ଗଞ୍ଜାମରେ ୨୬ ଖବରଦାତାଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ: ଲକ୍ଷଣ ଥିବା ୨ ଜଣଙ୍କ କୋଭିଡ୍‌ ଟେଷ୍ଟ

ଛତ୍ରପୁର,୨୧ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଖବରଦାତାମାନେ ମଧ୍ୟ ଖବର ସଂଗ୍ରହ ପାଇଁ ପ୍ରଶାସନିକ ଅଧିକାରୀ ଓ ଜନସାଧାରଣଙ୍କୁ ଭେଟୁଛନ୍ତି ଏହି ପରିପ୍ରେକ୍ଷୀରେ ରବିବାରଠାରୁ ବ୍ରହ୍ମପୁରସ୍ଥିତ ସିଟି ହସ୍ପିଟାଲରେ ଗଞ୍ଜାମ ଜିଲାର ଖବରଦାତାମାନଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ ହୋଇଛି। ରବିବାର ୨୬ ଜଣ ଖବରଦାତାଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଡିପିଏମ ଶ୍ୟାମ ସୁନ୍ଦର ତ୍ରିପାଠୀଙ୍କ ତତ୍ତ୍ୱାବଧାନରେ ହୋଇଥିଲା। ଏଥିରୁ ୨ ଜଣଙ୍କ ଲକ୍ଷଣ ବାହାରିବାରୁ ସେମାନଙ୍କର କୋଭିଡ୍‌-୧୯ ଟେଷ୍ଟିଂ ହୋଇଛି। ଏହି ରିପୋର୍ଟକୁ ଅପେକ୍ଷା କରାଯାଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ସରକାରଙ୍କ ବଡ଼ ନିଷ୍ପତ୍ତି; ସେପ୍ଟେମ୍ବର ୧୧ରେ ସରକାରୀ ଛୁଟି, କଣ ଖୋଲା କଣ ବନ୍ଦ ଜାଣନ୍ତୁ

ନୂଆଦିଲ୍ଲୀ,୩ା୯: ରାଜଧାନୀ ଦିଲ୍ଲୀରେ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଦିଲ୍ଲୀରେ ହେବାକୁ ଥିବା BRICS ସମ୍ମିଳନୀକୁ ଦୃଷ୍ଟିରେ ରଖି ସୁରକ୍ଷା,…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri