ଗଞ୍ଜାମରେ ସୁସ୍ଥ ହେଲେଣି ୩୦୨ ଆକ୍ରାନ୍ତ: ଆଉ ୮୯ କରୋନା ଆକ୍ଟିଭ

ଛତ୍ରପୁର, ୨୮।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୪ ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଛି। ଏଥିରୁ ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିଭଳି ୩ କରୋନା ପଜିଟିଭଙ୍କ ମତ୍ୟୁ ହୋଇଥିବା ବେଳେ ୮୯ ଜଣ କରୋନା ପଜିଟିଭ୍‌ ଆକ୍ଟିଭ ଅଛନ୍ତି। ଏମାନଙ୍କୁ ଶିତଳାପଲିସ୍ଥିତ କୋଭିଡ୍‌ ହସ୍ପିଟାଲ ଓ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜରେ ଖୋଲିଥିବା କୋଭିଡ୍‌ କେୟାର ସେଣ୍ଟରରେ ରଖି ଚିକିସଛା କରାଯାଉଛି। ଗୁରୁବାର ଗଞ୍ଜାମରେ ୨୬ ପଜିଟିଭ୍‌ ମିଳିଥିବା ବେଳେ ଆଉ ୧୯ ପଜିଟିଭ ସୁସ୍ଥ ହୋଇଛନ୍ତି । ସୁସ୍ଥ ହେବା ପରେ ଏମାନଙ୍କୁ କୋଭିଡ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇ ଆମ୍ବୁଲାନ୍ସ ଯୋଗେ ତାଙ୍କ ଘରକୁ ପଠାଇଦିଆଯାଇଛି। ନିୟମିତ ଏମାନଙ୍କ ଉପରେ ସ୍ବାସ୍ଥ୍ୟ ବିଭାଗର ଟିମ ନଜର ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri