ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ

ଥାଇଲାଣ୍ଡର ହିମାଫନ ଜଙ୍ଗଲ ଆଜିବି ରହସ୍ୟ ହୋଇ ରହିଯାଇଛି। ଏଠାରେ ଥିବା ଏକ ଗଛରେ ଆଶ୍ଚର୍ଯ୍ୟ କଲାଭଳି ଫଳକୁ ଦେଖି ଯେ କେହି ଚମକି ଯାଉଛନ୍ତି। ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ। ଏମାନଙ୍କ ମୁଣ୍ଡର ଚୁଟି ଗଛରେ ବନ୍ଧା ହୋଇଥିବା ବେଳେ ସମଗ୍ର ଶରୀର ତଳକୁ ଝୁଲି ରହିଛି। ଗଛରେ ଝୁଲୁଥିବା ଏହି ନିବସ୍ତ୍ର ନାରୀ ସଦୃଶ ପଦାର୍ଥଟି ଫଳ କି ପରିବା ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ହୁ-ବ-ଡୁ ବାଳିକା ଭଳି ଦେଖାଯାଉଥିବା ଏହି ଫଳଟି ନେରିଫନ୍‌ ନାମକ ଗଛରେ ଫଳିଥିବା ଦେଖିବାକୁ ମିଳେ। ଏହାର ରଙ୍ଗ ସବୁଜ। ତେବେ ଥାଇଲାଣ୍ଡରେ ଏହି ଗଛକୁ ନେଇ ଏକ ମାନ୍ୟତା ରହିଛି। ଲୋକଙ୍କ ବିଶ୍ୱାସ ରହିଛି ନେରିଫନ୍‌ ଗଛକୁ କୁଆଡେ ଭଗବାନ ବୁଦ୍ଧ ଏଠାରେ ଲଗାଇଛନ୍ତି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ଫଳଟି ଗଛରେ ମାତ୍ର ୭ଦିନ ପର୍ଯ୍ୟନ୍ତ ରହିଥାଏ। କେହି ଏହାକୁ ତୋଳି ନେଇ ଯାଆନ୍ତି ନଚେତ୍‌ ଏହା ଆପଣାଛାଏଁ ଝଡି ଯାଇଥାଏ। ତେବେ ଏହି ନିବସ୍ତ୍ର ନାରୀ ସଦୃଶ ଫଳରେ ଆତ୍ମା ରହିଛି ବୋଲି କେହି କେହି ବିଶ୍ୱାସ କରନ୍ତି। କାରଣ ଏହା ଆପଣାଛାଏଁ ନାଚି ଗାଇ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

୬୨ ବର୍ଷ ତଳେ ଚାଇନା କରିଥିଲା ଏହି ଭୁଲ୍‌, ମରିଥିଲେ କୋଟିକୋଟି ଲୋକ

ବେଜିଂ: ଇତିହାସରେ ଅନେକେ ଭୟଙ୍କର ଏବଂ ଦୁଃଖଦାୟକ ଘଟଣା ଘଟିଛି, ଯାହା ବିଷୟରେ ଶୁଣିଲେ ଆଜି ବି ଲୋମ ଟାଙ୍କୁରି ଉଠେ। ୬୨ ବର୍ଷ ତଳେ...

କ୍ୟାନସରକୁ ହରାଇ ସ୍କୁଲରେ ପହଞ୍ଚିଲେ ୬ ବର୍ଷ ବୟସ୍କ ବାଳକ: ସାଥୀମାନେ ତାଳିମାରି କଲେ ସ୍ବାଗତ; ଭିଡ଼ିଓ ଭାଇରାଲ…

ଓହିୟୋ, ୧୨।୧: କ୍ୟାନସରରେ ପୀଡ଼ିତ ହୋଇଥିବା ଜଣେ ୬ ବର୍ଷ ବୟସ୍କ ବାଳକ ଚିକିତ୍ସା ପରେ ଶେଷରେ ସୁସ୍ଥ ହୋଇ ସ୍କୁଲକୁ ଫେରିଛନ୍ତି। ତାଙ୍କୁ ତାଙ୍କର...

ବଢ଼ୁଛି ରାସାୟନିକ ବିପଦ

କ୍ୱିଭ୍‌/ମସ୍କୋ, ୧୩ା୩: ଟ୍ୟାଙ୍କ, ମିଶାଇଲ, ବୋମା, ଏୟାରକ୍ରାଫ୍ଟରେ ଲଢ଼େଇ ପରେ ଏବେ ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ଉପରେ ରାସାୟନିକ ଏବଂ ଜୈବିକ ଅସ୍ତ୍ରର ବିପଦ ଘନେଇଛି।...

ଗରମରୁ ମୁକ୍ତି ପାଇଁ ଏପରି କରୁଛନ୍ତି ମାଙ୍କଡ଼, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

କେମିକାଲ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍‌: ୧୦୦ରୁ ଊର୍ଦ୍ଧ୍ୱ ଆହତ

କରାଚି,୬।୩: ପାକିସ୍ତାନ କରାଚିର ପୋର୍ଟ କ୍ୱାସିମ ଅଞ୍ଚଳରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର କ୍ଲୋରିନ୍‌ ଗ୍ୟାସ ଲିକ୍‌ ହେବା ଫଳରେ ୧୦୦ରୁ ଊର୍ଦ୍ଧ୍ୱ ଲୋକ...

କୁନି ବୈଜ୍ଞାନିକ ଗୀତାଞ୍ଜଳି

ଆମେରିକାର କଲରାଡୋରେ ରହୁଥିବା ଗୀତାଞ୍ଜଳି ରାଓ ଭାରତୀୟ ବଂଶୋଦ୍ଭବ ଅଟନ୍ତି। ବୟସ ତାଙ୍କର ମାତ୍ର ୧୧ ବର୍ଷ। ଏହି ବୟସରେ ସେ ଆମେରିକାର ଟପ୍‌ ୟଙ୍ଗ...

ବାଇଡେନ୍‌ଙ୍କୁ ତାଲିବାନର ନାଲି ଆଖି…

କାବୁଲ,୨୩।୮: ତାଲିବାନ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ନାଲି ଆଖ ଦେଖାଇଛି। ଆତଙ୍କବାଦୀ ସଂଗଠନ ପକ୍ଷରୁ ସିଧାସଳଖ ଧମକ ଦେଇ କୁହାଯାଇଛି ଯେ, ଯେ ଯଦି...

ବିମାନରେ ସହଯାତ୍ରୀଙ୍କୁ ହୃଦ୍‌ଘାତରୁ ବଞ୍ଚାଇଲେ ଭାରତୀୟ ଡାକ୍ତର

ନୂଆଦିଲ୍ଲୀ: ବର୍ମିଂହାମ୍‌ ୟୁନିଭର୍ସିଟି ହସ୍ପିଟାଲରେ କନ୍‌ସଲ୍ଟାଣ୍ଟ ହେପାଟୋଲୋଜିଷ୍ଟ ଥିବା ଭାରତୀୟ ବଂଶୋଦ୍ଭବ ଡାକ୍ତର ବିଶ୍ୱରାଜ ଭେମଲା ବିମାନରେ ଜଣେ ସହଯାତ୍ରୀଙ୍କୁ ୨ ଥର ହୃଦ୍‌ଘାତରୁ ବଞ୍ଚାଇ...

Advertisement
Archives

Model This Week