ଗଞ୍ଜାମରେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପ୍ରତିନିଧି ଦଳ

ଛତ୍ରପୁର,୫।୨(ଡି.ଏନ୍‌.ଏ.): ନ୍ୟାଶନାଲ ଡିଫେନ୍ସ ଏକାଡେମୀର ଭାରତ, ଉଗାଣ୍ଡା, ନେପାଳର ୧୪ ଜଣିଆ ପ୍ରତିନିଧି ଦଳ ବୁଧବାର ଗଞ୍ଜାମ ଜ଼ିଲା ଗସ୍ତରେ ଆସିଛନ୍ତି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ସହ ଜିଲାରେ ଚାଲିଥିବା ଉନ୍ନୟନ କାର୍ଯ୍ୟ, ବିପର୍ଯ୍ୟୟ ମୁକାବିଲା ପରିଚାଳନା ଉପରେ ପ୍ରତିନିଧି ଆଲୋଚନା କରିଥିଲେ। ପରେ ଏହି ପ୍ରତିନିଧି ଦଳ ମହିଳା ସଂଘର ଗୋଲାପ ଚାଷ, ସିଲେଇ କେନ୍ଦ୍ର, ଅଙ୍ଗନଓ୍ବାଡି କେନ୍ଦ୍ର ଆଦି ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିବାଧିତଙ୍କ କାନ୍ଧରେ ବୋଲବମ୍‌ ଭାର

କେନ୍ଦ୍ରାପଡ଼ା ଅଫିସ, ୨ା୮:ଶ୍ରାବଣ ମାସରେ ଶିବଙ୍କୁ ଜଳାଭିଷେକ କରିବାକୁ ସାରା ଦେଶରେ ଶ୍ରଦ୍ଧାଳୁ କାନ୍ଧରେ ଭାର ରଖୁଛନ୍ତି। ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ୬ ଦୃଷ୍ଟିବାଧିତ ଯୁବକ...

ଜିଲାପାଳଙ୍କ ବାସଭବନରେ ଭାଲୁ

ନୂଆପଡ଼ା ଅଫିସ,୧୪।୭: ନୂଆପଡ଼ା ଜିଲାପାଳଙ୍କ ସରକାରୀ ବାସଭବନରେ ବୁଧବାର ଭୋରରେ ଏକ ଭାଲୁ ପଶିଆସିଥିଲା। ବାସଭବନ ଭିତରେ ଭାଲୁଟି ବୁଲୁଥିବା ଦେଖି କର୍ମଚାରୀମାନେ ବନ ବିଭାଗ...

ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର, ୩ ଫେରାର, ମାରଣାସ୍ତ୍ର ସହ ଗାଡ଼ି ଜବତ

କେନ୍ଦ୍ରାପଡ଼ା ଅଫିସ/ ଆଳି,(ଡି.ଏନ୍‌.ଏ.), ୨୮ା୯: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଛକଠାରେ ଶନିବାର ଭୋରରେ ଜିଲା ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର ଆହତ...

୨୭ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରେ ଏବେ ଲିଙ୍ଗରାଜ ମନ୍ଦିର ଖୋଲାଯିବ। ଆସନ୍ତା ୨୭ ତାରିଖରୁ ମନ୍ଦିର ଖୋଲିବ। ଏନେଇ ପ୍ରଶାସନିକ ବୈଠକରେ ନିଷ୍ପତ୍ତି ନିଆଯାଇଛି। ୨୭ରୁ...

ମାଲବାହୀ ଟ୍ରେନ୍‌ରେ ନିଆଁ

ଗଞ୍ଜାମ,୧୪।୧(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ଗଞ୍ଜାମ ଅଭିମୁଖେ ଯାଉଥିବା ଏକ ମାଲବାହୀ ଟ୍ରେନ୍‌ରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଉକ୍ତ କୋଇଲା ବୋଝେଇ ଟ୍ରେନ୍‌ର ଦୁଇଟି ବଗିରୁ ଧୂଆଁ ବାହାରୁଥିବା...

ପୂଜାରେ ସୀମିତ ରହିବ ତାରାତାରିଣୀଙ୍କ ଚୈତ୍ରଯାତ୍ରା

ଛତ୍ରପୁର/ବ୍ରହ୍ମପୁର ଅଫିସ, ୧୬ା୩(ଡି.ଏନ.ଏ.) କରୋନାର ଭୟାବହତା ନେଇ ଗଞ୍ଜାମରେ ସତର୍କତା ଅବଲମ୍ବନ ପାଇଁ ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଛତ୍ରପୁରସ୍ଥିତ ସମ୍ମିଳନୀ ଗୃହରେ ଏକ ଜରୁରୀ...

ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା ଅଫିସ,୪।୫: ଜନ୍ମମାଟି ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ...

ପାନ ଦୋକାନରୁ ଜବତ ହେଲା କୋରେକ୍ସ

ନୟାଗଡ଼ ଅଫିସ,୨।୭-ନୟାଗଡ଼ ମ୍ୟୁନିସିପାଲିଟି ଓ ଟାଉନ ପୋଲିସ ପକ୍ଷରୁ ନୟାଗଡ଼ ସହରର ବିଭିନ୍ନ ଉଠାଦୋକାନ ଉପରେ ସୋମବାର ଚଢ଼ାଉ କରାଯାଉଛି। କ୍ୟାବିନ୍‌ କରି ପାନ ଦୋକାନ...

Advertisement
Archives

Model This Week