ଗଞ୍ଜମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଅନ୍‌ଲାଇନ୍‌ରେ ୧୪ ଦିନିଆ ମାଗଣା ଡ୍ରଇଂ, ଫଟୋଶପ୍‌ ଶିକ୍ଷା

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଓ ପ୍ରତ୍ୟହ ୧୯ଘଣ୍ଟା ସଟ୍‌ଡାଉନ୍‌ ଜାରି ରହିଛି। ସମସ୍ତେ ଘରେ ଅଛନ୍ତି। ବୋରିଂରୁ ମୁକ୍ତି ପାଇବା ସହ ଶିକ୍ଷା ଗ୍ରହଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଅଭିନବ ପଦକ୍ଷେପ ଗ୍ରହଣ କରିଛି। ଏକ୍ସଜେନ୍‌ ସହ ମିଶି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅନଲାଇନରେ ସ୍କେଚିଙ୍ଗ, ଡ୍ରଇଂ ଓ ଫୋଟୋଶପ୍‌ ଶିକ୍ଷା ପ୍ରଦାନର ବ୍ୟବସ୍ଥା କରାଯାଇଛି। ୧୪ ଦିନିଆ ଏହି ମାଗଣା ସାର୍ଟିଫିକେଟ କୋର୍ସ ଚଳିତମାସ ୧୮ରୁ ଆରମ୍ଭ ହୋଇ ମେ ୧ ପର୍ଯ୍ୟନ୍ତ ଚାଲିବ ବୋଲି ଗଞ୍ଜାମ ଜଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ହାତ ଧୋଇଲେ ଦୂରେଇବ କରୋନା!

ଓ୍ବାଶିଂଟନ,୨୩।୩: କରୋନା ଭାଇରସ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ କିଛିଦିନ ତଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଥିଲା ବାରମ୍ବାର ହାତ ଧୋଇଲେ...

ଇ-ରିକ୍ସା ଚାଳକଙ୍କୁ ମିଳିବ ୫୦୦୦ ଟଙ୍କା କରୋନା ସହାୟତା

ନୂଆଦିଲ୍ଲୀ,୪।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ବହୁ ଲୋକ...

ବୋହୂକୁ ଖାଇବାକୁ ଦେଉ ନାହାନ୍ତି ଶାଶୁ ଘର ଲୋକେ

ବ୍ରହ୍ମପୁର ଅଫିସ,୧୧ା୩: ବ୍ରହ୍ମପୁରର ଜଣେ ଡାକ୍ତର ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ତୁଟୁ ନାହିଁ। ଗୁରୁବାର ପୁଣି ବ୍ରହ୍ମପୁର ସ୍ଥିତ ଶାଶୁଘର ସମ୍ମୁଖରେ ଗଣ୍ଡଗୋଳ...

CORONAVIRUS UPDATE: ନୟାଗଡ଼ ଜିଲାକୁ ଡେଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୮୯

ଭୁବନେଶ୍ୱର,୯।୫(ବ୍ୟୁରୋ)- ନୟାଗଡ଼ ଜିଲାକୁ ଡେଇଁଛି କରୋନା। ଶନିବାର ଜିଲାର ପ୍ରଥମ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯ରେ...

ସିମେଣ୍ଟ ଟ୍ରକ ଓଲଟି ଡ୍ରାଇଭର ମୃତ

ଖଲ୍ଲିକୋଟ,୧୮ା୧(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ହରିଡ଼ାମୂଳ ଘାଟିରେ ଶନିବାର ଏକ ସିମେଣ୍ଟ ବୋଝେଇ ଟ୍ରକ ଓଲଟି ପଡ଼ିବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଟ୍ରକ...

ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

କୋରାପୁଟ, ୬ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଶନିବାର ମେଡିକାଲରେ ବହୁ...

୨୪ ଘଣ୍ଟାରେ ୭୯୬ ନୂଆ କରୋନା ରୋଗୀ, ୩୫ ମୃତ

ନୂଆଦିଲ୍ଲୀ,୧୩।୪: ଭାରତରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ କରୋନା ଭାଇରସ୍‌ର ୭୯୬ ନୂଆ ମାମଲା ସାମ୍ନାକୁ...

୩୦୫୪.୬୯ କୋଟି ଋଣ ଯୋଗାଣ ଲକ୍ଷ୍ୟ

ବାରିପଦା ଅଫିସ,୨୦ା୬- ମୟୂରଭଞ୍ଜ ଜିଲା ଅଗ୍ରଣୀ ବ୍ୟାଙ୍କ୍‌ ତରଫରୁ ୧୭୬ତମ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସ୍ବଧା ଦେବୀ...

Advertisement

BGU

Archives

Model This Week

Why Dharitri