ଗଞ୍ଜାମପ୍ରଶାସନର ଅଭିନବ ପଦକ୍ଷେପ: ଭିଡିଓ କଲ୍‌ରେ କ୍ୟାରିୟର ନେଇ ପରାମର୍ଶ ଦେବେ ଏକ୍ସପର୍ଟ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସମସ୍ତେ ଘରେ ଅଛନ୍ତି। ତେବେ ଅନେକ ଘରେ ବସି ବୋର୍‌ ହେଉଛନ୍ତି। ଏଥିରୁ ମୁକ୍ତି ପାଇଁ ଗଞ୍ଜାମ ଜିଲାପ୍ରଶାସନ ଅଭିନବ ପଦକ୍ଷେପ ନେଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉଦ୍ୟମକ୍ରମେ ଏଣିକି କ୍ୟାରିୟର ସମ୍ପର୍କରେ ଗଞ୍ଜାମ ଜିଲାର ୧୧ ଜଣ ଏକ୍ସପର୍ଟ ସୂଚନା ଦେବେ। ଏମାନଙ୍କୁ ସନ୍ଧ୍ୟା ୫ ଟାରୁ ରାତି ୮ଟା ପର୍ଯ୍ୟନ୍ତ ଉଭୟ ଭିଡିଓ ଓ ଭଏସ୍‌ କଲ କରି ୟୁପିଏସ୍‌ସି, ଓପିଏସ୍‌ସି, ଆର୍ମି, ମ୍ୟାନେଜମେଣ୍ଟ, କମ୍ପ୍ୟୁଟର, ଇଞ୍ଜିନିୟରିଂ, ମେଡ଼ିସିନ, ଆର୍କିଟେକ୍ଚର ଆଦିରେ କ୍ୟାରିୟର ସମ୍ଭନ୍ଧୀୟ ପ୍ରଶ୍ନ ଗଞ୍ଜାମ ଜିଲାର ଜନସାଧାରଣ ପଚାରିପାରିବେ। ଉକ୍ତ ଏକ୍ସପର୍ଟଙ୍କ ମଧ୍ୟରେ ପ୍ରୋବେଶନ ଆଇଏଏସ୍‌ ଅଫିସର ଭି. କିର୍ଥତ୍ ଭାଶନ, ଓଏଏସ୍‌ ଅଫିସର ତଥା କୁକୁଡାଖଣ୍ଡି ତହସିଲଦାର ଡକ୍ଟର ଇପ୍‌ସିତା ପ୍ରିୟଦର୍ଶନୀ ମିଶ୍ର, ଡାକ୍ତର ସୁନୀଲ କୋଟା ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

Iran Protests: ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି ଇରାନ! ୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୧ବିଶ୍ୱର ବିଭିନ୍ନ ଦେଶ ନୂତନ ବର୍ଷ ପାଳନ କରୁଥିବା ବେଳେ, ଇରାନ ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି । ଆର୍ଥିକ ସଙ୍କଟ ବିରୋଧରେ ଆରମ୍ଭ ହୋଇଥିବା ବିକ୍ଷୋଭ...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri