ଗଜପତିଙ୍କ ମନ୍ତବ୍ୟକୁ କଂଗ୍ରେସର ନିନ୍ଦା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ପୁରୀ ଗଜପତି ମହାରାଜାଙ୍କ ପ୍ରତି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ଭାରତ ବର୍ଷର ସମସ୍ତ ଜନସାଧାରଣଙ୍କ ସମ୍ମାନ ରହିଛି। ତାଙ୍କ ସ୍ଥାନ ସ୍ବତନ୍ତ୍ର ଏବଂ ବହୁ ଉଚ୍ଚରେ ବୋଲି ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି। ମାତ୍ର ପୁରୀର ବିକାଶ କେବଳ ନବୀନ ପଟ୍ଟନାୟକ ସରକାର କରିଛି ଏବଂ ଜାନକୀ ପଟ୍ଟନାୟକ ସରକାର କରିନାହାନ୍ତି ବୋଲି ଗଜପତି ମହାରାଜା ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହା ନିନ୍ଦନୀୟ। ରାଉତରାୟ ଏଠାରେ ଉଲ୍ଲେଖ କରିଛନ୍ତି ଯେ, ଜାନକୀ ପଟ୍ଟନାୟକ ସରକାର ସମୟରେ ପୁରୀର ବଡ଼ଦାଣ୍ଡ ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ କରାଯିବା ସହ ଗମନାଗମନର ସୁବିଧା ପାଇଁ ବସଷ୍ଟାଣ୍ଡ ଓ ନୂତନ ବସ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ଜଳ ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ଓ ବିଦ୍ୟୁତ ଲାଇଟ ବ୍ୟବସ୍ଥା କରାଯାଇଥିଲା। ସେହିପରି ପୁରୀରୁ କୋଣାର୍କ ପର୍ଯ୍ୟନ୍ତ ସୁନ୍ଦର ମେରାଇନ୍‌ ରାସ୍ତା ମଧ୍ୟ ହୋଇଥିଲା। ନବୀନ ସରକାର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ କେତେଗୁଡ଼ିଏ ମଠ ଭାଙ୍ଗିବା, କିଛି ରାସ୍ତା ନିର୍ମାଣ ଛଡ଼ା ଆଉ କିଛି କରିନାହାନ୍ତିବୋଲି ସୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା’ମାନଙ୍କଠାରେ ନେତୃତ୍ୱର ଚମକ ରହିଛି’

ଭୁବନେଶ୍ୱର, ୯।୩ (ବ୍ୟୁରୋ): ମା’ ମାନେ ହେଉଛନ୍ତି ଜନ୍ମରୁ ନେତା। ଯିଏ ଘର ଓ ପିଲାଙ୍କ ଦାୟିତ୍ୱ ଠିକ୍‌ ଭାବେ ନେଇପାରୁଛି, ଦେଶ ଓ ସମାଜର...

କ୍ରାଇମ୍‌ବ୍ରାଞ୍ଚ ହାତରେ ରହସ୍ୟମୟୀଙ୍କ ଫଟୋ

କଟକ ଅଫିସ,୩୦ା୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ଗୁପ୍ତତଥ୍ୟ ମାମଲାରେ ସନ୍ଦିଗ୍ଧ ମହିଳାଙ୍କ ଫଟୋ କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଛି। ରହସ୍ୟମୟୀଙ୍କ...

ଏହି ଜିଲାକୁ ଫେରିଲା ନାଇଟ୍‌ କର୍ଫ୍ୟୁ

ନବରଙ୍ଗପୁର,୨୪।୩: ମାଲକାନଗିରି ଜିଲା ପରେ ରାଜ୍ୟର ନବରଙ୍ଗପୁରର ଜିଲାରେ ଗୁରୁବାରଠାରୁ ନାଇଟ କର୍ଫ୍ୟୁ ଲାଗୁ କରାଯିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ...

ଅର୍ଥନୀତିକୁ ଭାକ୍ସିନ୍‌ ଲୋଡ଼ା

ଭୁବନେଶ୍ୱର,୧।୨ (ବ୍ୟୁରୋ): କରୋନା ମହାମାରୀ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାକୁ କବଳିତ କରି ରଖିଛି। ଏହା ଯୋଗୁ ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଭାରତର...

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଜନିତ ଶନିବାର ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ମୃତକଙ୍କ...

ବିପଦ ସାଜିଲା ବ୍ଲୁ ଫ୍ଲାଗ୍‌ ବିଚ୍‌

ପୁରୀ ଅଫିସ,୨୯।୧୦: ବ୍ଲୁ ଫ୍ଲାଗ ବିଚ୍‌ ବାଥିଂ ଜୋନ୍‌ରେ ଗାଧୋଉଥିବାବେଳେ ବୁଡ଼ିଯାଇଥିବା ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ୍‌ ହାଉସ୍‌ ପଛ...

ସୂଚନା କେନ୍ଦ୍ରକୁ ଯୋଡ଼ିଲା ହ୍ବାଟ୍‌ସ ଆପ୍‌ ଗ୍ରୁପ୍‌: ହଜିଲା ଲୋକଙ୍କ ସୂଚନା ପାଇଲେ ପରିଜନ

ପୁରୀ ଅଫିସ,୧୪।୭: ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବା ଲାଗି ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ପୁରୀକୁ ଆସିଥାନ୍ତି। ରଥଯାତ୍ରାଠୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ଗହଳି ଚହଳି ଲାଗିଥାଏ।...

୫ ବର୍ଷ ପରେ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ଗିରଫ

କଟକ ଅଫିସ,୨୩ା୮: କୁଖ୍ୟାତ ଅପରାଧୀ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ପ୍ରଦୀପ କୁମାର ସାହୁ (ଦିଲୁ)ଙ୍କୁ ଗିରଫ କରାଯାଇଛି। କଟକ ଅର୍ବାନ ପୋଲିସ ତାଙ୍କୁ ଆଜି...

Advertisement


Archives

Model This Week