଅ ପୁଅ, ମା’, ବାପା ଧୈର୍ଯ୍ୟହରା ହୋଇପଡ଼ିଛନ୍ତି।

ମୁଖ୍ୟମନ୍ତ୍ରୀ, କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୧୯।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁଖତାର ଅବାସ ନକ୍ଭୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଚିଠି ଲେଖିଛନ୍ତି। ୨ଟି...

ଓଡ଼ିଶାରେ କରୋନା ଟିକାକରଣ ପ୍ରସ୍ତୁତି ଆରମ୍ଭ: ଏମାନଙ୍କୁ ଦିଆଯିବ ପ୍ରାଥମିକତା
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଏହି ଟୀକା ୩ ଲକ୍ଷ ୨୦ ହଜାର ଲୋକଙ୍କୁ...

ମନ୍ଦୋରଧରଙ୍କ ମନ ଦହି ପଖାଳରେ: ଗାଁକୁ ବିପଦ ଆସିଲେ ଶୁଭେ ବଂଶୀ ସୁର
ବଅଁରପାଳ, ୩୦।୫: ଗଡ଼ଦୁର୍ଗ ଭାବେ ପରିଚିତ ବଅଁରପାଳ ବ୍ଲକ ବଳରାମପ୍ରସାଦର ପାଟଣା ଠାରେ ରହିଛି ଅନେକ ଦେବଦେବୀ ପୀଠ। ହେଲେ ପ୍ରଭୁ ମନ୍ଦୋରଧର ସେଥିରୁ ଅନ୍ୟତମ।...

ଘାଟିରୁ ଖସିଲା ବସ୍, ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ପାରଳାଖେମୁଣ୍ଡି,୨୧ା୧(ଡି.ଏନ୍.ଏ.): ଗଜପତି ଜିଲା ରାଇଗଡ଼ ଥାନା ଅନ୍ତର୍ଗତ ରାଶିବାଡ଼ି ଘାଟିରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଛି। ଫଳରେ ୧୦ରୁ ଊର୍ଦ୍ଧ୍ୱ...

ମାଡିଆସୁଛି ଘୂର୍ଣ୍ଣିଝଡ଼: ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୨।୪: କାଳବୈଶାଖୀ ଜନିତ ବର୍ଷାରେ ରାଜ୍ୟବାସୀ ଅସହ୍ୟ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର...

କୂଳ ଖାଉଛି ଚିତ୍ରୋତ୍ପଳା, ପଥର ପ୍ୟାକିଂ ଦାବି
ମାର୍ଶାଘାଇ,୨୦ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ରାଘବପୁର ପଞ୍ଚାୟତର ନରସିଂହପୁର ଗାଁ ନିକଟରେ ପ୍ରବାହିତ ଚିତ୍ରୋତ୍ପଳା ନଦୀ କୂଳ ଖାଇବାରେ ଲାଗିଛି। ଏଥିଯୋଗୁ ଗ୍ରାମବାସୀ...

ତାରାପ୍ରସାଦ ବାହିନୀପତି ଅସୁସ୍ଥ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ...

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୫ ଜୀବନ
ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୩୫ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୮୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...