ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା

ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମ ଜିଲାରେ ବୁଧବାର ୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ହଜାରେ ଟପିଛି। ବର୍ତ୍ତମାନ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧। ଏମାନଙ୍କ ମଧ୍ୟରୁ ୧୪ଜଣ କରୋନା ଯୋଦ୍ଧା ଥିବା ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଆକ୍ରାନ୍ତଙ୍କର ଟ୍ରୋଭେଲ ହିଷ୍ଟ୍ରି ରହିଥିବା ବେଳେ ୫୬ ଜଣ ଅନ୍ୟ ପଜିଟିଭିଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଟୁଇଟ୍‌କରି ସୂଚନା ଦେଲେଛନ୍ତି ଗଞ୍ଜାମ ଜିଲାପାଳ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଜିଲାରେ ମୋଟ ୧୦୩୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୬୮୦ ଜଣ ସୁସ୍ଥ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମାନୁଜାଚାର୍ଯ୍ୟଙ୍କ ଚୋରି ତୋରଣ ପିତ୍ତଳ ନା ସୁନା

ପୁରୀ ଅଫିସ,୭।୫: ଏମାରମଠସ୍ଥିତ ରାମାନୁଜାଚାର୍ଯ୍ୟଙ୍କ ମଙ୍ଗଳଗିରି ତୋରଣ ଚୋରି ହୋଇଯାଇଛି। ତୋରଣର ଉଚ୍ଚତା ସାଢେ ୩ଫୁଟ ଓ ଓଜନ ୩ କିଲୋଗ୍ରାମ ଥିବା କୁହାଯାଉଛି। କବାଟ...

ବର୍ଷା ଅଭାବରୁ ଉଜୁଡିବ ଧାନଚାଷ: ଚିନ୍ତାରେ ଚାଷୀ

କୁଚିଣ୍ଡା,୫ା୮(ଡି.ଏନ୍‌.ଏ.): ଆଷାଢ଼ ଯାଇ ଶ୍ରାବଣ ଶେଷ ହେବାକୁ ବସିଲାଣି। ହେଲେ ବର୍ଷାର ଦେଖା ନାହିଁ। ନିଅଣ୍ଟିଆ ବର୍ଷା ଯୋଗୁ ଚାଷକାମ ଠପ୍‌ ହୋଇଯାଇଛି। ତଳି ସବୁ...

ପୁରୀ ଗଣବଳାତ୍କାର ଘଟଣା: ଛାତ୍ର କଂଗ୍ରେସର ନବୀନ ନିବାସର ଘେରାଉ ଉଦ୍ୟମ; ପୋଲିସ ସହ ଧସ୍ତାଧସ୍ତି

ଭୁବନେଶ୍ୱର,୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ଭାଜପା ଏବଂ କଂଗ୍ରେସ। ଏହି କ୍ରମରେ ମଙ୍ଗଳବାର ଛାତ୍ର କଂଗ୍ରେସ ପକ୍ଷରୁ ନବୀନ ନିବାସ...

ମାନୁନାହାନ୍ତି ସାମାଜିକ ଦୂରତା

ଆଠମଲ୍ଲିକ ୬।୪(ଡି.ଏନ.ଏ.)- ଆଠମଲ୍ଲିକ ସହରର ବିଭିନ୍ନ କଣ୍ଟ୍ରୋଲ ଦୋକାନରେ ଚାଉଳ, ଗହମ ଓ ସରକାରଙ୍କ ଆର୍ଥିକ ସହାୟତା ନେବାକୁ ସୋମବାର ଭିଡ ଲାଗିଥିବା ଦେଖାଯାଇଥିଲା। ଏପରି...

ମାଓବାଦୀ କ୍ୟାମ୍ପ ଠାବ, ବନ୍ଧୁକ ସହ ବିଭିନ୍ନ ସାମଗ୍ରୀ ଜବତ

ଭବାନୀପାଟଣା,୩।୨(ସ୍ବ.ପ୍ର.): କଳାହାଣ୍ଡି ପୋଲିସ ଏକ ମାଓବାଦୀ କ୍ୟାମ୍ପ ଠାବ କରିବାରେ ସଫଳ ହେଇଛି । ସିକେରକୁପାସ୍ଥିତ ୬୪ ବାଟାଲିୟନ ଓ କଳାହାଣ୍ଡି ଏସ୍‌ପିଙ୍କ ମିଳିତ ଚଢ଼ାଉ...

ବିଞ୍ଝାରପୁର ବିଡିଓଙ୍କୁ ଲୋକାୟୁକ୍ତଙ୍କ ନୋଟିସ

ଯାଜପୁର ଅଫିସ,୨୦ା୪: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ସରକାରୀ ଅର୍ଥ ହେରାଫେରି ଅଭିଯୋଗ ପିଛା ଛାଡୁନି ା ଏହି ବ୍ଲକ ସୟଦପୁର ପଞ୍ଚାୟତରେ ହୋଇଥିବା ବିଭିନ୍ନ...

୧୪ରୁ ୨ୟ ପର୍ଯ୍ୟାୟ ଡାକ୍ତରୀ ନାମଲେଖା

ଭୁବନେଶ୍ୱର,୧୧ା୮(ଅସମାପିକା ସାହୁ): ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ୨୦୨୩ ଶିକ୍ଷାବର୍ଷ ଲାଗି ନାମଲେଖା ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଏଫ୍‌ଏମ୍‌ ଏମ୍‌ସିଏଚ୍‌ ବାଲେଶ୍ୱରରେ...

ଟାଏକୋଣ୍ଡୋ ବେଲ୍ଟ ପରୀକ୍ଷା; ୧୨୦ ପ୍ରତିଯୋଗୀ ଭାଗ ନେଲେ

ଜୁନାଗଡ,୨୬।୮ (ସ୍ବ.ପ୍ର.) କଳାହାଣ୍ଡି ଜିଲା ଟାଏକୋଣ୍ଡୋ ସଂଘ ପକ୍ଷରୁ ବେଲ୍ଟ ପରୀକ୍ଷା ଜିଲା ଟାଏକୋଣ୍ଡୋ ତାଲିମ କେନ୍ଦ୍ର ଜୁନାଗଡଠାରେ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ଜେ.କେ. ଡ୍ୟାନ୍ସ...

Advertisement
Archives

Model This Week