ଗଜପତି ମହାରାଜାଙ୍କ ଭ୍ରମଣ ପୁସ୍ତକ ‘ମାଜେଷ୍ଟିକ୍‌ ମାରା’କୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଭ୍ରମଣ ପୁସ୍ତକକୁ ଉନ୍ମୋଚନ କରିଛନ୍ତି। କେନିଆର ମଶାଇ ମାରା ଅଭୟାରଣ୍ୟର ଭ୍ରମଣ ଅନୁଭୂତିକୁ ନେଇ ପୁସ୍ତକର ଶୀର୍ଷକ ‘ମାଜେଷ୍ଟିକ୍‌ ମାରା’ ରଖାଯାଇଛି। ଉନ୍ମୋଚନ ସମୟରେ କେନିଆ ଜାତୀୟ ଆସେମ୍ବ୍ଲିର ଉପବାଚସ୍ପତି ମୋଜେସ୍‌ ଚେବୋଇ ଓ ଭାରତରେ କେନିଆର ରାଷ୍ଟ୍ରଦୂତ ଓ୍ବିଲି ବେଟ୍‌ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ପୁସ୍ତକଟିରେ ଗଜପତିଙ୍କ ପରିଦର୍ଶନ ସମୟର ଅନେକ ତଥ୍ୟ ଏବଂ ଚିତ୍ର ସମ୍ବଳିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୬ରେ ରାଜଧାନୀର ଅନେକ ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି…

ମ୍ୟାଚ ଜିତିବା ପରେ ଶୁବମନଙ୍କ ପାଇଁ କୋହଲି କଲେ ଏମିତି କିଛି, ଜିତିନେଲେ ସମସ୍ତଙ୍କ ମନ; ଭାଇରାଲ ଭିଡିଓ ଦେଖିଲେ…

ବର୍ମିଂହାମ,୧୫।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ ଭାରତୀୟ ଦଳର ଚମତ୍କାର ବିଜୟ ପରେ, ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏକ ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ…

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ…

ସମ୍ପର୍କରେ କଳଙ୍କ: ଦୁଇ ନାବାଳିକା ଝିଅଙ୍କୁ ଭୟଭୀତ କରି ବଳାତ୍କାର କରୁଥିଲେ ବାପା; ମା’ ଜାଣିବା ପରେ…

ବସ୍ତି,୧୫।୭: ଉତ୍ତର ପ୍ରଦେଶର ବସ୍ତି ଜିଲା କଲୱାରୀ ଥାନା ଅଞ୍ଚଳରୁ ଏକ ଅତି ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ପିତା ନିଜର ଦୁଇ ନାବାଳିକା ଝିଅଙ୍କ…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri