ଗଞ୍ଜାମରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୭।୬(ବ୍ୟୁରୋ): କରୋନାରେ ପ୍ରାଣ ହରାଇଥିବା ୯ମ ଆକ୍ରାନ୍ତ ଗଞ୍ଜାମ ଜିଲାର। ସେ ୫୫ବର୍ଷୀୟ ପୁରୁଷ। ସେ ଯକ୍ଷ୍ମା ଏବଂ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିଲେ। କରୋନା ସଂକ୍ରମିତ ହେବା ପରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ତେବେ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ୪କୁ ବୃ୍‌ଦ୍ଧି ପାଇଛି।

ପ୍ରକାଶ ଯେ, ରାଜ୍ୟରେ ରବିବାର ୭୫ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୫୬ରେ ପହଞ୍ଚିଛି। ସଂକ୍ରମିତଙ୍କ ମଧ୍ୟରୁ ୧,୭୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୧୨୯ ଆକ୍ଟିଭ କେସ୍‌ ରହିଛି। ସେହିଭଳି କରୋନାରେ ୯ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗଳିତ ମୃତଦେହ ଜବତ ଘଟଣା: ଅପମୃତ୍ୟୁ ହେଲା ହତ୍ୟା ମାମଲା

ବ୍ରହ୍ମପୁର ଅଫିସ,୩ା୨-ଗୋସାଣୀନୂଆଗାଁ ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁକରି ଘଟଣାର ଅନୁସନ୍ଧାନ...

ବଢ଼ିଲା ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ମଧ୍ୟାହ୍ନଭୋଜନ ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦର ବୃଦ୍ଧି କରିଛନ୍ତି। ପ୍ରାଥମିକ ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ପାଇଁ ଜଣ ପିଛା ରାଶନ ବାବଦକୁ...

ଟ୍ରେନ୍‌ରେ ଲାଗିବ ଇଓଟିଟି ସିଷ୍ଟମ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଗାର୍ଡ଼ ଓ ବ୍ରେକ୍‌ ଭ୍ୟାନ୍‌ବିହୀନ ଟ୍ରେନ୍‌ ପରିଚାଳନା ପାଇଁ ଭାରତୀୟ ରେଳପଥ ଦ୍ୱାରା ଗ୍ରହଣ କରାଯାଇଥିବା ଏଣ୍ଡ୍‌ ଅଫ୍‌ ଟ୍ରେନ୍‌ ଟେଲିମେଟ୍ରି(ଇଓଟିଟି) ସିଷ୍ଟମକୁ ଏଣିକି...

ଏସ୍‌ପି ଅଫିସ ସମ୍ମୁଖରେ ଉତ୍ତେଜନାପୂର୍ଣ୍ଣ ଜାତିଆଣ ଓ ଅଶ୍ଳୀଳ ଭାଷଣ ମାମଲା: ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ରାଜ୍ୟ ସଭାପତି ଗିରଫ

ଜଗତ୍‌ସିଂହପୁର ଅଫିସ,୧୫ା୩: ତିର୍ତ୍ତୋଲ ଥାନା ଅଧୀନ ରେପୁରପାଟଣା ଗ୍ରାମରେ ଦଳିତ ଓ ସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଏହି ବିବାଦର ସମାଧାନ ପାଇଁ ଶାନ୍ତି କମିଟି...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ଘଟଣା; ଠିକ୍‌ ତଦନ୍ତ କରି ସତ ସାମ୍ନାକୁ ଅଣାଯାଉ: ଜୟନ୍ତୀ

ବ୍ରହ୍ମପୁର ଅଫିସ,୬ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିକରି ହତ୍ୟା ଘଟଣାରରେ କ୍ରାଇମବ୍ରାଞ୍ଚ ଟିମ୍‌ ତଦନ୍ତ କରି ଗୋପାଳଙ୍କ ଘରୁ ଫେରିଛି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ଶିଶିର ମିଶ୍ରଙ୍କ...

୨ଦିନ ପରେ ଭୋଟ, ଜୋର ଧରିଲା ପ୍ରଚାର: ବାଜିମାରିବା ଲକ୍ଷ୍ୟରେ ସବୁ ଦଳ

ଢେଙ୍କାନାଳ ଅଫିସ, ୨୧।୪- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେଉଛି। ମତଦାନକୁ ୨ଦିନ ଥିବାବେଳେ ସବୁ ଦଳ ପକ୍ଷରୁ ପ୍ରଚାର...

ନବୀନଙ୍କ ଜନ୍ମଦିନରେ ରକ୍ତଦାନ କଲେ ବିଜେଡି କର୍ମୀ

କେନ୍ଦୁଝର,୧୬।୧୦(ସ୍ବ.ପ୍ର.) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୩ ତମ ଜନ୍ମ ଦିବସ ଉପଲକ୍ଷେ କେନ୍ଦୁଝର ଜିଲା ବିଜେଡି ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ବୁଧବାର ସ୍ଥାନୀୟ...

ବାପା, ମା’ ଛେଉଣ୍ଡ ଯୁବତୀଙ୍କ ବାହାଘର କଲେ ଗ୍ରାମବାସୀ

ଦିଗପହଣ୍ଡି,୧ା୭(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଜଣେ ବାପା, ମା’ ଛେଉଣ୍ଡ ଯୁବତୀ ଜ୍ୟୋତି ସାହୁଙ୍କୁ ମଙ୍ଗଳବାର ଗ୍ରାମବାସୀ ବିବାହ କରାଇଛନ୍ତି। ବିବାହ ପାଇଁ ଗ୍ରାମବାସୀ...

Advertisement
Archives

Model This Week