ଗଞ୍ଜମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଅନ୍‌ଲାଇନ୍‌ରେ ୧୪ ଦିନିଆ ମାଗଣା ଡ୍ରଇଂ, ଫଟୋଶପ୍‌ ଶିକ୍ଷା

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଓ ପ୍ରତ୍ୟହ ୧୯ଘଣ୍ଟା ସଟ୍‌ଡାଉନ୍‌ ଜାରି ରହିଛି। ସମସ୍ତେ ଘରେ ଅଛନ୍ତି। ବୋରିଂରୁ ମୁକ୍ତି ପାଇବା ସହ ଶିକ୍ଷା ଗ୍ରହଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଅଭିନବ ପଦକ୍ଷେପ ଗ୍ରହଣ କରିଛି। ଏକ୍ସଜେନ୍‌ ସହ ମିଶି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅନଲାଇନରେ ସ୍କେଚିଙ୍ଗ, ଡ୍ରଇଂ ଓ ଫୋଟୋଶପ୍‌ ଶିକ୍ଷା ପ୍ରଦାନର ବ୍ୟବସ୍ଥା କରାଯାଇଛି। ୧୪ ଦିନିଆ ଏହି ମାଗଣା ସାର୍ଟିଫିକେଟ କୋର୍ସ ଚଳିତମାସ ୧୮ରୁ ଆରମ୍ଭ ହୋଇ ମେ ୧ ପର୍ଯ୍ୟନ୍ତ ଚାଲିବ ବୋଲି ଗଞ୍ଜାମ ଜଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବି.ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଜି.ସୂର୍ଯ୍ୟ ରେଡ୍ଡୀଙ୍କ ଧାନଗଦାରେ କେହି ଦୁର୍ବୃତ୍ତ ନିଆଁ...

ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...

ଖରିଫ ଧାନକିଣାରେ ହେରଫେର: ଚାଷୀଙ୍କ ୬ କୋଟି ଟଙ୍କା ଆତ୍ମସାତ୍‌

ଖୋର୍ଦ୍ଧା ଅଫିସ,୧୫ା୯: ୨୦୨୧-୨୨ ବର୍ଷ ଲାଗି ଖରିଫ ଧାନକିଣାର ଶେଷ ଦିବସ ମାର୍ଚ୍ଚ ୩୧ତାରିଖ ରହିଥିଲା। ଏହାର ୬ଦିନ ପୂର୍ବରୁ ଅର୍ଥାତ ମାର୍ଚ୍ଚ ୨୫ରେ ପ୍ରଶାସନ...

କରୋନା ନେଇ ସରପଞ୍ଚଙ୍କ ସହ ଆଲୋଚନା କଲେ ଗଞ୍ଜାମ ଜ଼ିଲ୍ଲାପାଳ

ଛତ୍ରପୁର, ୧୫।୬(ଡି.ଏନ.ଏ.)-ଗଞ୍ଜାମ ଜ଼ିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପର୍ଯ୍ୟନ୍ତ ୬ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି। ସୋମବାର କରୋନା ନେଇ ଗଞ୍ଜାମ ଜିଲାର...

୨୫ ପର୍ଯ୍ୟଟକଙ୍କୁ ଛାଡ଼ି ମଦ୍ୟପ ଡ୍ରାଇଭର ଫେରାର

ଗୋପ,୨୨।୨(ଡି.ଏନ.ଏ.): ଚେନ୍ନାଇରୁ ପୁରୀ-କୋଣାର୍କ ବୁଲି ଆସିଥିବା ୨୫ଜଣ ପର୍ଯ୍ୟଟକଙ୍କୁ ମଦ୍ୟପ ଡ୍ରାଇଭର ଗୋପ-କୋଣାର୍କ ରାସ୍ତାର ବାଲିସାହି ନିକଟରେ ଛାଡ଼ିଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ...

ମା’ମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବ; ମହିଳାମାନଙ୍କୁ ଗ୍ୟାସ ବଣ୍ଟନ

ନୂଆପଡା ଅଫିସ,୧୫ା୮: ମାତୃଶକ୍ତି ମହାନ ଶକ୍ତି । ମା’ମାନେ ସଶକ୍ତ ହେଲେ ଦେଶ ଆଗକୁ ଯିବ ବୋଲି ମତପ୍ରକାଶ ପାଇଛି । ସ୍ଥାନୀୟ ସାରାବଙ୍ଗ ଗ୍ରାମପଞ୍ଚାୟତ...

ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଖଜୁରିପଡା,୨୯ା୬(ଡି.ଏନ୍‌.ଏ.): ଖଜୁରିପଡା ବ୍ଲକ ଢାଡମେରୁ ଗ୍ରାମଛକ ୧୫୭ନଂ. ଜାତୀୟ ରାଜପଥ ନିକଟରେ ଶନିବାର ସକାଳେ ସଡକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁଡ୍ରୁକୁମ୍ପା...

ସୁସ୍ଥ ହୋଇ ଘରକୁ ଫେରିଲେ ବରଗଡ଼ର ପ୍ରଥମ କରୋନା ଆକ୍ରାନ୍ତ: ସ୍ବାଗତ କଲା ପଶ୍ଚିମ ଓଡ଼ିଶା ଯୁବାମଞ୍ଚ

ବରଗଡ଼ ଅଫିସ,୯।୬: ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୧୪ ମାଷ୍ଟରଟିକ୍ରା ବାସିନ୍ଦା ତଥା ବମ୍ବେ ଫେରନ୍ତା ଜଣେ ମହିଳା ଜିଲାର ପ୍ରଥମ କରୋନା (କୋଭିଡ-୧୯)...

Advertisement
Archives

Model This Week