ଗଛରେ ଝୁଲୁଛି ୩ ମୃତଦେହ

ଛେଣ୍ଡିପଦା,୨୯ା୭(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଲିପଟା ପଞ୍ଚାୟତର ଡିମିରିପଦା ପାହାଡ଼କୁ ଲାଗିଥିବା ବାଲିକୁଦିଆ ଜଙ୍ଗଲର ଏକ ଗଛରେ ୩ ଜଣଙ୍କ ମୃତଦେହ ଝୁଲୁଥିବା ବୁଧବାର ରାତିରେ ଦେଖିବାକୁ ମିଳିଛି। ବାଲିପଟା ଗାଁର ଜଣେ ଗାଈ ଚରାଳି ସାରେ ଫେରୁଥିବା ବେଳେ ଦୁର୍ଗନ୍ଧ ବାରି ଏକ ଗଛ ନିକଟକୁ ଯିବା ପରେ ସେଠାରେ ଜଣେ ଯୁବତୀ ଓ ଦୁଇ ଯୁବକଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ। ଏ ନେଇ ସେ ଗାଁରେ ଜଣାଇବା ପରେ କେତେଜଣ ଯୁବକ ଘଟଣାସ୍ଥଳକୁ ଯାଇ ଗଛରେ ୩ ଜଣଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖିଥିଲେ। ମୃତଦେହ ଗୁଡିକ ୪/୫ଦିନ ତଳର ଓ କଳା ପଡିଯାଇଥିବାରୁ ସ୍ଥାନୀୟ ଲୋକେ ମୃତକମାନଙ୍କୁ ଚିହ୍ନି ପାରିନାହାନ୍ତି। ଏ ସମ୍ପର୍କରେ ଛେଣ୍ଡିପଦା ଥାନା ଅଧିକାରୀ କନକ କୁମାର ମାଝି କହିଛନ୍ତି, ଏପରି ଏକ ଖବର ମିଳିଛି। ଗୁରୁବାର ଘଟଣାସ୍ଥଳକୁ ଯିବା ପରେ ଯାହାକିଛି ଜଣାପଡ଼ିବ। ତେବେ ଏହା ଆତ୍ମହତ୍ୟା ନା ହତ୍ୟାକାଣ୍ଡ ତାହାକୁ ନେଇ ସାଧାରଣରେ ନାନା ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…

ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?