ଗଛରେ ପିଟିହେଲା ଟାଟା ମ୍ୟାଜିକ୍‌, ୩ ଗୁରୁତର

ଆରଡ଼ି,୧୦।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ବାଇପାସ୍‌ ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ସାଇକେଲ ଚାଳକକୁ ରକ୍ଷା କରିବାକୁ ଯାଇ ଏକ ଟାଟା ମ୍ୟାଜିକ୍‌ ଗଛରେ ପିଟି ହେବାରୁ ଏଥିରେ ଥିବା ୧୨ ଜଣଙ୍କ ମଧ୍ୟରୁ ୭ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆରଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ଶିଶୁ ଓ ଦୁଇ ଜଣ ମହିଳା ଗୁରୁତର ଥିବାରୁ ସେମାନଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ବାସୁଦେବପୁର ଅଞ୍ଚଳର ବିଷ୍ଣୁବିନ୍ଧା, ଅନନ୍ତପୁର, ବାହାସାଥୀ ଗାଁର ୧୨ ଜଣ ଏକ ଟାଟା ମ୍ୟାଜିକ୍‌ରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବା ପାଇଁ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନ୍‌ରୁ ମିଳିଲା ଯୁବକଙ୍କ ମୃତଦେହ

ବ୍ରହ୍ମପୁର ଅଫିସ,୨ା୨: ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗର ନିକଟରେ ଥିବା ଏକ ଡ୍ରେନ୍‌ରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ...

ପୁଣି ଗଞ୍ଜାମରେ ୧୮ କରୋନା ପଜିଟିଭ୍‌ ଚିହ୍ନଟ: ଚିକିତ୍ସିତ ହେଉଛନ୍ତି ୨୨୬

ଛତ୍ରପୁର,୯।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରୁ ମଙ୍ଗଳବାର ପୁଣି ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତିକରାଯାଇ ଚିକିତ୍ସା କରାଯାଉଥିବା ଜିଲା...

ବୈତରଣୀ ଜଳସ୍ତର ବୃଦ୍ଧି

ଭଣ୍ଡାରିପୋଖରୀ,୧୫ା୮: ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିବା ଫଳରେ ବୈତରଣୀର ଜଳସ୍ତର ଆଖୁଆପଦା ଆନିକଟଠାରେ ଶନିବାର ସକାଳ ୯ଟାରୁ ବୃଦ୍ଧି ପାଇବା ଆରମ୍ଭ କରିଛି। ଆନିକଟଠାରେ...

କଳିଙ୍ଗ ବାଲିଯାତ୍ରା ଆୟୋଜନରେ ସ୍ବଚ୍ଛତାକୁ ନେଇ ଉଠିଲା ପ୍ରଶ୍ନ : ଟେଣ୍ଡର ପୂର୍ବରୁ ନିର୍ମାଣ ହେଲାଣି ଟେଣ୍ଟ

ପାରାଦୀପ,୩୦।୧୦(ସ୍ବ.ପ୍ର.): ପାରାଦୀପର ଅନ୍ୟତମ ଗଣପର୍ବ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଆସନ୍ତା ନଭେମ୍ବର ୧୧ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରଶାସନିକ ବିଧି ବ୍ୟବସ୍ଥାରେ ଆୟୋଜିତ...

ପଶ୍ଚିମ ଓଡିଶା କଳାକାର ମହାସଂଘର ଦାବି, ଧନୁଯାତ୍ରା କଳାକାରଙ୍କୁ ଆର୍ଥିକ ସହାୟତା ଦିଆଯାଉ

ବରଗଡ ଅଫିସ,୧୪।୧୨- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବକୁ ଏଥର ବାତିଲ କରାଯାଇଛି। କରୋନା କଟକଣାକୁ ଆଖି ଆଗରେ ରଖି ଧନୁଯାତ୍ରା ମହୋତ୍ସବ ସମିତି...

ରଟିଣାରେ ୩୫ ଜଣଙ୍କ ସ୍ବାବ ଟେଷ୍ଟ

ଖଇରା, ୪।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ଗ୍ରାମରୁ ରବିବାର ଜଣେ ୩୪ ବର୍ଷୀୟ କଲିକତା ଫେରନ୍ତା କରୋନା ସଂକ୍ରମିତ ଥିବା ଚିହ୍ନଟ...

ଗାଡ଼ି ଚଳାଇ ଧରାପଡିଲେ ନାବାଳକ: ୨୫ ହଜାର ଜରିମାନା ଗଣିଲେ ବାପା

ଛତ୍ରପୁର,୨୬।୨(ଡିଏନଏ): ଜଣେ ନାବାଳକଙ୍କୁ ଏକ ମାଲବାହୀ ଅଟୋ ଚଳାଇବାଙ୍‌ ମହଙ୍ଗା ପଡ଼ିଛି। ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ପକ୍ଷରୁ ଗାଡି ଯାଞ୍ଚ ସମୟରେ ଏହି...

ଚୌଦ୍ୱାର ପୌରପାଳିକାରେ ପଞ୍ଜୀକରଣ କଲେ ୩୭୪ ପ୍ରବାସୀ

ଚୌଦ୍ୱାର,୪ା୫(ଡି.ଏନ୍‌.ଏ.): ରାଜ୍ୟ ବାହାରେ ରହୁଥିବା ଚୌଦ୍ୱାର ଅଞ୍ଚଳର ୩୭୪ ଜଣ ପ୍ରବାସୀ ଓଡ଼ିଆ ଚୌଦ୍ୱାର ଫେରିବା ପାଇଁ ପୌରପାଳିକାରେ ନିଜନାମ ପଞ୍ଜିକୃତ କରିଛନ୍ତି। ଚୌଦ୍ୱାର ପୌର...

Advertisement
Archives

Model This Week