ଗଞ୍ଜାମରେ ୧୩ କରୋନା ଯୋଦ୍ଧା ସମେତ ୫୬ ପଜିଟିଭ୍‌

ଛତ୍ରପୁର,୧୮ା୬(ଡି.ଏନ୍‌.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୧୩ କରୋନା ଯୋଦ୍ଧା ଅଛନ୍ତି। ଏମାନେ ସମସ୍ତେ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୬୨୦ ସୁସ୍ଥ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ୧୨୯ କରୋନା ଆକ୍ରାନ୍ତ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗୁରୁବାର ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ସୋସିଆଲ ମିଡିଆରେ ଭିଡିଓ ଭାଇରାଲ: ଅଭିଯୁକ୍ତ ଗିରଫ

ବଡବିଲ,୨୨।୫(ସ୍ବ.ପ୍ର.)-ସୋସିଆଲ ମିଡିଆରେ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ବଡବିଲ ଥାନା ପୋଲିସ ବାକଲ ହଟିଂ ଅଞ୍ଚଳର ଏମଡି ଅଖତାର ଖାନଙ୍କୁ...

ବିଏସ୍‌ଏଫ୍‌ ଯବାନଙ୍କ ଆତ୍ମହତ୍ୟା

ଚିତ୍ରକୋଣ୍ଡା, ୫।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ନିକଟ ବିଏସ୍‌ଏଫ କ୍ୟାମ୍ପରେ ଜଣେ ଯବାନ ନିଜ ସର୍ଭିସ ରିଭଲବଭରରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। ଏହି...

ଧର୍ମଗଡ଼ ବିଧାନସଭା: ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଧର୍ମଗଡ଼ ବିଧାନସଭା ଆସନରୁ ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିର ମୌଷଦୀ ବାଗ ଆଗୁଆ ରହିଛନ୍ତି। ମୌଷଦୀ ୧୫୩୮ ଭୋଟ ପାଇଥିବାବେଳେ ନିକଟତମ...

ଘର ଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା

ବନ୍ତ,୯।୪(ସ୍ବ.ପ୍ର.)-କରୋନା ଲକ୍‌ ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା...

ବିଷାକ୍ତ ସାପ କାମୁଡାରେ ବୃଦ୍ଧ ଗୁରୁତର

ଦିଗପହଣ୍ଡି,୧୭।୧୦(ବ୍ୟୁରୋ): ଗଞ୍ଜାମ ଜିଲା ବିଷାକ୍ତ ସାପ କାମୁଡାରେ ସୋମବାର ଜଣେ ବୃଦ୍ଧ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ କଇଠଡା ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଠପଡା ଗ୍ରାମର...

ରାଜ୍ୟ ସରକାରଙ୍କ କୋଭିଡ ହେଲ୍ପ ଡେସ୍କ ଶୁଭାରମ୍ଭ: ହ୍ବାଟ୍‌ସଆପ୍‌ରେ ମିଳିପାରିବ କରୋନା ସମ୍ପର୍କିତ ସୂଚନା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଲୋକଙ୍କ ପାଖରେ କରୋନା...

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୬ କୁ ବୃଦ୍ଧି...

କଟକରେ ୫୦୦ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୨୫।୬: କଟକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ଶହ ଡେଇଁଛି। ଗୁରୁବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୧୦ରେ ପହଞ୍ଚିଛି। ସେଥିରୁ ୪୦୫ଜଣ ସୁସ୍ଥ...

Advertisement
Archives

Model This Week