ଗଞ୍ଜାମରେ ପାଳନ ହେବନାହିଁ ରଜ: ମେଳା, ଉତ୍ସବ, ଦୋଳି ଖେଳ ଉପରେ ୧୬ ପର୍ଯ୍ୟନ୍ତ କଟକଣା ଲଗାଇଲେ ଜିଲାପାଳ

ଛତ୍ରପୁର, ୧୨।୬(ଡି.ଏନ୍‌.ଏ.)- ଓଡ଼ିଆଙ୍କ ଗଣପର୍ବ ରଜ ପାଳନରେ ପ୍ରତିବନ୍ଧକ ସାଜିଛି କରୋନା। ଗଞ୍ଜାମ ଜ଼ିଲାରେ ପର୍ବ, ମହୋତ୍ସବ, ମେଳା ତଥା ଏ ସମ୍ପର୍କୀୟ ଦୋଳି ଓ ଅନ୍ୟ ଖେଳକୁ ବାରଣ କରାଯାଇଛି। ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏନେଇ ଶୁକ୍ରବାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତଦନୁଯାୟୀ ୧୧ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। କୌଣସି ଅନୁଷ୍ଠାନ ଏପରି କାର୍ଯ୍ୟକ୍ରମ ଆୟୋଜନ କରି ଲୋକଙ୍କୁ ଏକାଠି କରିପାରିବେନାହିଁ। ଏଥିସହ ୧୬ ତାରିଖ ପର୍ଯ୍ୟନ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଏବଂ ଗାର୍ମେଣ୍ଟସ ଓ ଷ୍ଟେସନାରୀ ଦୋକାନ ସକାଳ ୭ ଟା ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲିବ। ଅନ୍ୟ ଅଣ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ସକାଳ ୭ ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଉଲଂଘନ କଲେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା, ବାଣପୁରରେ କୁତ୍ରିମ ବନ୍ୟା: ଘରେ ପଶିଲା ବର୍ଷାଜଳ

ଖୋର୍ଦ୍ଧା ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିରେ ଖୋର୍ଦ୍ଧା ସହର ସମେତ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସମାଲୋଚନା କଲା କଂଗ୍ରେସ

ଭୁବନେଶ୍ୱର,୧୦।।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଅନୁଯାୟୀ ରାଜ୍ୟରେ କଡାକଡି ଭାବରେ ଟ୍ରାଫିକ ଚେକିଂ ଚାଲିଥିଲା। ଧୀରେଧୀରେ ଲୋକଙ୍କ ଆକ୍ରୋଶକ୍ରମେ ଏହା ପ୍ରଭାବଶୂନ୍ୟ ହେବାକୁ ଲାଗିଲା।...

କଳାହାଣ୍ଡିରେ ଅଘଟଣ: ସାନ ଭାଇଙ୍କ ସହଯୋଗରେ ବଡ଼ ଭାଇଙ୍କୁ ହତ୍ୟାକରି ପୋତିଦେଲେ ମଝିଆ ଭାଇ

ଭବାନୀପାଟଣା,୪।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ତିଲଯୋଡି ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିିଛି। ଚାଷ ଜମିରେ ପାଣି ମଡ଼ାଇବାକୁ କେନ୍ଦ୍ର...

CORONAVIRUS UPDATE: ସୁସ୍ଥ ହେଲେ ଆଉ୧୨୦, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୫୯୪କୁ ବୃଦ୍ଧି

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୩୩ ଜଣ ଥିବା ବେଳେ ଗଜପତିର ୧୮, ସୋନପୁରର...

ରାଜ୍ୟରେ ଖାଲିପଡ଼ିଛି ୪୦ରୁ ଅଧିକ ଆଇଏଏସ୍‌ ଅଫିସର ପଦବୀ: ଡେପୁଟେଶନରୁ ଫେରୁନାହାନ୍ତି ବାବୁ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): କୌଣସି ସର୍ବଭାରତୀୟ ସେବା କ୍ଷେତ୍ରରେ ଅଧିକାରୀମାନଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ରହିବାର ନିୟମ ରହିଛି। ସେହି ଅନୁଯାୟୀ ଏହି ଡେପୁଟେଶନର ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟ...

ଅବ୍ୟବସ୍ଥାରେ ସାକ୍ଷୀଗୋପାଳ ପର୍ଯ୍ୟଟନ ସ୍ଥଳ

ସାକ୍ଷୀଗୋପାଳ, ୪।୧(ସ୍ବ.ପ୍ର./ଡି.ଏନ୍‌.ଏ.): ପର୍ଯ୍ୟଟନ ଋତୁ ଏବଂ ନୂଆବର୍ଷ ଲାଗି ପ୍ରତିଟି ତୀର୍ଥକ୍ଷେତ୍ର, ପର୍ଯ୍ୟଟନ ସ୍ଥଳ ଏବଂ ଦର୍ଶନୀୟ ସ୍ଥାନରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କର ଭିଡ଼ ଲାଗିଛି।...

ରାଜ୍ୟରେ ୩୫% କମ୍‌ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ରାଜ୍ୟର ଚାଷୀମାନେ ମୁଖ୍ୟତଃ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଆନ୍ତି। ବର୍ଷା ନ ଥିବାରୁ ଚାଷୀ ହାତ...

୨୩ରୁ ପିପିଲିକୁ ଗଡ଼ିବ ମୋ ବସ୍‌

ଭୁବନେଶ୍ୱର,୨୧।୬(ବ୍ୟୁରୋ)- ଆସନ୍ତା ୨୩ ତାରିଖରୁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଏକ ନୁଆ ରୁଟ୍‌ (ରୁଟ୍‌ ନଂ-୩୩) ଆରମ୍ଭ କରିବାକୁ ଯାଉଛି। ଏହା ଭୁବନେଶ୍ୱର...

Advertisement
Archives

Model This Week