ଗଛ ଲଗାଇବା ବାଧ୍ୟତାମୂଳକ: ନ ହେଲେ ମିଳିବନି ଡିଗ୍ରୀ ସାର୍ଟିଫିକେଟ

ମାନିଲା, ୩୦।୫: ଫିଲିପାଇନ୍ସ ସରକାର ବିପର୍ଯ୍ୟସ୍ତ ପରିବେଶକୁ ସୁରକ୍ଷା ଦେବାକୁ ଅଣ୍ଟା ଭିଡ଼ିଛନ୍ତି। ଏହି ମର୍ମରେ ଦେଶରେ ନୂଆ ଆଇନ ପ୍ରଣୟନ କରାଯାଇଛି। ଛାତ୍ରୀଛାତ୍ର ୧୦ଟି ଗଛ ନ ଲଗାଇଲେ ସେମାନଙ୍କୁ ବିଶ୍ୱବିଦ୍ୟାଳୟ ଡିଗ୍ରୀ ସାର୍ଟିଫିକେଟ୍‌ ମିଳିବନି। ଇତିମଧ୍ୟରେ ଦେଶର ଜଙ୍ଗଲ ପରିମାଣ ୭୦ ପ୍ରତିଶତରୁ ୨୦ ପ୍ରତିଶତରେ ପହଞ୍ଚିଛି। ତେଣୁ ସରକାର ଆଗାମୀ ଦିନରେ ୫୨୫ ଶହ କୋଟି ଗଛ ଲଗାଇବାର ଯୋଜନା କରିଛନ୍ତି। ଏଠାରେ ପ୍ରତିବର୍ଷ ୫ ଲକ୍ଷ ଛାତ୍ରୀଛାତ୍ର ଗ୍ରାଜୁଏସନ୍‌ ଶେଷ କରିଥାନ୍ତି। ସେହିପରି ପ୍ରତିବର୍ଷ ଏକ କୋଟି ୭୫ ଲକ୍ଷ ଛାତ୍ରୀଛାତ୍ର ସ୍କୁଲ ତଥା କଲେଜ ଶିକ୍ଷା ଶେଷ କରିଥାନ୍ତି। ଏହି ଆଇନ ପ୍ରଣୟନ ପାଇଁ ଶାସକ ଦଳ ତଥା ବିପକ୍ଷ ପାର୍ଟିଙ୍କ ପକ୍ଷରୁ ସବୁଜ ସଙ୍କେତ ଦିଆଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ସୁରକ୍ଷା ପାଇଁ ଚାଇନା ବିପଦ, ଏହାର ମୁକାବିଲା ପାଇଁ ସରକାରଙ୍କ ପଦକ୍ଷେପ ପର୍ଯ୍ୟାପ୍ତ ନୁହେଁ: ସଂସଦୀୟ କମିଟି ରିପୋର୍ଟ

ଇଂଲଣ୍ଡ,୧୪।୭: ବ୍ରିଟେନର ସଂସଦୀୟ କମିଟି ଦେଶର ଜାତୀୟ ସୁରକ୍ଷାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ କରିଛି। ଏଥିରେ ଦର୍ଶାଯାଇଛି ଯେ ବ୍ରିଟେନର ଜାତୀୟ ସୁରକ୍ଷା...

ଅଷ୍ଟ୍ରେଲିଆରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ

ମେଲବୋର୍ନ,୧୨।୧: ଅଷ୍ଟ୍ରେଲିଆରେ ଏକ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ ହୋଇଛି। ଖଲିସ୍ତାନ ସମର୍ଥକମାନେ ମେଲବୋର୍ନରେ ଥିବା ଏହି ମନ୍ଦିର ଉପରେ ଆକ୍ରମଣ କରିଥିବା ଜଣାପଡିଛି। ଖଲିସ୍ତାନ...

