ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜିଲାପାଳଙ୍କ ଅଫିସକୁ ପ୍ରବେଶ ପୂର୍ବରୁ କରାଯାଉଛି ସ୍କ୍ରିନିଂ, ସାନିଟାଇଜେଶନ

ଛତ୍ରପୁର, ୧୩/୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଜିଲାପ୍ରଶାସନ ପକ୍ଷରୁ ସମାଜିକ ଦୂରତା, ମାସ୍କ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଉଛି। କିଭଳି ଜିଲାବାସୀଙ୍କୁ ଗୋଷ୍ଠୀ ସଂକ୍ରମଣରୁ ରକ୍ଷା କରାଯାଇପାରିବ ସେଥିପାଇଁ ଉଦ୍ୟମ ଚାଲିଛି। ଏହି କ୍ରମରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟଳୟରେ ଜ଼ିଲାପାଳଙ୍କଠାରୁ ଆରମ୍ଭ କରି ସମସ୍ତ ଅଧିକାରୀ, କାମ କରୁଥିବା ସମସ୍ତ କର୍ମଚାରୀ, ବାହାରୁ ଆସୁଥିବା ଅତିଥିଙ୍କ ସାନିଟାଇଜେଶନ୍‌ ଏବଂ ସ୍କ୍ରିନିଂ କରାଯାଇ କାର୍ଯ୍ୟଳୟ ମଧ୍ୟକୁ ପ୍ରବେଶ କରାଯାଉଛି। ତେବେ କୋଭିଡ-୧୯କୁ କିପରି ଭାବେ ମୁକାବିଲା କରାଯିବ ସେଥିପାଇଁ ଅନେକ ସମୟରେ ଜିଲାପାଳଙ୍କଠାରୁ ଆରମ୍ଭ କରି ଅନ୍ୟ ଅଧିକାରୀ ମାନେ ଉକ୍ତ କାର୍ଯ୍ୟାଳୟର ବୈଠକ କରୁଛନ୍ତି। ଏଥିପାଇଁ ବହୁ ଅଧିକାରୀ ଓ ଅନ୍ୟମାନେ ଜ଼ିଲାପାଳଙ୍କ ଅଫିସକୁ ଆସିଥାନ୍ତି। ଏହାକୁ ଦୃଷ୍ଟିରେ ରଖଇ ଏଭଳି ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରପାରିରେ ସର୍ବହରା ସାଥୀ ଲଳିତ ନାୟକ

ବଲାଙ୍ଗୀର ଅଫିସ,୧୮।୧: ଗରିବ, ଖଟିଖିଆ, ଶ୍ରମିକ, ମୂଲିଆ ସର୍ବହରାର ସାଥୀ ଲଳିତ କୁମାର ନାୟକ (୬୨)ଙ୍କ ସୋମବାର ସକାଳେ ଭୁବନେଶ୍ବରସ୍ଥିତ ଏମ୍‌ସ ହସ୍ପିଟାଲରେ ପରଲୋକ ଘଟିଛି।...

୧୨ଲକ୍ଷ ଟଙ୍କାରେ ଡିଲ୍‌ ହେଉଥିଲା ବାଘ ଛାଲ,ତା’ପରେ…

ଦେବଗଡ଼,୧୭।୧ (ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଆମ୍ବକଟା ଜଙ୍ଗଲରୁ ଦେବଗଡ଼ ଜିଲା ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ସୋମବାର ଏକ ଚିତାବାଘର ଛାଲ ଜବତ...

ଗହୀରମଥା ନିଷିଦ୍ଧାଞ୍ଚଳରେ ମାଛଧରା

ରାଜନଗର,୧୨ା୧୨(ଡି.ଏନ.ଏ.): ବିରଳ ଅଲିଭ ରିଡଲେ କଇଁଛଙ୍କ ଏନ୍ତୁଡିଶାଳ ଗହୀରମଥା ନିଷିଦ୍ଧାଞ୍ଚଳରେ ବେଆଇନ ଭାବେ ମାଛ ଧରା ଚାଲିଛି। ଏପରି ଅଭିଯୋଗ ହେବା ପରେ ଶୁକ୍ରବାର ରାଜନଗର...

ଭୁବନେଶ୍ୱରରେ ନମୂନା ସଂଗ୍ରହ ଆରମ୍ଭ: ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା, ସକାଳ ୮ରୁ ୧୧ ଏବଂ ଅପରାହ୍ନ ୪ରୁ ୬ଟା ଯାଏ ହେବ ନମୂନା ସଂଗ୍ରହ

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ମୁକାବିଲା ନିମେନ୍ତ ହଟ୍‌ସ୍ପଟ୍‌ ସାଜିଥିବା ଭୁବନେଶ୍ୱରରୁ ନମୂନା ସଂଗ୍ରହ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)...

କଷ୍ଟ ଦେଉଛି ଗଁ। ରାସ୍ତା

ମାଧପୁର,୮ା୮ – ୩ ଗ୍ରାମର ଲୋକଙ୍କ ଭରସା ଗୋଟିଏ ରାସ୍ତା। ହେଲେ ଟିକେ ବର୍ଷା ହୋଇଗଲେ ଆଉ ସେହି ରାସ୍ତା ଦେଇ ଯିବାଆସିବା ସହଜ ହୋଇପାରୁନି।...

ଖୋର୍ଦ୍ଧା ପୌର ପରିଷଦ: କାଉନ୍‌ସିଲର ପଦ ପାଇଁ ୭୬ ପ୍ରାର୍ଥୀ

ଖୋର୍ଦ୍ଧା ଅଫିସ,୧୧ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ଯାଞ୍ଚ ପ୍ରକ୍ରିୟା ସରଛି। କାଉନସିଲର ପଦ ପାଇଁ ମଇଦାନରେ ୭୬ଜଣ ପ୍ରାର୍ଥୀ ରହିଛନ୍ତି। ସେଥିରୁ ୩ପ୍ରମୁଖ ଦଳ...

ମାଗଣାରେ ମିଳିବ କରୋନା ଟିକା: ୫ ରାଜ୍ୟ ସରକାର କରି ସାରିଲେଣି ଘୋଷଣା

ନୂଆଦିଲ୍ଲୀ,୧୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଆସନ୍ତା କିଛି ସପ୍ତାହ ମଧ୍ୟରେ ଦେଶରେ କରୋନା ଟିକା ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ସ୍ବତନ୍ତ୍ର ବସ୍‌ ଯୋଗେ ଯୁଦ୍ଧ ଅଞ୍ଚଳରେ ଫସିଥିବା ଛାତ୍ରୀଛାତ୍ରଙ୍କୁ ଉଦ୍ଧାର

ଭୁବନେଶ୍ୱର,୪।୩(ବ୍ୟୁରୋ): ୟୁକ୍ରେନରେ ଯୁଦ୍ଧ ଜାରି ରହିଥିବା ବେଳେ ଯୁଦ୍ଧ ଅଞ୍ଚଳ ଖାର୍କିଭ ଓ ପେସୋଚିନରେ ବର୍ତ୍ତମାନ ସୁଦ୍ଧା ଆହୁରି ଅନେକ ଓଡ଼ିଆ ଛାତ୍ରୀଛାତ୍ର ଫସି ରହିଛନ୍ତି...

Advertisement
Archives

Model This Week