ଗଞ୍ଜାମରୁ ଉଠିଲା ୧୪୪ ଧାରା: କୋଭିଡ-୧୯ ନିର୍ଦ୍ଦେଶନାମା ବଳବତ୍ତର

ଛତ୍ରପୁର, ୧୯।୩(ଡି.ଏନ୍‌.ଏ.)-କରୋନା ଭୟାବହତା ନେଇ ଗତ ୧୫ ତାରିଖରେ ଗଞ୍ଜାମ ଜ଼ିଲାରେ ଲାଗୁ ହୋଇଥିବା ୧୪୪ ଧାରାକୁ ବୁଧବାର ଜ଼ିଲାପାଳ ଉଠାଇ ଦେଇଛନ୍ତି। ଅପରପକ୍ଷେ କୋଭିଡ-୧୯ ରେଗୁଲସନ ୨୦୨୦ ଏବେ ବି ଜ଼ିଲାରେ ବଳବତ୍ତର ରହିଛି। ଏହାଫଳରେ ସାମାଜିକ କାର୍ଯ୍ୟକ୍ରମ, ସଭାସମିତି ଓ ମିଳାମିଶା ଉପରେ କଟକଣା ପୂର୍ବବତ ରହିଛି। ତାରାତାରିଣୀ ଚୈତ୍ର ଯାତ୍ରାରେ ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ପକ୍ଷରୁ ୧୪୪ ଧାରା ଲାଗୁ ହୋଇଥିଲା। ଫଳରେ ଲୋକମାନେ ଯାତ୍ରାରେ ସାମିଲ ହୋଇ ନ ଥିଲେ। ତେବେ ଏହା ଉଠିବା ପରେ ଜିଲାରେ ଥିବା କେବଳ ଔଷଧ, ପନିପରିବା ଓ ତେଜରାତି ଦୋକାନ ବ୍ୟତୀତ ଅନ୍ୟ ସବୁ ଦୋକାନ ବନ୍ଦ ରହିଛି। ଏପରିକି ଦଣ୍ଡ ଯାତ୍ରା ହେବନି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନରେ ମିଳିବ ଅଗ୍ନି ନିରାପତ୍ତା ସାର୍ଟିଫିକେଟ

ଭୁବନେଶ୍ୱର,୧।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ‘ଓଡ଼ିଶା ଅଗ୍ନିଶମ ସେବା ଓ୍ବେବ୍‌ ପୋର୍ଟାଲ’କୁ ଲୋକାର୍ପିତ କରିଛନ୍ତି। ଏହା ମାଧ୍ୟମରେ ସବୁ କୋଠା...

ସହରରେ କେନ୍ଦ୍ରମନ୍ତ୍ରୀଙ୍କ ନିଖୋଜ ପୋଷ୍ଟର ଲାଗିବା ଘଟଣା: ଯୁବନେତାଙ୍କ ଗିରଫକୁ କଂଗ୍ରେସର ବିରୋଧ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ସହରରେ ଗତ ରବିବାର କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି...

ଗାଁ ମୁହାଁ ହାତୀପଲ, ନଷ୍ଟକଲେ ଏକର ଏକର ଡାଳୁଅ ଧାନଚାଷ

ମାଧପୁର,୯ା୪(ଡି.ଏନ୍‌.ଏ.): ଆଠମଲ୍ଲିକ ବନଖଣ୍ଡ ଅଧୀନ ମାଧପୁର ବନାଞ୍ଚଳ ଅନ୍ତର୍ଗତ ମାଧପୁର ପଞ୍ଚାୟତର ତିତିରିକଟା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ୧୨ଟି ଜଙ୍ଗଲୀ ହାତୀପଲଙ୍କ ଉପଦ୍ରବ ଦେଖିବାକୁ...

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ପାଟଣା,୧୯ା୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ପବନ ସାଙ୍ଗକୁ କୁଆପଥର...

ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ଚାଲିଗଲା ଜୀବନ

ମୋହନା,୭।୭: ଗଜପତି ଜିଲାର ମୋହନା ନାରାୟଣନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଉମିନ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ମୃତ୍ୟୁ...

ବାଙ୍କସାହି ରେବ ସେତୁ ପାଇଁ ଅର୍ଥ ମଞ୍ଜୁର

ଧାମନଗର,୨୩ା୩(ଡି.ଏନ.ଏ): ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ଭଦ୍ରକ ଜିଲା ଧାମନଗର ବ୍ଲକ୍‌ କୋଠାର ପଞ୍ଚାୟତର ବାଙ୍କସାହି ରେବ ସେତୁ ନିର୍ମାଣ ପାଇଁ କେନ୍ଦ୍ର ସରକାର ଅର୍ଥ ମଞ୍ଜୁର...

ସାରା ରାଜ୍ୟରେ ଗଡ଼ିବ ‘ଲକ୍ଷ୍ମୀ’ ବସ୍‌

ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଆଉ କିଛି ମାସ ପରେ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରାମାଞ୍ଚଳ ଉପରେ ଅଧିକ...

ନିମ୍ନମାନର ରାସ୍ତା କାମ ଅଭିଯୋଗ

ଖଡ଼ିଆଳ,୧୦।୪(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ବିରିଘାଟ ଗ୍ରାମ ପଞ୍ଚାୟତ କୁଶମାଲ ଗ୍ରାମ ମାଲିମୁଢ଼ିଆ ପଡାକୁ ହେଉଥିବା ରାସ୍ତା କାର୍ଯ୍ୟ ବିନା ସୂଚନା ଫଳକରେ...

Advertisement
Archives

Model This Week