ଚାଇନାରେ ବଢ଼ୁଛି ସଂକ୍ରମଣ

ବେଜିଂ,୧୯।୮: ଚାଇନାର ପଶ୍ଚିମ ଭାଗରେ ଥିବା ଜିନ୍‌ଜିଆଙ୍ଗ ପ୍ରଦେଶରେ କୋଭିଡ୍‌ ସଂକ୍ରମଣ ଦ୍ରୁତ ବୃଦ୍ଧି ପାଉଥିବାରୁ ସରକାର ସେଠାରେ ଲକ୍‌ଡାଉନ ଲାଗୁ କରିଛନ୍ତି। ଜିରୋ କୋଭିଡ୍‌...

ଇନ୍ଧନ ଟ୍ୟାଙ୍କର ବିସ୍ଫୋରଣ: ୧୯ ମୃତ

କାବୁଲ ,୧୮।୧୨: ଆଫଗାନିସ୍ତାନ ରାଜଧାନୀ କାବୁଲର ଉତ୍ତରରେ ଥିବା ସଲଙ୍ଗ ଟନେଲ୍‌ରେ ଏକ ଇନ୍ଧନ ଟ୍ୟାଙ୍କର ଶନିବାର ରାତିରେ ବିସ୍ଫୋରଣ ହେବାରୁ ୧୯ ଜଣଙ୍କ ମୃତ୍ୟୁ...

ଭାରତ ସହ କଥାହେବାକୁ ବ୍ୟଗ୍ର ହେଉଛି ପାକିସ୍ତାନ: ମୋଦିଙ୍କୁ ଚିଠି ଲେଖିଲେ ଇମ୍ରାନ

ଇସଲାମାବାଦ,୮।୬: ସୁଧୁରିନି ପାକିସ୍ତାନ। ଗୋଟିଏ ପଟେ ସୀମାରେ ଲଗାତାର ଭାବେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ବେଳେ ଅନ୍ୟପଟେ ଭାରତ ସହ ଆଲୋଚନା ପାଇଁ...

ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଆମେରିକାରେ ଗୁଳିକାଣ୍ଡ..

ଓ୍ବାଶିଂଟନ,୩।୭ : ଆମେରିକାରେ ଏବେ ଗୁଳିକାଣ୍ଡ ସାଧାରଣ ଘଟଣା ପାଲଟିଛି। ଜୁଲାଇ ୪ରେ ଆମେରିକାରେ ସ୍ବାଧୀନତା ଦିବସ ପାଳନ କରାଯିବ। ଏହାର ଗୋଟିଏ ଦିନ ପୂର୍ବରୁ...

ପାକିସ୍ତାନର ବଲୁଚିସ୍ତାନରେ ହଠାତ୍ ଆସିଲା ବନ୍ୟା, ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ

କ୍ୱେଟା,୧୯ ।୩: ପାକିସ୍ତାନର ବଲୁଚିସ୍ତାନ ଅଞ୍ଚଳରେ ମୂଷଳ ଧାରାରେ ବର୍ଷା ପରେ ଆସିଥିବା ବନ୍ୟାରେ ଶନିବାର ଏକ ଗାଡି ଭାସିଯିବା ଫଳରେ ଗୋଟିଏ ପରିବାରର ୮...

ସପ୍ତାହରେ ୩ ଦିନ ଛୁଟି ପ୍ରସ୍ତାବ ଆଣିଲେ ଫିନ୍‌ଲାଣ୍ଡ ପ୍ରଧାନମନ୍ତ୍ରୀ

ଯଦି ସପ୍ତାହକୁ ୪ ଦିନ ଓ ପ୍ରତିଦିନ ମାତ୍ର ୬ ଘଣ୍ଟା କାମ କରିବାକୁ ପଡ଼େ ତେବେ କେହି ଏଭଳି ଚାକିରିକୁ ହାତଛଡା କରିବାକୁ ଚାହିଁବେନି।...

Advertisement
Archives

Model This Week