ଗଞ୍ଜାମରେ ସମସ୍ତ ଘରକୁ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିବ ଟିମ୍‌

ଛତ୍ରପୁର, ୮ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ଘରକୁ ଘର ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥାବସ୍ଥା ଏକ ଟିମ୍‌ ପଚାରି ବୁଝିବ। କରୋନା ଜନିତ ଲକ୍ଷଣ ଦେଖାଗଲେ ଏସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗକୁ ଉକ୍ତ ଟିମ୍‌ ଜଣାଇବେ। ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଆଣି ଚିକିତ୍ସା କରାଯିବ। ଏହି ଟିମ୍‌ରେ ସ୍ଥାନୀୟ ସ୍କୁଲ ଶିକ୍ଷକ, ଅଙ୍ଗନଓ୍ବାଡି କର୍ମୀ, ସହାୟିକା ରହିବେ। ବୁଧବାର ଛତ୍ରପୁରଠାରେ ସମସ୍ତ ୨୨ ବ୍ଲକ ସହ ଭିଡିଓ କନ୍‌ଫରେନ୍ସିଂରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର ସାହୁ ଓ ଅମୀୟ ସାହୁ, ଉପଜିଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri