ଗଞ୍ଜାମରେ ୨୪୮ କରୋନା ଆକ୍ରାନ୍ତ ସୁସ୍ଥ

ଛତ୍ରପୁର,୨୫ା୫(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସୋମବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସମସ୍ତଙ୍କୁ କୋଭିଡ୍‌ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ା ଏମାନେ ଘରେ କ୍ୱାରାଣ୍ଟାଇନ୍‌ରେ ରହିବେ। ସ୍ବାସ୍ଥ୍ୟ ଟିମ୍‌ ନିୟମିତ ଘରକୁ ଯାଇ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବେ ବୋଲି ସୂଚନା ଦିଆଯାଇଛି ା ତେବେ ଜିଲାରେ ଏ ପର୍ଯ୍ୟନ୍ତ ୨୪୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂତସରସିଙ୍ଗି ସମିତିସଭ୍ୟ ପଦବୀ ଅସିଦ୍ଧ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.): ପୁରୁଷୋତ୍ତମପୁର ବ୍ଲକ ଭୂତସରସିଙ୍ଗି ପଞ୍ଚାୟତର ସମିତିସଭ୍ୟ ପଦବୀକୁ ଛତ୍ରପୁର ସିଭିଲ ଜଜ୍‌ (ସିନିୟର ଡିଭିଜନ) ସ୍ବଂୟପ୍ରଭା ଆଚାର୍ଯ୍ୟ ମଙ୍ଗଳବାର ଅସିଦ୍ଧ ଘୋଷଣା କରିଛନ୍ତି। ଭୂତସରସିଙ୍ଗି...

ଜୁଆ ଆଡ୍ଡା ଉପରେ ଚଢାଉ: ୧୬ ଗିରଫ, ୧ ଲକ୍ଷ ୫୩ ହଜାର ଟଙ୍କା ସହ ୧୮ ମୋବାଇଲ ଜବତ

ହିଞ୍ଜିଳିକାଟୁ ୪।୦୯(ଡି.ଏନ.ଏ): ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସାରୁ ଗ୍ରାମପଞ୍ଚାୟତର ମାଛବନ୍ଧଠାରେ ପୋଲିସ ଏକ ଜୁଆ ଆଡ୍ଡା ଉପରେ ବଡ଼ ଧରଣର ଚଢ଼ାଉ କରିଛି। ଚଢାଉରେ ୧୬...

ୟୁପିରୁ ଦୁଇ ଭାଇଙ୍କୁ ଗିରଫ କଲା ଛତ୍ରପୁର ପୋଲିସ

ଛତ୍ରପୁର,୧୫ା୯(ଡି.ଏନ.ଏ)-ଦଶ ଚକିଆ ଟ୍ରକରେ ବ୍ୟାଟେରି ସହ ଗଞ୍ଜେଇକୁ ଆନ୍ଧ୍ରରୁ ଓଡିଶା ଦେଇ ଉତ୍ତରପ୍ରଦେଶ ଚାଲାଣ ମାମଲାରେ ସମ୍ପୃକ୍ତ ୨ ଭାଇଙ୍କୁ ପୋଲିସ ଗିରଫ କରିଛିି ା...

ସମ୍ଭାବ୍ୟ ବନ୍ୟା ଆଶଙ୍କା : ମୁକାବିଲା ପାଇଁ ପ୍ରଶାସନ,ଜଳସମ୍ପଦ ବିଭାଗ ପ୍ରସ୍ତୁତ

ଭଞ୍ଜନଗର,୮।୮(ଡି.ଏନ.ଏ.)-ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ମଧ୍ୟ ଭଞ୍ଜନଗର ଉପଖଣ୍ଡରେ ପଡିବା ସମ୍ଭାବନା ରହିଛି।...

ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗର ପ୍ରସ୍ତୁତି ସମୀକ୍ଷା କଲେ ଆର୍‌ଡିସି

ବ୍ରହ୍ମପୁର ଅଫିସ,୨୭ା୩-କରୋନା ସଂକ୍ରମଣର ପ୍ରତିରୋଧ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମପୁରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପର ଶୁକ୍ରବାର ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର...

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆପ୍‌ର ବିକ୍ଷୋଭ

ଛତ୍ରପୁର,୨୮।୨(ଡି.ଏନ୍‌.ଏ.): ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ ସ୍ଥାୟୀ ଚାକିରି ଓ ଦରମା ବୃଦ୍ଧି ଦାବି ନେଇ ଆମ ଆଦମୀ ପାର୍ଟି ପକ୍ଷରୁ ମଙ୍ଗଳବାର ଗଞ୍ଜାମ...

ପଥରରେ ଛେଚି ଯୁବକଙ୍କୁ ହତ୍ୟା, ହତ୍ୟାକାରୀ ଅଟକ

ବ୍ରହ୍ମପୁର ଅଫିସ,୫।୧୦: ବଡବଜାର ଥାନା ଅନ୍ତର୍ଗତ ପ୍ରେମନଗର ମୁଖ୍ୟ ରାସ୍ତାରେ ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ...

ଭାରତ ମହାସାଗରରୁ ମିଳିଲା ବିରଳ ପ୍ରଜାତିର ମାଛ

ବ୍ରହ୍ମପୁର ଅଫିସ,୧୭ା୧: ଗଞ୍ଜାମ ଜିଲା ଗୋପାଳପୁରରେ ଥିବା ଭାରତୀୟ ପ୍ରାଣୀ ବିଜ୍ଞାନ ସର୍ବେକ୍ଷଣ (ଜେଡ୍‌ଏସ୍‌ଆଇ)କୁ ପୁଣି ଏକ ସଫଳତା ମିଳିଛି। ଜେଡ୍‌ଏସ୍‌ଆଇର ବୈଜ୍ଞାନିକ ଡ. ଅନିଲ...

Advertisement
Archives

Model This Week