ଗଛରେ ପିଟିହେଲା ଚାଉଳ ବୋଝେଇ ପିକ୍‌ଅପ

ଶେରଗଡ଼,୨୮ା୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଭୁଷୁଣ୍ଡା ଗ୍ରାମ ଛକ ଆସିକା ଶେରଗଡ଼ ମୁଖ୍ୟ ରାସ୍ତାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଏକ ଚାଉଳ ବୋଝେଇ ପିକ୍‌ଅପର ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଚାଳକ ସାମନ୍ୟ ଆହତ ହୋଇଛନ୍ତି। ମାତ୍ର ଗାଡିଟିର ଆଗ ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ଶେରଗଡ଼ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଡେଙ୍ଗାଓସ୍ତାରୁ ଏହି ପିକ୍‌ଅପ୍‌ ଚାଉଳ ବୋଝେଇ କରି ଆସିକା ଅଭିମୁଖେ ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ଲାଗି ଦାବିପତ୍ର

ସୋର, ୬।୯(ଡି.ଏନ.ଏ.): ସୋର ବ୍ଲକ ନଟାପଡ଼ାଠାରେ ୧୩୨/୩୩ କେଭି ଗ୍ରୀଡ଼ ସବ୍‌ଷ୍ଟେଶନ ପାଚେରି କଡ଼ ଦେଇ ଚାଷ ଜମିକୁ ଯାଇଥିବା ରାସ୍ତାକୁ ପ୍ରଶସ୍ତୀକରଣ ଲାଗି ଗ୍ରାମବାସୀ...

ଜଗନ୍ନାଥ ମହାପ୍ରଭଙ୍କୁ ନାମରେ ଥିବା ଜମି ଦଖଲକଲେ ଗ୍ରାମବାସୀ: ଗାଁରେ ଚାପା ଉତ୍ତେଜନା

ଅତାବିରା,୧୬।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଉଦେପୁର ଗ୍ରାମବାସୀଙ୍କୁ ଦୀର୍ଘବର୍ଷ ଧରି ଅନ୍ଧାରରେ ରଖି ଗ୍ରାମର ଜଗନ୍ନାଥ ମନ୍ଦିର ମହାପ୍ରଭୁଙ୍କ ନାମରେ ଥିବା ଜମିକୁ...

ସମିତିକୁ ଧାନଦେଇ ପ୍ରାପ୍ୟ ପାଉନାହାନ୍ତି ଚାଷୀ: ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ

ଭଣ୍ଡାରିପୋଖରୀ, ୨୯ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ୧୬ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନ ୧୧ଟାରେ ନଗୁଆ ସେବା ସମବାୟ ସମିତିର ଶତାଧିକ ଚାଷୀ ସମିତିକୁ...

ବିଏସ୍‌ଏଫ୍‌ ଯବାନଙ୍କୁ ରାଖୀ ବାନ୍ଧିଲେ ଛାତ୍ରୀଛାତ୍ର

ଏମ୍‌ଭି-୭୯, ୧୫।୮- ଆଜି ରକ୍ଷାବନ୍ଧନ। ସ୍ନେହ ଓ ବନ୍ଧନର ପର୍ବ। ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରକ୍ଷାଡୋରି (ରାଖୀ)। କେହି କେହି...

ବାହାନଗା ବ୍ଲକରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା, ଯୋଗଦେଲେ ବିଧାୟକ, ଏମ୍‌ପି

ବାହାନଗା,୯।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡ଼ୁ ପଞ୍ଚାୟତ ଥାଲସଡ଼ା ଗ୍ରାମରେ ବିଜେଡି ପକ୍ଷରୁ ବୁଧବାର ଜନ ସମ୍ପର୍କ ପଦଯାତ୍ରା ହେବା ସହ ଏକ ମିଶ୍ରଣ...

ବୃଦ୍ଧଙ୍କ ହାତଗୋଡ଼ ଭାଙ୍ଗିଲା ପୋଲିସ: ନ୍ୟାୟ ପାଇଁ ଏସ୍‌ପିଙ୍କୁ ଗୁହାରି

ପୁରୀ ଅଫିସ,୨୫ା୯: କଣାସ ଥାନା ପୋଲିସ ଜଣେ ବୃଦ୍ଧଙ୍କୁ ନିର୍ମମ ଭାବେ ବାଡ଼େଇ ହାତ ଗୋଡ଼ ଭାଙ୍ଗିଦେଇଥିବା ଅଭିଯୋଗ ହୋଇଛି। ନ୍ୟାୟ ପାଇଁ ସମ୍ପୃକ୍ତ ୮୩...

ବ୍ୟବସାୟୀଙ୍କୁ ଘାରିଛି ବୃତ୍ତିଚିନ୍ତା

ଢେଙ୍କାନାଳ ଅଫିସ, ୮।୫ – କରୋନା ମାଡ଼ରେ ଦୁର୍ବିସହ ହୋଇପଡ଼ିଛି କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବନଜୀବିକା। ଦେଢ଼ମାସ ହେଲା ଦୋକାନ ବନ୍ଦ ରହିବା ଯୋଗୁ ଦୋହଲି ଯାଇଛି...

ଆନ୍ନାକୋଣ୍ଡାର ସ୍ବାସ୍ଥ୍ୟାବସ୍ଥା ପରଖିଲେ ମାଡ୍ରାସ ଚିକିତ୍ସକ

ବାରଙ୍ଗ,୩ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ନୂଆ ଅତିଥି ଭାବେ ଆସିଥିବା ଦୁଇଟି ଆନ୍ନକୋଣ୍ଡାର ମୃତ୍ୟୁ ଘଟଣାକୁ କର୍ତ୍ତୃପକ୍ଷ ଗୁରୁତର ସହ ନେଇଛନ୍ତି। ଏ ନେଇ ସୋମବାର...


Coronavirus Update

Archives

Model This Week

Why Dharitri