ଗଛ ମୂଳରେ ସାବିତ୍ରୀ ବ୍ରତ

କେନ୍ଦୁଝର, ୨୨ା୫(ଡି.ଏନ୍‌.ଏ.)-କେନ୍ଦୁଝର ସହର ଓ ଆଖପାଖ ଅଞ୍ଚଳରେ ପାରମ୍ପରିକ ଶାସ୍ତ୍ରମତେ ସାବିତ୍ରୀ ବ୍ରତ ପାଳିତ ହୋଇଯାଇଛି। ସଧବା ମହିଳାମାନେ ନିଜ ସ୍ବାମୀଙ୍କର ଦୀର୍ଘାୟୁ କାମନା କରି ଏହି ବ୍ରତ କରିଥିବାବେଳେ ଏହା ପଛରେ ଥିବା ପୌରାଣିକ ଆଖ୍ୟାନକୁ ସ୍ମରଣ କରି ସାବିତ୍ରୀ ବ୍ରତ ପାଠ କରାଯାଇଥିଲା। ବିଭିନ୍ନ ପ୍ରକାରର ଫଳମୂଳରେ ପୂଜାର୍ଚ୍ଚନା କରାଯାଇ ମହିଳାମାନେ ବ୍ରତ ଧାରଣ କରିଥିଲେ। ମହିଳାମାନେ ଏକତ୍ରିତ ହୋଇ ଗୋଟିଏ ସ୍ଥାନରେ ସାବିତ୍ରୀ ବ୍ରତ ପାଳନ କରିଥିଲେ। ଗ୍ରାମାଞ୍ଚଳରେ ମହିଳାମାନେ ଏକତ୍ରିତ ହୋଇ ବୃକ୍ଷମୂଳରେ ସାବିତ୍ରୀ ବ୍ରତ ପୂଜାର୍ଚ୍ଚନା କରିବା ସହ ସ୍ବତନ୍ତ୍ର ଭାବରେ ସାବିତ୍ରୀ ବ୍ରତ ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯକ୍ଷ୍ମାରୁଗୀ ଘଇସାନ ପାଏଲେ ସରକାରୀ ସାହାଯ୍‌

ବିନିକା,୨୬ା୪ (ଡି.ଏନ୍‌.ଏ):  ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁର ଘଇସାନ ସୁନା(୬୯)। ସେ ଗଲା ୬ ମାସ ହେଲା ଯକ୍ଷ୍ମା ରୋଗ୍‌ରେ ପୀଡ଼ିତ ଥିଲେ।...

କାଳବୈଶାଖୀରେ ଭାଙ୍ଗିଲା ଘର, ଗଛ

ପାଟଣା,୨୫।୪(ସ୍ବ.ପ୍ର.)-କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ଉପାନ୍ତ ଅଞ୍ଚଳ ମାଛଗଡ଼ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ ବର୍ଷା ପବନ ସାଙ୍ଗକୁ କୁଆ ପଥର ମାଡ଼ ଯୋଗୁ...

ସାପ୍ତାହିକ ହାଟରେ ମାକ୍ସ, ସାବୁନ ବଣ୍ଟନ

ବନ୍ତ, ୧୩।୪(ଡି.ଏନ.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସାରା ଦେଶକୁ ଲକଡାଉନ୍‌ କରିବା ସହ ସଚେତନ କରାଉଛନ୍ତି। ଏହି ପରିପେକ୍ଷୀରେ...

ଭଦ୍ରକରେ ବଢୁଛି ସ୍ଥାନୀୟ ସଂକ୍ରମଣ: ଆଜି ଚିହ୍ନଟ ହୋଇଛନ୍ତି ୬୬

ଭଦ୍ରକ ଅଫିସ,୨୪ା୮: ସୋମବାର ଭଦ୍ରକରୁ ୬୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୬୫ରେ ପହଞ୍ଚିଥିବା ଜିଲା ପ୍ରଶାସନ...

ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା

ବଇଣ୍ଡା,୫।୩(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ତାଣ୍ଡବ କରିଛି। ଗ୍ରାମର ୩ଟି ଚାଳଘର ଭାଙ୍ଗିବାସହ ଘର...

ଲକ୍‌ଡାଉନ କଟକଣାର ପ୍ରଭାବ: ଘରୋଇ ବସ୍‌ ମାଲିକ,କର୍ମଚାରୀ ହତାଶ

ଭବାନୀପାଟଣା,୨୮ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲାର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଗାଡି ମାଲିକ, ଡ୍ରାଇଭର, ହେଲପର, କଣ୍ଡକ୍ଟର ଏବଂ ଏହା ଉପରେ ନିର୍ଭର କରି ଚଳୁଥିବା ଅନ୍ୟାନ୍ୟ...

ଲକ୍‌ଡାଉନ୍‌କୁ ନେଇ ଗୁଜବ ପ୍ରଚାର କରି ଯୁବକ ଗିରଫ

ବାଲେଶ୍ୱର ଅଫିସ, ୩୧।୩-ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସବୁ ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ଏବଂ ବାଇକ୍‌ରେ ବାହାରେ ବୁଲୁଥିବା...

ସାଳନ୍ଦୀ ହସ୍‌ପିଟାଲରେ ମାଗଣା ଡାଏଲେସିସ୍‌ କେନ୍ଦ୍ରକୁ ଉଦ୍‌ଘାଟନ କଲେ ରାଜ୍ୟପାଳ

ଭଦ୍ରକ ଅଫିସ, ୨୧।୮- ଭଦ୍ରକ ଜିଲା ମୋଟେଲ ଛକ ନିକଟସ୍ଥ ସାଳନ୍ଦୀ ହସ୍ପିଟାଲ ପରିସରରେ ରୋଟାରୀ କ୍ଲବ ପକ୍ଷରୁ ମାଗଣା ଡାଏଲେସିିସ୍‌ କେନ୍ଦ୍ର ବୁଧବାର ଉଦ୍‌ଘାଟିତ...

Coronavirus Update

Archives

Model This Week

Why Dharitri