ଗଛରେ ପିଟିହେଲା ଟାଟା ମ୍ୟାଜିକ୍‌, ୩ ଗୁରୁତର

ଆରଡ଼ି,୧୦।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ବାଇପାସ୍‌ ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ସାଇକେଲ ଚାଳକକୁ ରକ୍ଷା କରିବାକୁ ଯାଇ ଏକ ଟାଟା ମ୍ୟାଜିକ୍‌ ଗଛରେ ପିଟି ହେବାରୁ ଏଥିରେ ଥିବା ୧୨ ଜଣଙ୍କ ମଧ୍ୟରୁ ୭ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆରଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ଶିଶୁ ଓ ଦୁଇ ଜଣ ମହିଳା ଗୁରୁତର ଥିବାରୁ ସେମାନଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ବାସୁଦେବପୁର ଅଞ୍ଚଳର ବିଷ୍ଣୁବିନ୍ଧା, ଅନନ୍ତପୁର, ବାହାସାଥୀ ଗାଁର ୧୨ ଜଣ ଏକ ଟାଟା ମ୍ୟାଜିକ୍‌ରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବା ପାଇଁ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଟେଣ୍ଡରରେ କାମ ହାତେଇଛି ଦିଲୀପ କନ୍‌ଷ୍ଟ୍ରକଶନ

ପୁରୀ ଅଫିସ, ୩୦ା୧: ଗତ ୨୪ତାରିଖରେ ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଛାତ ଭୁଶୁଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସମ୍ପୃକ୍ତ...

‘ଘଟଣା ବେଳେ ଡିଏଫ୍‌ଓଙ୍କ କ୍ୱାର୍ଟର୍ସରେ ଥିଲେ ଜିଲାପାଳ’

ପାରଳାଖେମୁଣ୍ଡି, ୧୮ା୮ (ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ର ଜେରା ଜାରି ରହିଛି। ମଙ୍ଗଳବାର ଦୁଇଟି ପର୍ଯ୍ୟାୟରେ...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ

ଗୋପ,୨୫ା୭(ଡି.ଏନ୍‌.ଏ.): ଚିକିତ୍ସା ଅବହେଳାରୁ ଗୋପ ବ୍ଲକ ଅନ୍ତର୍ଗତ ମୁଗୁରିଆ ଗ୍ରାମର ତ୍ରିଲୋଚନ କାଣ୍ଡିଙ୍କ ଦେଢ଼ବର୍ଷ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗୋପ...

ପୁଅ ନୁହେଁ, ବଡ଼ଝିଅ ଦେଲେ ମୁଖାଗ୍ନି

ମାଲକାନଗିରି,୮ା୨: ପୁଅ ପରି ମଧ୍ୟ ଝିଅ ସବୁ କିଛି ଦାୟିତ୍ୱ ତୁଲାଇପାରେ। ଉଡାଜାହାଜରେ ଆକାଶରେ ଉଡିବାଠାରୁ ଆରମ୍ଭ କରି ପାଣିରେ ପହଁରିବା ପର୍ଯ୍ୟନ୍ତ ସବୁ ଅସମ୍ଭବକୁ...

ଦିଗପହଣ୍ଡିରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଗଲା ଅନ୍ତିମ ସତ୍କାର

ଦିଗପହଣ୍ଡି,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଜଣେ କରୋନା ଯୋଦ୍ଧା (ସହକାରୀ ଶିକ୍ଷକ)ଙ୍କ ମୃତ୍ୟୁ ଘଟଣାକୁ ସପ୍ତାହେ ହୋଇଥିବା ବେଳେ ଏବେ ଆଉ ଜଣେ ଯୋଦ୍ଧାଙ୍କ...

ନିର୍ବାଚନ ପ୍ରସ୍ତୁତି କାର୍ଯ୍ୟରେ ଅବ୍ୟବସ୍ଥା: ପୋଲିଂ ପାର୍ଟି ହଇରାଣ

କେନ୍ଦୁଝର,୨୨ା୪ (ସ୍ବ.ପ୍ର.) ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରବିବାର ଦିନ ସ୍ଥାନୀୟ ମାଇନିଂ ସ୍କୁଲ ପରିସରରେ ପୋଲିଂ ପାର୍ଟିଙ୍କୁ...

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ଜମନକିରା,୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମାସ୍ଥିତ ମୁଖ୍ୟ ଛକ ଦେଇ ଯାଇଥିବା ଭୋଜପୁର ରାସ୍ତା କଡ଼ରେ ୨ ବର୍ଷରୁ ଅଧିକ ହେବ ଏକ...

ବିଭିନ୍ନ ସ୍ଥାନରେ ଚଢାଉ କଲେ ଏସଡିପିଓ: ୨ ଗିରଫ

ପୁରୁଷୋତ୍ତମପୁର,୨୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା...

Advertisement


Archives

Model This Week