Posted inଜାତୀୟ

ଗଛରୁ ପଣସ ତୋଳୁଛି ହାତୀ: ଭିଡ଼ିଓ ଭାଇରାଲ

ବେଙ୍ଗାଲୁରୁ,୧୨।୧୧: ସମ୍ପ୍ରତି ସୋସିଆଲ୍‌ ମିଡ଼ିଆରେ ଗଛରୁ ପଣସ ତୋଳି ଖାଉଥିବା ଏକ ହାତୀର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ଜଣେ ଆଇଏଫ୍‌ଏସ୍‌ ଅଫିସର ପ୍ରବିଣ କାସଓ୍ବାନ ଟୁଇଟରରେ ଶେୟାର କରିଛନ୍ତି। ସେ କହିଛନ୍ତି ପାଚିଲା ପଣସ ବାସ୍ନା ହାତୀଙ୍କୁ ଆକର୍ଷିତ କରିଥାଏ। ତେଣୁ ସେମାନେ ଏହାକୁ ଖାଇବାକୁ ଆସିଥାନ୍ତି। ଭିଡ଼ିଓଟି କର୍ନାଟକର ନାଗରାହୋଲ୍‌ ବାଘ ସଂରକ୍ଷଣ ଯୋଜନା ନିକଟରେ ଥିବା କୋଡ଼ାଗୁ ଅଞ୍ଚଳର ବୋଲି କୁହାଯାଉଛି। ଏଠାରେ ବହୁଳ ଭାବେ କଫି ଚାଷ ହୋଇଥାଏ। ହାତୀ ଗଛରୁ ପଣସ ତୋଳି ଖାଇବା ଏଠାରେ ଦେଖିବାକୁ ମିଳିଥାଏ। ଇତିମଧ୍ୟରେ ଏହି ଭିଡ଼ିଓକୁ ହଜାରେରୁ ଅଧିକ ଥର ଶେୟାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଖିଳେଶ ପାକିସ୍ତାନ ଯାଇ ପୂଜା କରିବା ଉଚିତ: ଭାଜପା ନେତା

ଲକ୍ଷ୍ନୌ,୨।୧: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ଉପରେ ବର୍ଷିଛନ୍ତି ଉତ୍ତର ପ୍ରଦେଶ ଭାଜପା ମୁଖ୍ୟ ସ୍ବତନ୍ତ୍ର ଦେବ ସିଂ। ସେ କହିଛନ୍ତି, ଅଖିଳେଶ ପାକିସ୍ତାନ...

ରମଣ ସିଂଙ୍କ ପ୍ରଶ୍ନର ଉତ୍ତର ଦେଲେ ବଘେଲ

ରାୟପୁର,୨ ।୧୦: ଛତିଶଗଡ଼ ବିଧାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ଉଠୁଥିବା ପ୍ରଶ୍ନର ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ । ସେ କହିଛନ୍ତି ଛତିଶଗଡ଼ କେବେ...

୧୯୪୭ ସ୍ମୃତି ଉଜ୍ଜୀବିତ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ବାଟ ଫିଟାଇଛି ଗଣତନ୍ତ୍ରର ମନ୍ଦିର ପାର୍ଲାମେଣ୍ଟ। ଏହାକୁ...

ଫେବୃୟାରୀ ୮ରେ ଦିଲ୍ଲୀବାସୀ କେଜରିଓ୍ବାଲଙ୍କୁ ସର୍ଜିକାଲ ଷ୍ଟ୍ରାଇକ୍‌ର ପ୍ରମାଣ ଦେବେ: କପିଲ ମିଶ୍ର

ନୂଆଦିଲ୍ଲୀ, ୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଚାରର ଶେଷ ଦିନ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। ମଡେଲ ଟାଉନ...

ଆସିଲା ମୋଦିଙ୍କର ଆଉ ଏକ ଯୋଗ ଭିଡିଓ

ନୂଆଦିଲ୍ଲୀ,୧୭।୬: ଅନ୍ତର୍ଜାତୀୟ ଯୋଗ ଦିବସ ପାଖେଇ ଆସୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ସୋମବାର ପ୍ରଧାନମନ୍ତ୍ରୀଙ୍କ ଟୁଇଟରରେ ଏହି...

କରୋନା ଯୋଦ୍ଧାଙ୍କୁ ଆକ୍ରମଣ ପଡ଼ିବ ମହଙ୍ଗା: ୭ ବର୍ଷ ଜେଲ୍‌, ୫ଲକ୍ଷ ଜରିମାନା

ଲକ୍ଷ୍ନୌ,୬।୫: କରୋନା ଯୋଦ୍ଧାଙ୍କ ସୁରକ୍ଷାକୁ ନେଇ ଉତ୍ତରପ୍ରଦେଶ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଉତ୍ତରପ୍ରଦେଶ...

ବଜାରରେ ମିଳୁଛି କରୋନା ବରା, କରୋନା ପରଟା: ଭାଇରାଲ ହେଉଛି ଫଟୋ

ମଦୁରାଇ,୯।୭: ତାମିଲନାଡୁର ମଦୁରାଇ ସହର ପରଟା ପାଇଁ ପ୍ରସିଦ୍ଧ ହୋଇଥିବା ବେଳେ ଏବେ ଏଠାକାର ଏକ ରେସ୍ତୋରାଁ କରୋନା ସମ୍ପର୍କିତ ସଚେତନା ସୃଷ୍ଟି କରିବାକୁ ପ୍ରୟାସ...

ଭାରତରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ୭୪ କୋଟି ଟପିଲା

ନୂଆଦିଲ୍ଲୀ, ୨୦।୯: ଦେଶରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ୭୪ କୋଟି ୩୦ ଲକ୍ଷରୁ ଅଧିକରେ ପହଞ୍ଚିଛି। ୨୦୨୦ ମାର୍ଚ୍ଚ ଶେଷ ସୁଦ୍ଧା ଏଭଳି ହୋଇଥିବା ଟ୍ରାଇ...

Advertisement
Archives

Model This Week