ଗଁ। ପୋଖରୀରେ ଗାଧୋଇଲେ ସୁରଟ ଫେରନ୍ତା: ରାସ୍ତା, ପୋଖରୀ ସାନିଟାଇଜ୍‌ କରିବାକୁ ଦାବି

ଖଜୁରିପଡା/ବଳସକୁମ୍ପା,୨୪ା୫(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ଖଜୁରିପଡା ବ୍ଲକ ସମ୍ବେପଦର ଗ୍ରାମ ନିକଟସ୍ଥ ସମ୍ବେପାଦର ଘାଇଠାରେ ଶନିବାର ସକାଳ ପ୍ରାୟ ୭ଟାରେ ଅଟକିଥିଲା। ଗାଡିରେ ଥିବା ବ୍ୟକ୍ତିମାନେ ରାସ୍ତା କଡ଼ରେ ସ୍ନାନ ଶୌଚ ଆଦି କରିଥିଲେ। ପରେ ନିକଟସ୍ଥ ପୋଖରୀରେ ମଧ୍ୟ ଧୋଇ ହୋଇଥିଲେ। ଏହାକୁ ଦେଖି ଗ୍ରାମବାସୀମାନେ କରୋନା ସଂକ୍ରମଣ ଆଶଙ୍କାରେ ଭୟଭୀତ ହୋଇପଡିଛନ୍ତି। କାରଣ ସେହି ରାସ୍ତାରେ ରାତି ପାହିଲେ ଗଁ। ଲୋକେ ଚଳପ୍ରଚଳ କରନ୍ତି। ପ୍ରଶାସନ ଏଭଳି ଘଟଣାକୁ ଦୃଷ୍ଟି ଦେବା ସହିତ ପ୍ରବାସୀ ଓଡ଼ିଆ ମାନେ ସ୍ନାନ ଶୌଚ ପାଇଁ ଯେପରି ଜନଗହଳି ସ୍ଥାନରେ ନ ରହିବେ ସେଥିପ୍ରତି ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ସେମାନେ ବ୍ୟବହାର କରିଥିବା ସ୍ଥାନ ଓ ପୋଖରିରେ ବିଶୋଧନ ସିଞ୍ଚନ କରିବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଆକ୍ରମଣରେ ସ୍ତ୍ରୀ-ସ୍ବାମୀ ଆହତ, ଏହି ବାର୍‌ହା ମାରି ମାଂସ ନେବାକୁ ଦୁର୍ବୃତ୍ତଙ୍କ ଅପଚେଷ୍ଟା

ମହାକାଳପଡ଼ା,୯ା୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତ ତେନ୍ତୁଳିକନ୍ଧା ଗ୍ରାମର ସନ୍ତୋଷ ସ୍ବାଇଁ(୫୨), ତାଙ୍କ ସ୍ତ୍ରୀ ମମତା (୪୫) ବୁଧବାର ବିଲକୁ ଚାଷକାମ କରିବାକୁ...

ଜଗା ସୁସ୍ଥ, ପୂର୍ବପରି ରହିଛି କାଳିଆ ଅବସ୍ଥା:କିଛି ମାସ ଚିକିତ୍ସା ପରେ ଜଗା ସ୍କୁଲ ଯିବ

କଟକ ଅଫିସ, ୧୦।୯: କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର କଟକ ଏସ୍‌ସିବି ମେଡିକାଲରେ ପହଞ୍ଚତ୍ବା ପରେ ଚିକିତ୍ସା ଆରମ୍ଭ ହୋଇଯାଇଛି। ୧୪ ଜଣିଆ...

ନିରଞ୍ଜନ, ପଦ୍ମନାଭଙ୍କ ହ୍ୟାଟ୍ରିକ୍‌ ବିଜୟ

ସୋନପୁର,୨୪-୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ବିଜେଡିର ଦୁର୍ଗ ବୋଲି ପୁଣି ଥରେ ସାବ୍ୟସ୍ତ ହୋଇଛି। ସାଧାରଣ ନିର୍ବାଚନରେ ଦଳ କମାଲ କରିଛି। ମୋଦି ହାୱା ଏଠାରେ ଭାଜପାକୁ ବିଜୟୀ...

ଭଙ୍ଗାଘରେ ଜୀବନ ବିତାଉଛନ୍ତି ନିଃସହାୟ ସୋଲି

ଶେରଗଡ଼,୧୧ା୬(ଡି.ଏନ୍‌.ଏ.)- ଶେରଗଡ଼ ଗ୍ରାମ କୈବର୍ତ୍ତ ସାହିର ସୋଲି ବେହେରା (୨୪)। ବିବାହର କିଛିବର୍ଷ ପରେ ସ୍ବାମୀ କେଉଁଆଡେ ଚାଲିଯିବାରୁ ସେ ବାପଘରକୁ ଫେରି ଆସିଥିଲେ। ମାତ୍ର...

ପୁରୀରୁ ୩ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୪କୁ ବୃଦ୍ଧି

ପୁରୀ ଅଫିସ,୨୧।୬: ପୁରୀ ଜିଲାରୁ ରବିବାର ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩ ଆକ୍ରାନ୍ତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ୍‌...

ରାଜ୍ୟକୁ ମଦମୁକ୍ତ ଦାବିରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ବାଲେଶ୍ୱର ଅଫିସ, ୩୧।୧-ବାଲେଶ୍ୱର ଉତ୍କଳ ମହିଳା ସମିତି ପକ୍ଷରୁ ରାଜ୍ୟକୁ ମଦ ମୁକ୍ତ କରିବା ପାଇଁ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ...

୧୧ ଶ୍ରମିକ ଧରାପଡ଼ିି କ୍ୱାରାଣ୍ଟାଇନ୍‌ରେ ରହିଲେ

କେନ୍ଦୁଝର,୨୨ା୪(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ରାଜ୍ୟ ବର୍ଦ୍ଧମାନ ଜିଲାର ୧୧ଜଣ ଶ୍ରମିକ ଝୁମ୍ପୁରା ଅଞ୍ଚଳରେ ରହି ନିର୍ମାଣ କାର୍ଯ୍ୟ କରୁଥିଲେ। କରୋନା ପାଇଁ ଲକ୍‌ଡାଉନ୍‌ ହୋଇଯିବାରୁ ନିର୍ମାଣ କାର୍ଯ୍ୟ...

ବ୍ରହ୍ମପୁର ସିଟି ହସ୍ପିଟାଲରେ ଅଲ୍‌ଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୨୨।୬: ବ୍ରହ୍ମପୁର ସିଟି ହସ୍ପିଟାଲରେ ଶନିବାର ନୂତନ ଅଲ୍‌ଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ...

Coronavirus Update


Archives

Model This Week

Why Dharitri