ଗଛରେ ପିଟିହେଲା ଯାତ୍ରୀବାହୀ ବସ୍‌, ୧୦ ଗୁରୁତର

ଗଣିଆ,୧୨ା୯(ଡି.ଏନ.ଏ.): ନୟାଗଡ଼ରୁ କୁମ୍ଭାରପଡା ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ବୁଧବାର କିଶୋରପ୍ରସାଦ ପଞ୍ଚାୟତ ଗୋପାଳପ୍ରସାଦ ନିକଟରେ ଏକ ଆମ୍ବଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗାଡିରେ ଥିବା ୧୦ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଗଣିଆ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ଆହତମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଆହତମାନେ ହେଲେ କିଶୋରପ୍ରସାଦ ଗ୍ରାମର ସୀତାକାନ୍ତ ତ୍ରିପାଠୀ, ସବିତା ରାଉତ, ନିଶାମଣି ରାଉତ, ଟୁକୁନା ବେହେରା, ବିଷ୍ଣୁପ୍ରସାଦ ପ୍ରଧାନ, ଦିଶା ରାଉତ, ଅଖିଳ ପଣ୍ଡା, ରଞ୍ଜନ ଚିନ୍ନରା ଓ ଗାଡି ଡ୍ରାଇଭର ସନାତନ ଜେନା ପ୍ରମୁଖ। ଖବର ଲେଖାହେବା ବେଳକୁ ଗାଡି ଚାଳକ ବସ୍‌ ଭିତରେ ଫଶିରହିଥିବାରୁ ଜେସିବି ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନା ଅନୁଯାୟୀ, ଓଆର ୧୩-୩୭୮୮ ନଂ. ବିଶିଷ୍ଟ ନାୟକ ଆଣ୍ଡ ନାୟକ ନାମକ ବସ୍‌ର ଷ୍ଟିୟରିଂ କଟିଯିବା ଫଳରେ ଭାରସାମ୍ୟ ହରାଇ ଗାଡିଟି ରାସ୍ତାପାର୍ଶ୍ୱ ଗଛରେ ପିଟି ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri