Posted inଜାତୀୟ

ଗଗନ ମିଶନରେ ୩ ଭାରତୀୟ କରିବେ ଯାତ୍ରା: ଇସ୍ରୋ ସହିତ ବାୟୁସେନା କଲା ବୁଝାମଣା

ବେଙ୍ଗାଲୁର,୩୦।୫: ଭାରତ ମହାକାଶ ମାନବ ମିଶନରେ କାର୍ଯ୍ୟ ଜାରି ରଖିଛି। ଆସନ୍ତା ୨୦୨୧-୨୨ ସୁଦ୍ଧା ୩ ଭାରତୀୟ ଗଗନ ମିଶନରେ ସାମିଲ୍‌ ହେବେ। ଏଥିପାଇଁ ଭାରତୀୟ ବାୟୁସେନା ପକ୍ଷରୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ସହିତ ବୁଝାମଣା ହୋଇଛି। ଏ ସମ୍ପର୍କରେ ବାୟୁସେନା ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ବାୟୁସେନା ଏହି ୩ ଯାତ୍ରୀଙ୍କୁ ଚୟନ କରିବା ସହିତ ଆବଶ୍ୟକ ଟ୍ରେନିଂ ପ୍ରଦାନ କରିବ ବୋଲି କୁହାଯାଉଛି। ମହାକାଶକୁ ଗଗନୟାନ ଛଡ଼ାଯିବା ପୂର୍ବରୁ ଜିଏସ୍‌ଏଲଭି ମାର୍କ-୩ ସହାୟତାରେ ୨ଟି ମାନବ ବିହୀନ ମହାକାଶ ଯାନ ଛଡାଯିବ। ଭାରତର ଗଗନ ମିଶନ ଯୋଜନାରେ ୯୦୨୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଆମେରିକା, ଚାଇନା ଏବଂ ରୁଷିଆ ମହାକାଶକୁ ମାନବ ଯାନ ପଠାଇ ସାରିଛନ୍ତି। ଭାରତ ଏଥିରେ ସଫଳ ହେଲେ ପୃଥିବୀର ଚତୁର୍ଥ ଦେଶର ମାନ୍ୟତା ହାସଲ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri