ଗଞ୍ଜାମରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ୬ ଯୋଦ୍ଧା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫କୁ ବୃଦ୍ଧି ପାଇଛି। ୩୦ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କରୋନା ଯୋଦ୍ଧା, ୯ ଜଣ ଅନ୍ୟ ରାଜ୍ୟ ଫେରନ୍ତା ଓ ୧୫ ଜଣ ପଜିଟିଭ୍‌ମାନଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି। ଜିଲାର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୬୭୦ ଜଣ ସୁସ୍ଥ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ଘଟିଛି। ୨୭୭ ଜଣ କରୋନା ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ମଙ୍ଗଳବାର ଏସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି। ଉକ୍ତ ସମସ୍ତ ପଜିଟିଭଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri