ଗଞ୍ଜାମରୁ ଉଠିଲା ୧୪୪ ଧାରା: କୋଭିଡ-୧୯ ନିର୍ଦ୍ଦେଶନାମା ବଳବତ୍ତର

ଛତ୍ରପୁର, ୧୯।୩(ଡି.ଏନ୍‌.ଏ.)-କରୋନା ଭୟାବହତା ନେଇ ଗତ ୧୫ ତାରିଖରେ ଗଞ୍ଜାମ ଜ଼ିଲାରେ ଲାଗୁ ହୋଇଥିବା ୧୪୪ ଧାରାକୁ ବୁଧବାର ଜ଼ିଲାପାଳ ଉଠାଇ ଦେଇଛନ୍ତି। ଅପରପକ୍ଷେ କୋଭିଡ-୧୯ ରେଗୁଲସନ ୨୦୨୦ ଏବେ ବି ଜ଼ିଲାରେ ବଳବତ୍ତର ରହିଛି। ଏହାଫଳରେ ସାମାଜିକ କାର୍ଯ୍ୟକ୍ରମ, ସଭାସମିତି ଓ ମିଳାମିଶା ଉପରେ କଟକଣା ପୂର୍ବବତ ରହିଛି। ତାରାତାରିଣୀ ଚୈତ୍ର ଯାତ୍ରାରେ ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ପକ୍ଷରୁ ୧୪୪ ଧାରା ଲାଗୁ ହୋଇଥିଲା। ଫଳରେ ଲୋକମାନେ ଯାତ୍ରାରେ ସାମିଲ ହୋଇ ନ ଥିଲେ। ତେବେ ଏହା ଉଠିବା ପରେ ଜିଲାରେ ଥିବା କେବଳ ଔଷଧ, ପନିପରିବା ଓ ତେଜରାତି ଦୋକାନ ବ୍ୟତୀତ ଅନ୍ୟ ସବୁ ଦୋକାନ ବନ୍ଦ ରହିଛି। ଏପରିକି ଦଣ୍ଡ ଯାତ୍ରା ହେବନି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଟେରାଙ୍କୁ କାବୁ କରି ନିର୍ଧୁମ୍‌ ମାଡ଼: ୨ ଗିରଫ, ବାଇକ୍‌ ଜବତ

ରୂପ୍‌ସା, ୧୬।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଆଙ୍କୋ ମାର୍କେଟ୍‌ ଛକରେ ଶନିବାର ସ୍ଥାନୀୟ ଲୋକେ ୨ଜଣ ଲୁଟେରାଙ୍କୁ କାବୁ କରି ନିର୍ଧୁମ ମାଡ଼ ମାରିଛନ୍ତି।...

ଘରେ ଘରେ ଔଷଧ ପହଞ୍ଚାଉଛି ପୋଲିସ

ଆରଡି, ୧୧ା୪(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ଭଦ୍ରକ ଜିଲା ଆରଡି ଫାଣ୍ଡିର କର୍ମଚାରୀମାନେ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଆଦି ପଞ୍ଚାୟତର ୨୩ଖଣ୍ଡ ଗାଁରେ ଔଷଧ ପହଞ୍ଚାଉଛନ୍ତି। ସୂଚନା...

ଝାଟିପିଟିଆ ଗ୍ରାମରେ ଦିଗପହଣ୍ଡି ପୋଲିସର ଚଢ଼ାଉ: ଦେଶୀ ମଦ ଜବତ, ଜଣେ ଗିରଫ

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଝାଟିପିଟିଆ ଗ୍ରାମରେ ବେଆଇନ ଭାବେ ମଦ ବିକ୍ରି କରାଯାଉଥିବା ଅଭିଯୋଗରେ ଶନିବାର ଜଣଙ୍କୁ ଗିରଫ କରି କୋର୍ଟ...

ନୂଅଁ।ଖାଇ, ସହର ବଜାର ଚଳଚଞ୍ଚଳ ସବୁସ୍ତରରେ ପ୍ରସ୍ତୁତି ଶେଷ

ନୂଆପଡା ଅଫିସ,୨ା୯ ପୂର୍ବବର୍ଷ ଭଳି ଭାଦ୍ରବ ମାସ ପଞ୍ଚମୀ ତିଥିରେ ସମଗ୍ର ପଶ୍ଚିମ ଓଡିଶାରେ ନୂଆଖାଇ ପାଇଁ ଦିନ ଧାର୍ଯ୍ୟ ହୋଇଛି । ଏଥିପାଇଁ ସବୁଠି...

ଉଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୬।୬- ଉଲିବୁରୁ ଖଣି ଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଶୁକ୍ରବାର ହାଇକୋର୍ଟରୁ ଜାମିନ ମିଳିଛି। ତାଙ୍କ ଆବେଦନର ଶୁଣାଣି କରି ବିଚାରପତି...

ମାର୍ଚ୍ଚ ପହିଲାରୁ ମୋଟରଯାନ ଆଇନ କଡ଼ାକଡ଼ି: ଟ୍ରାଫିକ ନିୟମ ଭଙ୍ଗ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୯।୨(ଡି.ଏନ୍‌.ଏ.): ମାର୍ଚ୍ଚ ପହିଲା ଅର୍ଥାତ୍‌ ରବିବାରଠାରୁ ସରକାର କଡ଼ାକଡ଼ି ଭାବେ ମୋଟରଯାନ ଆଇନ ପାଳନ କରୁଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମଧ୍ୟ ଏହି ନିୟମକୁ...

ସ୍କୁଟିକୁ ପଛରୁ ଧକ୍କାଦେଲା ଟ୍ରକ୍‌

ବଅଁରପାଳ,୬।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୫୫ନମ୍ବର ଜାତୀୟ ରାଜପଥ କାଣ୍ଡସର ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ଧକ୍କାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଛନ୍ତି। ତେବେ ଗୁରୁତରଙ୍କ...

କାଳିଆ ଯୋଜନା: ଜିଲାରେ ୧୭, ୮୮୨ ହିତାଧିକାରୀ ଅଯୋଗ୍ୟ

ଭଦ୍ରକ ଅଫିସ, ୨୪।୮- କାଳିଆ ଯୋଜନାରେ ଟଙ୍କା ପାଇବା ପାଇଁ ସାଧାରଣ ନିର୍ବାଚନ ପୂର୍ବରୁ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ସତେ ଯେପରି ଏକପ୍ରକାର...

Play 250+ Trending Games
Archives

Model This Week

Why Dharitri