ଗଞ୍ଜାମରେ ବଢୁଛି ସଂଖ୍ୟା: ୪ ମେଡିକାଲର ୧୫୦ ଡାକ୍ତର, ଷ୍ଟାଫ୍‌ଙ୍କ ହେଲା କୋଭିଡ ଟେଷ୍ଟ

ଛତ୍ରପୁର, ୧୫।୫(ଡି.ଏନ୍‌.ଏ.): ରାଜ୍ୟର ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ସର୍ବାଧିକ ରହିଛି। ଏହି ପରିପ୍ରେକ୍ଷୀରେ ୪ ଟି ମେଡିକାଲର ଡାକ୍ତର, ନର୍ସ, ଆଟେନାଣ୍ଟ, ଡ୍ରାଇଭର, ସୁଇପର, ଫାର୍ମାସିଷ୍ଟ ଆଦି ୧୫୦ ଜଣଙ୍କର କୋଭିଡ ଟେଷ୍ଟିଙ୍ଗ କରାଯାଇଛି। ଏହି ମେଡିକାଲ ମଧ୍ୟରେ ଛତ୍ରପୁର ଉପଖଣ୍ଡ ହସ୍ପିଟାଲ, ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଗଞ୍ଜାମ ବ୍ଲକର ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଖଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରହିଥିବା ଜଣାପଡ଼ିଛି। ତେବେ ୨ ରୁ ୩ ଦିନ ମଧ୍ୟରେ ଏହାର ରିପୋର୍ଟ ଆସିଯିବ ବୋଲି ଛତ୍ରପୁର ହସ୍ପିଟାଲ ସୁପରିଡେଣ୍ଟ ଡାକ୍ତର କାହ୍ନୁୁ ଚରଣ ପାତ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri