ଗଞ୍ଜାମରେ ଟିକାକରଣ ଲକ୍ଷ୍ୟ ପୂରଣ: ପ୍ରଶଂସା ପ୍ରମାଣପତ୍ର ଗ୍ରହଣ କଲେ ଜିଲାପାଳ

ଛତ୍ରପୁର,୧ା୧୧(ଡି.ଏନ.ଏ)- ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ନୂଆଦିଲ୍ଲୀ ଜନପଥସ୍ଥିତ ଡ. ଆମ୍ବେଦକାର ଇଣ୍ଟରନ୍ୟାଶନାଲ ସେଣ୍ଟରଠାରେ ପଲ୍‌ସ ପୋଲିଓ ସିଲଭର ଜୁବିଲି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ୨୦୧୭-୧୮ରେ ୯୦ ପ୍ରତିଶତ ଟିକାକରଣ (ମିଶନ ଇନ୍ଦ୍ରଧନୁଷ୍‌) ଲକ୍ଷ୍ୟ ପୂରଣ ପାଇଁ ଗଞ୍ଜାମ ଜିଲାକୁ ପ୍ରଶଂସା ପ୍ରମାଣପତ୍ର ମିଳିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଜିଲା ମୁଖ୍ୟ ଚିକିସତ୍ାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ ନୂଆଦିଲ୍ଲୀ ଯାଇ ଉକ୍ତ ପ୍ରଶଂସା ପ୍ରମାଣପତ୍ର ଗ୍ରହଣ କରିଛନ୍ତି। ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଓ ପୂର୍ବତନ ବିଭାଗୀୟ ମନ୍ତ୍ରୀ ଜେ. ପି. ନଡା ପ୍ରମାଣପାତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ବର୍ଷକ ମଧ୍ୟରେ ଶିଶୁଙ୍କୁ ପୋଲିଓଠାରୁ ଆରମ୍ଭ କରି ବିସିଜି, ପେଣ୍ଟା, ରୋଟା ଭାଇରସ ଓ ମିସିଲ୍ସ ସମସ୍ତ ଟିକା ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୌଦ୍ଧ,ଯାଜପୁରରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଲା ବିଜେଡି

ବୌଦ୍ଧ/ଯାଜପୁର ଅଫିସ,୨୬।୩: ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ...

ଦିଅରଙ୍କ ପଥର ମାଡରେ ଚାଲିଗଲା ଭାଉଜଙ୍କ ଜୀବନ

ଗଜପତି,୨୨।୨(ଡି.ଏନ.ଏ.): ଗଜପତି ଜିଲା ଆର. ଉଦୟଗିରି ଥାନା ବଙ୍ଗଳା ସାହିରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ଭାଉଜଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି ଦିଅର। ମୃତକ...

ଚିନି ଭାବି ୟୁରିଆ ଖାଇ ୪ଗୁରୁତର

ଦେବଗଡ଼,୨୩ା୭(ଡି.ଏନ୍‌.ଏ): ଚିନି ଭାବି ୟୁରିଆ ସାର ଖାଇଦେବାରୁ ୩ ଶିଶୁ ଓ ଜଣେ ବୃଦ୍ଧା ଗୁରୁତର ଅସୁସ୍ଥ ହୋଇଛନ୍ତି। ଶୁକ୍ରବାର ଏଭଳି ଘଟଣା ଘଟିଛି ଦେବଗଡ଼...

ଇଟାଭାଟି, ହୋଟେଲ, ଦୋକାନରେ ଚଢ଼ାଉ

କଟକ ଅଫିସ, ୨୪।୫: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ହୋଟେଲ, ରେଷ୍ଟୁରାଣ୍ଟ, ନର୍ସିଂହୋମ୍‌ ଓ ଅନ୍ୟାନ୍ୟ ଦୋକାନରେ କିଛିଦିନ ହେବ ଚଢ଼ାଉ...

ଶେରଗଡ଼ରେ ପହଞ୍ଚିଲେ ୧୬ଜଣ ବାହାର ରାଜ୍ୟ ଫେରନ୍ତା: ତଦାରଖ କଲେ ବିଡିଓ, ତହସିଲଦାର

ଶେରଗଡ଼, ୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାର ସନ୍ଧ୍ୟାରେ ବାହାର ରାଜ୍ୟରୁ ୧୬ଜଣ ବ୍ୟକ୍ତି ଆସି ପହଞ୍ଚିଛନ୍ତି। ସେମାନଙ୍କୁ ନିକଟସ୍ତ ଉଚ୍ଚ ବିଦ୍ୟାଳୟ ଆଇସୋଲେଶନ...

ହାତୀ ସୁରକ୍ଷା ପାଇଁ ବିଦ୍ୟୁତ୍‌ କାଟ

ସମ୍ବଲପୁର,୧୫।୧୨(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଉପକଣ୍ଠ ଅଞ୍ଚଳରେ କିଛିଦିନ ହେବ ହାତୀ ଚଳାଚଳ ବୃଦ୍ଧି ପାଇଛି। ହାତୀଙ୍କ ସୁରକ୍ଷା ପାଇଁ ବନ ବିଭାଗର ଆବଶ୍ୟକତାକୁ ଦୃଷ୍ଟିରେ...

ସୁବର୍ଣ୍ଣରେଖା ସଇରାତରେ ୧୪୪ ଧାରା ଜାରି

ଜଳେଶ୍ୱର, ୭ା୨(ଡି.ଏନ.ଏ.): ବାଲେଶ୍ୱର ଉପଜିଲାପାଳ କୁନାଲ ମୋତିଲାଲ ଚଭନଙ୍କ ଉପରେ ବାଲି ଚୋରାଚାଲାଣକାରୀଙ୍କ ଆକ୍ରମଣ ପରେ ଜିଲା ପ୍ରଶାସନ ତତ୍ପର ହୋଇପଡିଛି। ସୋମବାର ସୁବର୍ଣ୍ଣରେଖା ନଦୀର...

୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜାଲ, ଡଙ୍ଗା ଜାଳିଦେଲେ ଦୁର୍ବୃତ୍ତ

ନିରାକାରପୁର,୧୮ା୮(ଡି.ଏନ୍‌.ଏ.): କାଳୁପଡ଼ା ଘାଟ ଅନ୍ତର୍ଗତ ଜରିପଡ଼ା ଜଗନ୍ନାଥପୁର ଘାଟରେ ଗୁରୁବାର ଡଙ୍ଗା ଏବଂ ଜାଲ ପୋଡ଼ିଦେଇଛନ୍ତି କେହି ଦୁର୍ବୃତ୍ତ। ଫଳରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର...

Advertisement
Archives

Model This Week