ଗଙ୍ଗାସାଗରରେ ବୁଡ଼ପକାଇଲେ ୪୦ ଲକ୍ଷ ପୁଣ୍ୟାର୍ଥୀ

ଭୋଗରାଇ,୧୪।୧(ଡି.ଏନ୍‌.ଏ.): ପଶ୍ଚିମ ବଙ୍ଗ ସାଗରଦ୍ୱୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଉପଲକ୍ଷେ ମଙ୍ଗଳବାର ସାହି ସ୍ନାନରେ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ପୁଣ୍ୟାର୍ଥୀ ମକର ବୁଡ଼ ପକାଇଛନ୍ତି । ଓଡ଼ଶାରୁ ଅନ୍ୟୁନ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ସେଠାକୁ ଯାଇଥିବା ଆକଳନ କରାଯାଇଛି । ବହୁ ପୁଣ୍ୟାର୍ଥୀ ମକର ବୁଡ଼ ପକାଇ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ, ମୋକ୍ଷ ପ୍ରାପ୍ତି ପାଇଁ ଗୋ ଦାନ, ପ୍ରସିଦ୍ଧ କପିଳ ମୁନି ମନ୍ଦିରରେ ପୂଜା ଅର୍ଚ୍ଚନା କରିଛନ୍ତି। ପ୍ରସିଦ୍ଧ ମେଳାରେ ନାଗା ଉଲଗ୍ନ ସନ୍ନ୍ୟାସୀମାନଙ୍କ ଅନ୍ୟ ଏକ ଆକର୍ଷଣ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri