ଗଛରେ ପିଟି ହୋଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋରୁକୋଣ୍ଡା,୫।୧୦(ଅବିନାଶ ବେହେରା): ମାଲକାନଗିରି ଜିଲା ସଦରମହକୁମାରରୁ ବାଲିମେଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କୋରୁକୋଣ୍ଡା ବ୍ଲକ ସଦର ସାରଦାଗୁଡା ଛକ ନିକଟରେ ଏକ ଗଛରେ ପିଟି ହୋଇ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିମେଳା ୧୧ ନମ୍ବର ୱାର୍ଡରେ ରହୁଥିବା ଆର୍‌. ସତ୍ୟ ନାରାୟଣ ରାଓ(୨୦)।

ମିଳିଥିବା ସୂଚନା ଅନୁଯାୟୀ, ସତ୍ୟ ନାରାୟଣ କୌଣସି କାମରେ ମାଲକାନଗିରି ଯାଇଥିଲେ। ମାଲକାନଗିରିରୁ କାମ ସାରି ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ସେତିକିବେଳେ ସାରଦାଗୁଡା ଛକ ନିକଟରେ ବାଇକ୍‌ଟି ଭାରସ୍ୟାମ ହରାଇ ରାସ୍ତା ପାଶର୍‌ବରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣା ସ୍ଥଳରେ ସତ୍ୟ ନାରାୟଣଙ୍କ ମୃତ୍ୟୁ ଘଟିଥିଲା।

ଏନେଇ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ଏବଂ କୋରୁକୋଣ୍ଡା ଥାନାକୁ ଫୋନ୍‌ କରି ଜଣାଇଥିଲେ। ଖବର ପାଇ ଥାନା କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ବାଇକ୍‌କୁ ଜବତ କରିଥିଲେ । ଏନେଇ କୋରୁକୋଣ୍ଡା ଥାନା ପୋଲିସ ଏକ ମାମଲା(ନଂ.୩୦/୨୩) ରୁଜୁ କରିଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

କ୍ରିକେଟରଙ୍କ ବିରୋଧରେ ଘରୋଇ ସହାୟକଙ୍କୁ ଆକ୍ରମଣ ଅଭିଯୋଗ, ତାଙ୍କ ବାପା-ଡ୍ରାଇଭରଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ

ନୂଆଦିଲ୍ଲୀ,୩୦।୬: ଆଇପିଏଲରେ ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା ଶଶାଙ୍କ ସିଂହ ଏବେ ଏକ ଭିନ୍ନ କାରଣ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ଭୋପାଳରେ ତାଙ୍କ ବିରୋଧରେ ଏକ…

ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ,…

ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ:୫ ସ୍ଥାନରେ ଖାନତଲାସି ଜାରି

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ବୁର୍ଲା ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର) ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ…

‘କକ୍ରୋଚ ଜନତା ପାର୍ଟି’କୁ ନେଇ ପ୍ରଥମ ବିବୃତ୍ତି ଜାରି କଲା ଭାଜପା, ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୬: ‘କକ୍ରୋଚ ଜନତା ପାର୍ଟି’ (CJP) ସମ୍ପ୍ରତି ଦେଶରେ ଆଲୋଚନାର ବିଷୟ ପାଲଟିଛି। ଅନେକ ପ୍ରମୁଖ ବ୍ୟକ୍ତିତ୍ୱଙ୍କ ସହ ଜଡିତ ଥିବାରୁ ଏହି ଦଳ ଚର୍ଚ୍ଚାରେ ରହିଛି।…

ଆନ୍ଧ୍ର ପୋଲିସ ମାଡ଼ରେ ୨ ଓଡ଼ିଆ ଯୁବକ ଗୁରୁତର, ଗଞ୍ଜେଇ ଚାଲାଣକାରୀ କହି ଉଠାଇ ନେଇଥିବା ଅଭିଯୋଗ

ନନ୍ଦପୁର,୩୦।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ସୁରୁମି ଗ୍ରାମର ୨ ଯୁବକଙ୍କୁ ଆନ୍ଧ୍ର ମୁଚିମପୁଟ ପୋଲିସ ଗଞ୍ଜେଇ ଚୋରା ଚାଲାଣ କରୁଥିବା…

ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଧନୁର୍ଦ୍ଧରଙ୍କ ଘରେ ପଶିଲା ଭିଜିଲାନ୍ସ: ୪ ସ୍ଥାନରେ ଚାଲିଛି ଖୋଳତାଡ଼

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧୀକ୍ଷକ(ଅଫିସ ସୁପରିଟେଣ୍ଡେଣ୍ଟ) ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ…

‘ଭାରତ ବିଶ୍ୱର ଏକ ସମସ୍ୟାବହୁଳ ଅଂଶରେ ଅଛି…’ ଆମେରିକାର ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ କାହିଁକି କହିଥିଲେ ଏମିତି? ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୬: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସେର୍ଗିଓ ଗୋର୍‌ ଭାରତର ଭୌଗୋଳିକ ସ୍ଥିତି ଉପରେ ମତ ଦେଇଛନ୍ତି। ଆମେରିକାରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇ ଗୋର୍‌ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri