ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ

ଥାଇଲାଣ୍ଡର ହିମାଫନ ଜଙ୍ଗଲ ଆଜିବି ରହସ୍ୟ ହୋଇ ରହିଯାଇଛି। ଏଠାରେ ଥିବା ଏକ ଗଛରେ ଆଶ୍ଚର୍ଯ୍ୟ କଲାଭଳି ଫଳକୁ ଦେଖି ଯେ କେହି ଚମକି ଯାଉଛନ୍ତି। ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ। ଏମାନଙ୍କ ମୁଣ୍ଡର ଚୁଟି ଗଛରେ ବନ୍ଧା ହୋଇଥିବା ବେଳେ ସମଗ୍ର ଶରୀର ତଳକୁ ଝୁଲି ରହିଛି। ଗଛରେ ଝୁଲୁଥିବା ଏହି ନିବସ୍ତ୍ର ନାରୀ ସଦୃଶ ପଦାର୍ଥଟି ଫଳ କି ପରିବା ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ହୁ-ବ-ଡୁ ବାଳିକା ଭଳି ଦେଖାଯାଉଥିବା ଏହି ଫଳଟି ନେରିଫନ୍‌ ନାମକ ଗଛରେ ଫଳିଥିବା ଦେଖିବାକୁ ମିଳେ। ଏହାର ରଙ୍ଗ ସବୁଜ। ତେବେ ଥାଇଲାଣ୍ଡରେ ଏହି ଗଛକୁ ନେଇ ଏକ ମାନ୍ୟତା ରହିଛି। ଲୋକଙ୍କ ବିଶ୍ୱାସ ରହିଛି ନେରିଫନ୍‌ ଗଛକୁ କୁଆଡେ ଭଗବାନ ବୁଦ୍ଧ ଏଠାରେ ଲଗାଇଛନ୍ତି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ଫଳଟି ଗଛରେ ମାତ୍ର ୭ଦିନ ପର୍ଯ୍ୟନ୍ତ ରହିଥାଏ। କେହି ଏହାକୁ ତୋଳି ନେଇ ଯାଆନ୍ତି ନଚେତ୍‌ ଏହା ଆପଣାଛାଏଁ ଝଡି ଯାଇଥାଏ। ତେବେ ଏହି ନିବସ୍ତ୍ର ନାରୀ ସଦୃଶ ଫଳରେ ଆତ୍ମା ରହିଛି ବୋଲି କେହି କେହି ବିଶ୍ୱାସ କରନ୍ତି। କାରଣ ଏହା ଆପଣାଛାଏଁ ନାଚି ଗାଇ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ରାସ୍ତା ପାର୍ଶ୍ୱରେ କାହିଁକି ଥାଏ ବିଭିନ୍ନ ରଙ୍ଗର ମାଇଲଖୁଣ୍ଟ

ଆପଣ ନିଶ୍ଚିତ ରାସ୍ତାରେ ଯିବା ବେଳେ ପାର୍ଶ୍ୱରେ ଥିବା ମାଇଲଖୁଣ୍ଟ ଦେଖିଥିବେ। ଏହି ପଥରଗୁଡ଼ିକରେ ସ୍ଥାନର ଦୂରତା ଏବଂ ସ୍ଥାନର ନାମ ଲେଖାଯାଇଥାଏ। ତେବେ ଏହି...

ଧ୍ୟାନ କରୁଛି ମାଙ୍କଡ: ଭିଡିଓ ହେଲା ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ମାଙ୍କଡ ମୁହିଁରେ କପଡା ଗୁଡାଇ ହୋଇ ବୁଲୁଛି ତ ଆଉ କେତେବେଳେ ନଳକୂପ ହାଣ୍ଡେଲ...

ମୁଁ ମାସ୍କ ପିନ୍ଧିବିନି, ଦରକାର ପଡ଼ିଲେ ରାସ୍ତା ମଝିରେ ଦେବି ଚୁମ୍ବନ; ପୋଲିସ ନେଲା ଏମିତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୪: କୋଭିଡ ନିୟମ ଉଲ୍ଲଂଘନ କରିବା ଏବଂ ଓ୍ବିକେଣ୍ଡ କର୍ଫ୍ୟୁ ନ ମାନି ଦିଲ୍ଲୀର ଏକ ଦମ୍ପତି ଫସିଛନ୍ତି। ଦିଲ୍ଲୀ ପୋଲିସ ଦମ୍ପତି ପଙ୍କଜ ଦତ୍ତା...

ଏକ କେଜି ଆମ୍ବର ମୂଲ୍ୟ ୩ ଲକ୍ଷରୁ ଊର୍ଦ୍ଧ୍ୱ

ଆମ୍ବ ଖାଇବାକୁ ପ୍ରାୟ ସମସ୍ତେ ଭଲ ପାଆନ୍ତି। ବର୍ତ୍ତମାନ ଏହା ସବୁ ଋତୁରେ ସହଜରେ ବଜାରରେ ମିଳିଯାଉଛି। ଆଜି ଆପଣଙ୍କୁ ଆମେ ଏପରି ଏକ ଆମ୍ବ...

ଗ୍ରହଖଣ୍ଡ ଏମ୍‌ବି-୪ ଏବଂ ଏନ୍‌ଏନ୍‌-୩ ଅଳ୍ପ ଘଣ୍ଟା ମଧ୍ୟରେ ପୃଥିବୀର ହେବେ ନିକଟତର: ଧକ୍କା ଲାଗିବାର ରହିଛି ଆଶଙ୍କା

ଓ୍ବାଶିଂଟନ,୯।୭: ଗ୍ରହଖଣ୍ଡ ଏମ୍‌ବି-୪ ଏବଂ ଏନ୍‌ଏନ୍‌-୩ ଏବେ ପୃଥିବୀର ନିକଟତର ହେବାରେ ଲାଗିଛନ୍ତି। ଅଳ୍ପ କିଛି ଘଣ୍ଟା ମଧ୍ୟରେ ଏହି ଗ୍ରହଖଣ୍ଡ ଦ୍ୱୟ ପୃଥିବୀର ଅତି...

ବିପଦରେ ପୃଥିବୀ: କରୋନା ଯୋଗୁ ସୃଷ୍ଟି ହେବାରେ ଲାଗିଛି ନୂଆ ସଙ୍କଟ

ଓ୍ବାଶିଂଟନ/ନୂଆଦିଲ୍ଲୀ, ୪।୭: କରୋନା ମାହାମାରୀ ଯୋଗୁ ପୃଥିବୀ ଉପରେ ପୁଣି ଏକ ବିପଦ ମାଡ଼ି ଆସୁଛି। ଏବେ ଏହା ଦ୍ୱାରା ନୂଆ ସଙ୍କଟ ସୃଷ୍ଟି ହେବାରେ...

କରୋନା ଯୋଗୁ ଆମେରିକାରେ ଅଚଳାବସ୍ଥା: ଖାଦ୍ୟ ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି ଲୋକେ

ଓ୍ବାଶିଂଟନ,୧୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ...

ଆପଣ ଭୁଲିଯାଉଛନ୍ତି, ହେଲେ ଫିଟ୍‌ ରହିବାକୁ ବାଘ କରୁଛି ପୁଷ୍‌ଅପ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

Advertisement


Archives

Model This Week