ଗଞ୍ଜାମକୁ ଡରାଉଛି କରୋନା ମୃତ୍ୟୁ: ପୁଣି ଗଲା ୨ ଯୁବକଙ୍କ ଜୀବନ

ଛତ୍ରପୁର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଗଞ୍ଜାମ ଗ୍ରୀନ ଜୋନ୍‌ରେ ରହିଛି ଅପରପକ୍ଷରେ କରୋନା ଜନିତ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ପୁଣି ଜିଲାର ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଉଭୟ ଯୁବକଙ୍କ ବୟସ ୩୨ ଆଉ ୩୩ ବର୍ଷ। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୪୬ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ୍‌ ୨୯୫ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ଜିଲାରେ ଆଉ ୭୩ ଜଣ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଦାରିଙ୍ଗବାଡ଼ି ବେହାଲ : ତହସିଲଦାର, ବିଡିଓଙ୍କ ଘଟଣାସ୍ଥଳ ପରିଦର୍ଶନ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ...

ସଡ଼କ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ଖଣ୍ଡପଡ଼ା,୨୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମ ନିକଟ ମୁଖ୍ୟ ରାସ୍ତା ଭାନୁମତି ମନ୍ଦିର ପାର୍ଶ୍ୱ ବୁଲାଣିଠାରେ ବୁଧବାର ବିଳମ୍ବିତ...

ମିଶନ ‘ଗଗନଯାନ’ ପାଇଁ ମନୋନୀତ ହେଲେ ବଲାଙ୍ଗୀରର ଓ୍ବିଙ୍ଗ୍‌ସ କମାଣ୍ଡର ନିଖିଲ ରଥ

ବଲାଙ୍ଗୀର ଅଫିସ,୮ା୮: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ‘ଗଗନଯାନ’ ପାଇଁ ବଲାଙ୍ଗୀରର ସୁପୁତ୍ର ଓ୍ବିଙ୍ଗସ୍‌ କମାଣ୍ଡର ନିଖିଲ ରଥ ମନୋନୀତ ହୋଇଥିବା...

କଟକଣା ମାନୁନାହାନ୍ତି ଲୋକେ, ବ୍ୟାଙ୍କରେ ଭିଡ଼

ଆଠମଲ୍ଲିକ/ବନ୍ତଳା, ୩୦ା୩(ଡି.ଏନ.ଏ.)- କରୋନା ସଂକ୍ରମଣ ରୋକିବାକୁ ଜାରି ହୋଇଥିବା କଟକଣା ନ ମାନି ସୋମବାର ଅନୁଗୋଳ ଜିଲାର ବିଭିନ୍ନ ବ୍ୟାଙ୍କର ଲୋକେ ଗହଳି ଜମାଇଥିବା ଦେଖତ୍ବାକୁ...

ରାସ୍ତାକଡ଼ରୁ ଛାତ୍ରୀଙ୍କ ମୃତଦେହ ଜବତ

ରସୁଲପୁର/ବାରିପଦା ଅଫିସ,୨୭ା୧: ଯାଜପୁର ଜିଲା ରସୁଲପୁର ବ୍ଲକ ମୂଳାପାଳ ଛକ ନିକଟସ୍ଥ ରାଜେନ୍ଦ୍ରପୁର-ଦିଆଲଖଣ୍ଡି ଗ୍ରାମରାସ୍ତା ପାର୍ଶ୍ୱରୁ ବୁଧବାର କୁଆଖିଆ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର...

ଦାଦନ ଖଟିବାକୁ ଯାଇ ବିଦେଶରେ ଶ୍ରମିକ ମୃତ

ମହାକାଳପଡା, ୧୭ା୯(ଡି.ଏନ.ଏ.): ଅଭାବୀ ପରିବାର ମୁହଁରେ ଦାନା ଗଣ୍ଡେ ଦେବା ପାଇଁ ଦାଦନ ଖଟିବାକୁ ପୁଅ ଶ୍ରୀଲଙ୍କା ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଏଭଳି...

ଜୁଲାଇ ତୃତୀୟ ସପ୍ତାହରୁ ଗଞ୍ଜାମ ଜିଲାରେ କମୁଛନ୍ତି ଆକ୍ରାନ୍ତ

ଛତ୍ରପୁର,୧୦ା୮(ଡି.ଏନ.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ନେଇ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ଗ୍ରାଫ୍‌ ଓ ତଥ୍ୟ ମାଧ୍ୟମରେ ରବିବାର ସୂଚନା...

ଭାଙ୍ଗିଦେଇ ଭୁଲିଗଲା ବିଏମ୍‌ସି

ବ୍ରହ୍ମପୁର ଅଫିସ୍‌,୨୫ା୧୦- ବ୍ରହ୍ମପୁର ମହାନଗର ନିଗମର ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ସହରବାସୀ କେମିତି ହନ୍ତସନ୍ତ ହେଉଛନ୍ତି, ତାର ଏକ ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଜଗବନ୍ଧୁ...

Advertisement
Archives

Model This Week