ଗଞ୍ଜାମରେ ଖୋଲିବନି ମଦ ଦୋକାନ: ଜିଲାପାଳ

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୨ କରୋନା ପଜିଟିଭ ରବିବାର ଚିହ୍ନଟ ହୋଇଛନ୍ତି। ଏହାଫଳରେ ଗଞ୍ଜାମ ଜିଲା ଗ୍ରୀନ୍‌ ଜୋନରୁ ତଳକୁ ଖସି ଅରେଞ୍ଜ ଜୋନକୁ ଆସିଛି। ଅପରପକ୍ଷରେ ଜିଲାରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଲାଗୁ ହୋଇଛି। ଫଳରେ କୌଣସି ଅଫ ସପ୍‌, ଅନ ସପ୍‌ କିମ୍ବା କୌଣସି ମଦ ଦୋକାନ ଖୋଲିବ ନାହିଁ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନିଜର କ୍ଷମତା ପ୍ରୟୋଗକରି ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମଦ ଦୋକାନ ଖୋଲିବନି ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ମଦ ଦୋକାନ ବନ୍ଦ ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?