ଗଞ୍ଜାମରେ ୬୦ ଘଣ୍ଟା ଶଟ୍‌ଡାଉନ୍‌: ଲାଠିଧରି ବୁଲୁଛନ୍ତି ପ୍ରଶାସନିକ ଅଧିକାରୀ

ଛତ୍ରପୁର,୬।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ୬୦ ଘଣ୍ଟା ଶଟ୍‌ଡାଉନ୍‌ ଜାରି ରହିଛି। ଜିଲାରେ ଶୁକ୍ରବାର ସନ୍ଧ୍ୟା ୭ଟାରୁ ସୋମବାର ସକାଳ ୭ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ ବୋଲି ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଘୋଷଣା କରଯାଇଥିଲା। ଶୁକ୍ରବାର ସନ୍ଧ୍ୟା ୭ଟା ପୂର୍ବରୁ ହିଁ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଲାଠି ଧରି ଛତ୍ରପୁର ସହର ବୁଲି ଦୋକାନ ବନ୍ଦ ସହ ରାସ୍ତାରେ ଯାଉଥିବା ଲୋକଙ୍କୁ ଉତ୍ତମ ମଧ୍ୟମ ଦେଉଥିବା ଦେଖିବାକୁ ମିଳିଥିଲା। ଶନିବାର ମଧ୍ୟ ଛତ୍ରପୁର ବଜାର ରାସ୍ତାରେ ପ୍ରଶାସନିକ ଅଧିକାରୀ ବୁଲୁଛନ୍ତି।
ଅପରପକ୍ଷରେ ଛତ୍ରପୁର, ଚମାଖଣ୍ଡି ଥାନା ପୋଲିସ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଶଟ୍‌ଡାଉନ୍‌ ନେଇ ଛତ୍ରପୁର ସହର ଶୂନଶାନ ହୋଇଯାଇଛି। କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦେକାନ ଖୋଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସ ପାଳନ ପଡ଼ିଲା ମହଙ୍ଗା: ଫେସ୍‌ବୁକ୍‌ରେ ଫଟୋ ଭାଇରାଲ ପରେ ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

କୁଆଁରମୁଣ୍ଡା,୭।୯(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି। ଏହି ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବନ୍ଦକରାଯାଇଛି। ଛାତ୍ରୀ,...

ପୋଲିସଙ୍କୁ ମିଳିବ କରୋନା ସୁରକ୍ଷା ତାଲିମ

କଟକ ଅଫିସ୍‌, ୯।୫: କରୋନା ଭୂତାଣୁର ଦ୍ରୁତ ସଂକ୍ରମଣ ଯୋଗୁ ରାଜ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସୁରକ୍ଷା...

ଶ୍ରାବଣ ପ୍ରଥମ ସୋମବାରରେ ଜଳଲାଗି କଲେ ହଜାର ହଜାର କାଉଡ଼ିଆ

କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର,...

କଳାହାଣ୍ଡି : ୧୦୩ କେନ୍ଦ୍ରରେ ପରୀକ୍ଷା ଦେବେ ୨୧,୧୬୫ ଛାତ୍ରୀଛାତ୍ର

ଭବାନୀପାଟଣା,୧୮।୨(ଡି.ଏନ୍‌.ଏ.): ଚଳିତ ବର୍ଷ କଳାହାଣ୍ଡି ଜିଲାର ୩୩୬ଟି ହାଇସ୍କୁଲର ୨୧ ହଜାର ୧୬୫ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ଏଥି ନିମନ୍ତେ ଜିଲାରେ ୧୦୩ଟି ପରୀକ୍ଷା...

ଦ୍ୱିତୀୟ ଦିନରେ ଶରଣକୁଳ ଫୁଟବଲ୍‌ ଟୁର୍ନାମେଣ୍ଟ :ଟାଇବ୍ରେକରରେ ଝାଡ଼ଖଣ୍ଡ ବିଜୟୀ

ନୟାଗଡ଼ ଅଫିସ,୩।୧୧-ନୟାଗଡ଼ ଜିଲା ଶରଣକୁଳ ଲଡୁକେଶ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ନାରାୟଣ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆରେ ୬୦ତମ ସର୍ବଭାରତୀୟ ଫୁଟବଲ୍‌ ଟୁର୍ନାମେଣ୍ଟ ଚାଲୁ ରହିଛି। ଦ୍ୱିତୀୟ...

ପ୍ରଦୂଷିତ ହେଉଛି ବୈତରଣୀ : ମୁଖ୍ୟ କାରଣ ସାଜିଛି ବିଭାଗୀୟ ଉଦାସୀନତା

ଆନନ୍ଦପୁର,୨୩ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ଦେଇ ପ୍ରବାହିତ ବୈତରଣୀ ଦିନକୁ ଦିନ ପ୍ରଦୂଷିତ ହେବାରେ ଲାଗିଛି। ଏଥିପ୍ରତି ଆନନ୍ଦପୁର ପୌରପାଳିକାର ନଜର ପଡୁନି। ବିପର୍ଯ୍ୟସ୍ତ ପରିମଳ...

ଟାଉନ୍‌ହଲ ପରିସର ପାଲଟିଛି ପାର୍କିଂସ୍ଥଳ, ପରିସ୍ରାଗାର

ପାରଳାଖେମୁଣ୍ଡି, ୫ା୩(ସ୍ବ.ପ୍ର.) ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ୧୪ ନଂ. ଓ୍ବାର୍ଡସ୍ଥିତ ଟାଉନ୍‌ହଲ ନବୀକରଣ କାର୍ଯ୍ୟ ଚାଲିଥିବାବେଳେ ଏଥିରେ ଅହେତୁକ ବିଳମ୍ବ ହେଉଥିବା ଜଣାପଡ଼ିଛି। ଜିଲା ସଦରରେ...

ମୃତକଙ୍କ ପରିବାରକୁ ଭେଟିଲେ ଚିକିଟି ବିଧାୟିକା

ଗୋପାଳପୁର,୧୧ା୨-ଗୋଳନ୍ଥରା ଥାନା ମେଣ୍ଢରାଜପୁର ଛକରେ ସିଲ୍‌କ ସିଟି ବସ୍‌ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ରବିବାର ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ସୋମବାର...


Coronavirus Update

Archives

Model This Week

Why Dharitri