ଗଞ୍ଜାମରେ ସମ୍ପୂର୍ଣ୍ଣ ଶଟ୍‌ଡାଉନ ଗୁଜବ: ଟୁଇଟ୍‌କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୨୨।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ସମ୍ପୂର୍ଣ୍ଣ ଶଟଡାଉନ୍‌ ହେବ ବୋଲି ସବୁଆଡେ ଚର୍ଚ୍ଚା ଚାଲିଛି। ତେବେ ଏହା ଏକ ଗୁଜବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଟୁଇଟ୍‌କରି ସୂଚନା ଦେଇଛନ୍ତି। ପୂର୍ବଭଳି ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ ୭ରୁ ମଧ୍ୟାହ୍ନ ୧୨ଟା ଯାଏ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲାରହିବ। ଦୈନିକ ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଲକ୍‌ଡାଉନ ଜାରି ରହିବ। ସେହିପରି ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଶଟ୍‌ଡାଉନ ରହିବ ବୋଲି ଜିଲାପାଳ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ: ୫ ବର୍ଷ ପରେ ବି…

ଯାଜପୁର ଅଫିସ/କୋରେଇ/ ରଗଡ଼ି(ଡି.ଏନ.ଏ.),୨୫ା୭: ଯାଜପୁର ଜିଲା କୋରେଇ ଥାନା ଗୌରପୁର ପଞ୍ଚାୟତ ଯୁଗଳ ଗ୍ରାମରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ଶନିବାର ପୃଥକ୍‌ ଭାବେ ଜବତ...

ବୈତରଣୀ ବାଲିଘାଟ ପରିଦର୍ଶନ

ଧାମନଗର, ୧୯ା୮(ସନ୍ତୋଷ କୁମାର ମହାପାତ୍ର): ଖଣି ବିଭାଗ, ତହସିଲ, ଜିଲା ପ୍ରଶାସନ ଓ ଜଳ ସମ୍ପଦ ବିଭାଗର ମିଳିତ ଟିମ୍‌ ଗୁରୁବାର ଭଦ୍ରକ ଜିଲା ଧାମନଗର...

ଖୁଣ୍ଟ ପୋତାଯାଇଛି, ଜଳୁନି ଲାଇଟ୍‌

ଚମ୍ପୁଆ,୧୨।୧୨(ଡି.ଏନ.ଏ.)-ଏନଏସି ଗଠନ ପରେ ଜନସାଧାରଣଙ୍କୁ ମିଳିବାକୁ ଥିବା ମୌଳିକ ସୁବିଧା ପାଇବାରୁ ଏନଏସିବାସୀ ବଞ୍ଚିତ ହେଉଥିବା ଦେଖିବାକୁ ମିଳୁଛି। ଏନଏସି ଓ ବିଦ୍ୟୁତ ବିଭାଗ ପରସ୍ପରକୁ...

ଗଞ୍ଜାମ ଜିଲାରେ ଟିଡି ଟିକାର ବ୍ୟବହାର ଆରମ୍ଭ : ୧ ଲକ୍ଷ ୭୭ହଜାର ଜଣଙ୍କୁ ଦିଆଯିବ ଟିକା

ବ୍ରହ୍ମପୁର ଅଫିସ୍‌,୧୩ା୬-ଗଞ୍ଜାମ ଜିଲାରେ ଟିଟାନାସ୍‌ ଏବଂ ଆଡଲଟ୍‌ ଡିପ୍‌ଥେରିଆ (ଟିଡି) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍ପିଟାଲ୍‌ ପରିସରସ୍ଥ ପୋଷ୍ଟପାର୍ଟମ ଏବଂ ଟିକାକରଣ...

ଭାଜପା ଛାଡିଥିଲେ ୧୫, ଫେରିଲେ ୫ ଜିଲାପରିଷଦ

ବାରିପଦା ଅଫିସ,୩୦ା୮: ନିକଟରେ ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ମୟୂରଭଞ୍ଜ ଜିଲାର ୧୫ ଜିଲାପରିଷଦ ସଦସ୍ୟ। ସେମାନଙ୍କ ମଧ୍ୟରୁ ରବିବାର ୫ଜଣ ଦଳକୁ...

ଆରମ୍ଭ ହେଲା ରଜ ଉତ୍ସବ

ଆନନ୍ଦପୁର,୧୩ା୬(ସ୍ବ.ପ୍ର): ଘଷିପୁରା ଆଦର୍ଶ ସେବାସଂଘ ଆନୁକୂଲ୍ୟରେ ଆୟୋଜିତ  ରଜ ଉତ୍ସବ ଗ୍ୟାରେଜ ଛକ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ସଂଘର ସଭାପତି ଯଜ୍ଞ ପ୍ରସାଦ ସାହୁଙ୍କ ସଭାପତିତ୍ୱରେ...

କରୋନା ଯୋଦ୍ଧା ସମ୍ମାନିତ

ଯୋଡା,୧୩ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡାଠାରେ କରୋନା ମହାମାରୀ ସମୟରେ ଯୋଦ୍ଧା ରୂପେ ଜନସାଧାରଣଙ୍କୁ ସେବା ଯୋଗାଉଥିବା ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ, ପୋଲିସ ଓ ସଫେଇ କର୍ମଚାରୀଙ୍କୁ...

ତାତିଲେ ରାଣୀଗୋଡ଼ାବାସୀ : ବିଜୁଳି ଦିଅ, ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ, ୧୬।୫- ଅନୁଗୋଳ ଉପକଣ୍ଠ ରାଣୀଗୋଡ଼ା ନାୟକ ସାହିର ଲୋକେ ଅନୁଗୋଳ ସେସୁ କାର୍ଯ୍ୟାଳୟ ଆଗରେ ବୁଧବାର ଧାରଣା ଦେଇଥିଲେ। ଗ୍ରାମରେ ଲୋ ଭୋଲଟେଜ୍‌...

Advertisement
Archives

Model This Week