ଗଞ୍ଜାମରେ ବୁଲୁଛି ୪୪ ସ୍ବତନ୍ତ୍ର କୋଭିଡ୍‌ ଆମ୍ବୁଲାନ୍ସ: ଚିହ୍ନଟ ପରେ ସନ୍ଦିଗ୍ଧଙ୍କୁ ଅଣାଯାଉଛି ହସ୍ପିଟାଲ, ଚାଳକଙ୍କୁ ଦିଆଯାଇଛି ସ୍ବତନ୍ତ୍ର ପିପିଇ କିଟ୍‌

ଛତ୍ରପୁର,୧୦।୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କୁ ଘରୁ ହସ୍ପିଟାଲକୁ ନେବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସରେ ପରିଣତ କରାଯାଇଛି। ବର୍ତମାନ ଜ଼ିଲାରେ ୪୪ଟି କୋଭିଡ୍‌ ଆମ୍ବୁଲାନ୍ସ ବୁଲୁଛ। ଖବର ପାଇ ଘରୁ କରୋନା ସଂଦିଗ୍ଧଙ୍କୁ ଉକ୍ତ ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲକୁ ନିଆଯାଉଛି । ଏଥିସହ ଉକ୍ତ କୋଭିଡ୍‌ ଆମ୍ବୁଲାନ୍ସର ଚାଳକଙ୍କୁ ପିପିଇ(ବ୍ୟକ୍ତିଗତ ସୁରକ୍ଷା ଇକ୍ୟୁପ୍‌ମେଣ୍ଟ) କିଟ୍‌ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଛି ।

କରୋନା ସଂକ୍ରମଣ ରୋକିବା ଲାଗି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ସନ୍ଦିଗ୍ଧଙ୍କୁ ଚିହ୍ନଟଠାରୁ ଆରମ୍ଭ କରି ମେଡିକାଲ ଓ ଆଇସୋଲଶନ୍‌ ସେଣ୍ଟର ନେବା କାର୍ଯ୍ୟରେ ନିୟୋଜିତ ଆମ୍ବୁଲାନ୍ସ ଚାଳକ କିଭଳି ସଂକ୍ରମଣରୁ ରକ୍ଷା ପାଇପାରିବେ ତାହା ଅତ୍ୟଧିକ ଗୁରୁତ୍ୱ ବହନ କରୁଛି। ଏଥିପାଇଁ ପ୍ରଶାସନ ଏମାନଙ୍କୁ ପିପିଇ କିଟ୍‌ ପ୍ରଦାନ କରାଯାଇଥିବା ସୂଚନା ଦିଆଯାଇଛି। ତେବେ ମିଶନ ଶକ୍ତି ଅଧୀନ ମହିଳା ସଙ୍ଘର ସଦସ୍ୟାମାନେ ସେଫ୍ଟି ଗାଉନ୍‌ ସିଲେଇ କରୁଛନ୍ତି। ଉକ୍ତ କିଟ୍‌ରେ ମାସ୍କ, ହେଲମେଟ୍‌, ଗ୍ଲୋବ୍ସ, ସକ୍ସ ଓ ଗାଉନ ରହିଛି। ବର୍ତମାନ ସୁଦ୍ଧା ଏପରି ୧୫୦୦ କିଟ ପ୍ରସ୍ତୁତ ହୋଇସାରିଲାଣି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ରାଜଧାନୀରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌.ଜଗନମୋହନ ରେଡ୍ଡୀ। ମଙ୍ଗଳବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେ ରାଜ୍ୟ...

ଆଜି ମୁଖ୍ୟମନ୍ତ୍ରୀଙ୍କ ଦୁବାଇ ଗସ୍ତ

ଭୁବନେଶ୍ୱର,୨୬।୬(ବ୍ୟୁରୋ):  ରୋମ୍‌ ଗସ୍ତ କାର୍ଯ୍ୟକ୍ରମ ଶେଷକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସନ୍ଧ୍ୟାରେ ଦୁବାଇରେ ପହଞ୍ଚତ୍ବେ। ୨୯ ତାରିଖରେ ମଧ୍ୟ-ପ୍ରାଚ୍ୟର ପୁଞ୍ଜିପତିମାନଙ୍କ ସହ ରାଜ୍ୟରେ ପୁଞ୍ଜି...

ଐତିହ୍ୟର ସ୍ମୃତି ଏଠି ଅଲୋଡ଼ା

ଚାନ୍ଦବାଲି,୧୬।୫(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରାଚୀନ ବନ୍ଦର ନଗରୀ ଚାନ୍ଦବାଲିରେ ଇଂରେଜ ଅମଳର ଅନେକ ସ୍ମାରକୀ ରହିଛି। ଏଭଳି ଐତିହ୍ୟକୁ ନେଇ ଅଞ୍ଚଳବାସୀ ଗର୍ବ ଅନୁଭବ କରୁଥିଲେ ମଧ୍ୟ...

CORONAVIRUS UPDATE: ଆଉ ୧୦ ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ସନ୍ଧ୍ୟାରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ୭ ଥିବାବେଳେ ଭୁବନେଶ୍ୱରର ୩ ଆକ୍ରାନ୍ତ...

‘ଓମିକ୍ରନ’ରୁ ସୁରକ୍ଷା ଦେବ ଟିକା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସମସ୍ତଙ୍କୁ ଯଥାଶୀଘ୍ର ଟୀକା ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିକା ଶତ ପ୍ରତିଶତ କାମ ନ ହେଲେ ବି...

ଫାର୍ମାସିଷ୍ଟ ଭରସାରେ ରୋଗୀ ସେବା

ଭବାନୀପାଟଣା,୨୩।୨(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବାସ୍ତବରେ...

ଚନ୍ଦକା-ଡମପଡ଼ା ଅଭୟାରଣ୍ୟ: ବର୍ଷସାରା ନାଇଟ୍‌, ଫୁଟ୍‌ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ତତ୍ପର ହୋଇଛି ବନ ବିଭାଗ। ବର୍ଷ ସାରା ଏହି ଅଭୟାରଣ୍ୟରେ ନାଇଟ୍‌ ପାଟ୍ରୋଲିଂ ଏବଂ ଫୁଟ୍‌ ପାଟ୍ରୋଲିଂ...

କୋଭିଡ-୧୯ ପରୀକ୍ଷାକେନ୍ଦ୍ର କାର୍ଯ୍ୟକ୍ଷମ ନେଇ ଦାବିପତ୍ର

ବାଲେଶ୍ୱର ଅଫିସ,୩।୬- ବାଲେଶ୍ୱର ଫକୀରମୋହନ ମେଡିକାଲ୍‌ କଲେଜ୍‌ ପରିସରରେ ଗତ ୩୧ ତାରିଖ ରାତି ୮ଟା ସମୟରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସ୍ବାବ ପରୀକ୍ଷା ପାଇଁ ଏକ...

Advertisement
Archives

Model This Week