ଗଛରୁ ପଡ଼ି ଯୁବକଙ୍କ ଜୀବନଗଲା

ଠାକୁରମୁଣ୍ଡା, ୧।୫ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଜରକ ପଞ୍ଚାୟତର କୁଚେଇଡ଼ିହି ଗ୍ରାମ ଜାମଚୁଆ ସାହିରେ ଶୁକ୍ରବାର ସକାଳେ ଜଣେ ଯୁବକ ଗଛରୁ ପଡିଯିବାରୁ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଶ୍ୟାମ ଚରଣ କୁଦାଦା। ଶୁକ୍ରବାର ଶ୍ୟାମ ଏକ ବ୍ୟାଗ ନେଇ ନିଜ ଘର ନିକଟରେ ଥିବା ଏକ କୁଲିଆରୀ ଗଛ ଉପରେ ଚଢ଼ି କୁଲିଆରୀ ଶାଗ ତୋଳୁଥିବାବେଳେ ଭାରସାମ୍ୟ ହରାଇ ଗଛରୁ ପ୍ରାୟ ୨୦ ଫୁଟ ତଳକୁ ଖସି ପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ମହୁଲଡିହା ଥାନା ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ କରଞ୍ଜିଆ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍‌କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍‌ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?