ଗଛପଡ଼ି ୨ ଗୁରୁତର

ଖଜୁରିପଡା,୩୦ା୯(ଡି.ଏନ୍‌.ଏ.)-ଖଜୁରିପଡା ବ୍ଲକରେ ରବିବାର ସନ୍ଧ୍ୟାରୁ ବର୍ଷା ପବନ ଜାରି ରହିଛି। ସୁଡ୍ରୁକୁମ୍ପା ଫାଣ୍ଡି ସ୍ବଡ୍ରେଜୁ ପଞ୍ଚାୟତ ଭେଟଖୋଲ ନିକଟ ୧୫୭ନଂ. ଜାତୀୟ ରାଜପଥରେ ଛିଡା ହୋଇଥିବାବେଳେ ଶାଳଗଛ ପଡିବାରୁ ୨ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପ୍ରଭାକର ବଗର୍ତ୍ତି, ଦେବେନ୍ଦ୍ର କହଁର। ସେହିପରି ମିଶ୍ର ରଣା ଆହତ ହୋଇଛନ୍ତି।
ପ୍ରଭାକର ଓ ଦେବେନ୍ଦ୍ର ସନ୍ଧ୍ୟାରେ ଲାଇନପଡାରୁ ଭୋଜିଖାଇ ବାଇକରେ ଫେରୁଥିଲେ। ଭେଟଖୋଲ ନିକଟରେ ମିଶ୍ରଙ୍କ ସହ ତାଙ୍କର ଦେଖାହେବାରୁ ଏକ ଶାଳଗଛ ମୂଳେ ଛିଡାହୋଇ କଥା ହେଉଥିଲେ। ଏହି ସମୟରେ ଗଛଟି ଉପୁଡି ସେମାନଙ୍କ ଉପରେ ପଡିଥିଲା। ସ୍ଥାନୀୟ ଲୋକେ ଉଦ୍ଧାର କରି ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାରିକେଟ୍‌ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ରଥ

କେନ୍ଦୁଝର,୨୩।୬(ସ୍ବ.ପ୍ର.): ବ୍ୟାରିକେଟ୍‌ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ଅର୍ଥାତ କେନ୍ଦୁଝରର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ରଥ। ପ୍ରତିବର୍ଷ ରଥଯାତ୍ରାରେ ହଜାର ହଜାର ଭକ୍ତଙ୍କ ସମାଗମ...

କୋଣାର୍କରେ ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ,୮।୩(ଡି.ଏନ୍‌.ଏ): ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ଆର୍ଥିକ, ରାଜନୈତିକ, ସାମାଜିକ କ୍ଷେତ୍ରରେ ମହିଳାମାନଙ୍କ ଯୋଗଦାନ ବଢ଼ାଇବା ଓ ଅଧିକାର ପ୍ରତି ସଚେତନ କରିବା ଏହି ଦିବସର...

ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବି: ଧାରଣାରେ ବସିଲେ ଛାତ୍ରୀ

କେନ୍ଦୁଝର,୧୧।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟର ଛାତ୍ରୀମାନେ ବୁଧବାର କଲେଜ ସମ୍ମୁଖ ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ସେମିଷ୍ଟର ପରୀକ୍ଷାକୁ ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ...

ସରକାରଙ୍କ ନିଷ୍ପତ୍ତି କାଏମ କଲେ ହାଇକୋର୍ଟ

କଟକ ଅଫିସ ,୩୦।୯ : ଲଟେରି ଜରିଆରେ ମଦ ଦୋକାନ ଲାଇସେନ୍ସ ସମ୍ପର୍କିତ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆଗତ ସମସ୍ତ ଆବେଦନଗୁଡ଼ିକୁ ହାଇକୋର୍ଟ...

ଅତ୍ୟାଧୁନିକ ପୋଷାକ ଶୋ’ରୁମ୍‌ ଉଦ୍‌ଘାଟିତ

ତାଳଚେର, ୨୬ା୮(ନି.ପ୍ର.)  ଗଣେଶ ପୂଜା ଅବ୍ୟବହିତ ପୂର୍ବରୁ ତାଳଚେର ହାଣ୍ଡିଧୂଆଁ ଛକ ନିକଟରେ ରବିବାର ଏକ ଅତ୍ୟାଧୁନିକ ପୋଷାକ ଶୋ’ ରୁମ୍‌ ଉଦ୍‌ଘାଟିତ ହୋଇଯାଇଛି। ବବିତା ମାଣ୍ଡୋଠିଆ...

ବଡଗାଁ ତହସିଲରେ ସରକାରୀ ନିୟମ କାମରେ ଆସୁନି: ୨ମାସ ପରେ ମଧ୍ୟ ମିଳୁନାହିଁ ପ୍ରମାଣପତ୍ର

ବଡ଼ଗାଁ, ୨୫।୬ (ଡି.ଏନ.ଏ)- ସରକାର ଲୋକଙ୍କ ସୁବିଧା ପାଇଁ ଅନେକ ନିୟମ ପ୍ରଣୟନ କରି କର୍ମଚାରୀମାନଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହେଲେ କାର୍ଯ୍ୟରେ ଅବହେଳା କରୁଥିବା...

ଅନ୍ୟ ପାଇଁ ଉଦାହରଣ ସାଜିଛନ୍ତି ଦୃଷ୍ଟିବାଧିତ କେଶବ

ପାରଳାଖେମୁଣ୍ଡି, ୧୧ା୩ (ଡି.ଏନ୍‌.ଏ): ଦୁନିଆ କ’ଣ ଦେଖିପାରୁ ନ ଥିଲେ ମଧ୍ୟ ରୋଜଗାର କରି ନିଜେ ଆତ୍ମନିର୍ଭରଶୀଳ ହେବା ସହ ପରିବାର କିଭଳି ପ୍ରତିପୋଷଣ କରାଯାଏ...

ଗଞ୍ଜାମ ଏନ୍‌ଏସି: ନିଷ୍କାସନ ହୋଇପାରୁନି ବର୍ଷାଜଳ

ଗଞ୍ଜାମ,୧୨ା୫(ଡି.ଏନ.ଏ.)- ଫନୀ ପ୍ରଭାବରେ ଗଞ୍ଜାମ ଅଞ୍ଚଳରେ ଦୁଇଦିନ ଧରି ଲଗାଣ ବର୍ଷା ହୋଇଥିଲା। ଉକ୍ତ ବର୍ଷା ପାଣି ସହରର ବିଭିନ୍ନ ସ୍ଥାନରେ ଜମି ରହିଛି। ଏନ୍‌ଏସି...

Advertisement
Archives

Model This Week