ଗଞ୍ଜାମରେ ୬୦ ଘଣ୍ଟା ଶଟ୍‌ଡାଉନ୍‌: ଲାଠିଧରି ବୁଲୁଛନ୍ତି ପ୍ରଶାସନିକ ଅଧିକାରୀ

ଛତ୍ରପୁର,୬।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ୬୦ ଘଣ୍ଟା ଶଟ୍‌ଡାଉନ୍‌ ଜାରି ରହିଛି। ଜିଲାରେ ଶୁକ୍ରବାର ସନ୍ଧ୍ୟା ୭ଟାରୁ ସୋମବାର ସକାଳ ୭ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ ବୋଲି ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଘୋଷଣା କରଯାଇଥିଲା। ଶୁକ୍ରବାର ସନ୍ଧ୍ୟା ୭ଟା ପୂର୍ବରୁ ହିଁ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଲାଠି ଧରି ଛତ୍ରପୁର ସହର ବୁଲି ଦୋକାନ ବନ୍ଦ ସହ ରାସ୍ତାରେ ଯାଉଥିବା ଲୋକଙ୍କୁ ଉତ୍ତମ ମଧ୍ୟମ ଦେଉଥିବା ଦେଖିବାକୁ ମିଳିଥିଲା। ଶନିବାର ମଧ୍ୟ ଛତ୍ରପୁର ବଜାର ରାସ୍ତାରେ ପ୍ରଶାସନିକ ଅଧିକାରୀ ବୁଲୁଛନ୍ତି।
ଅପରପକ୍ଷରେ ଛତ୍ରପୁର, ଚମାଖଣ୍ଡି ଥାନା ପୋଲିସ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଶଟ୍‌ଡାଉନ୍‌ ନେଇ ଛତ୍ରପୁର ସହର ଶୂନଶାନ ହୋଇଯାଇଛି। କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦେକାନ ଖୋଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଭୟରେ ନାବାଳିକାଙ୍କ ଆତ୍ମହତ୍ୟା

ଜଗତ୍‌ସିଂହପୁର ଅଫିସ, ୧୫ା୩:ପଞ୍ଚାୟତ ନିର୍ବାଚନର ପୂର୍ବଦିନ ହୋଇଥିବା ମାମଲାରେ ପୋଲିସ ଭୟଭୀତ କରୁଥିବାରୁ ରବିବାର ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଜଗତ୍‌ସିଂହପୁର ଥାନା...

ତୀର୍ଥଯାତ୍ରୀ ବସ୍‌କୁ ଧକ୍କା ଦେଲା ଟ୍ରେଲର, ୪ ମୃତ, ୨୫ରୁ ଊର୍ଦ୍ଧ୍ୱ ଆହତ

କଣିହାଁ,୨ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌କୁ ଟ୍ରେଲର ଧକ୍କା ଦେବାରୁ ୪ ଜଣଙ୍କ ଜୀବନ ଯାଇଥିବା ବେଳେ...

ଗୃହିଣୀ ସାଜିଲେ ଅଟୋଚାଳକ

ଖୋର୍ଦ୍ଧା ଅଫିସ,୧୨।୭: କରୋନା ଯୋଗୁ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଛି। ଏଭଳି ସ୍ଥିତିରେ ଲୋକେ କାମଧନ୍ଦା ନ ପାଇ ଘରେ ବସି ରହିଛନ୍ତି। ଘରେ...

ରୋଜଗାର ମାଗିଲେ ଯାଯାବର

(ଅଜିତ ଧଳ) ଛେଣ୍ଡିପଦା,୧୨ା୪ – ଲକ୍‌ଡାଉନ୍‌ ସମୟରେ ସରକାରୀ ସହାୟତା ନେବାକୁ ବହୁ ଥିଲାବାଲାଙ୍କ ହାତ ଲମ୍ବି ଆସୁଥିବା ବେଳେ ଖାଦ୍ୟ ସାମଗ୍ରୀ ଧରି ଘରଦୁଆରେ...

ରାସ୍ତାରେ ଦଳିଦେଲା ହାତୀ

ବାରିପଦା ଅଫିସ,୩୦ା୪: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଛଚିନାପଦାରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଖବର ପାଇ ବନ କର୍ମଚାରୀ...

ଥଟ୍ଟା କରିବାରୁ ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ

ସମ୍ବଲପୁର,୨୪ା୫(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କେଶାପାଲି ଗ୍ରାମରେ ଥଟ୍ଟା କରିବାକୁ ନେଇ ମାରପିଟ ହୋଇଛି। ଉଭୟ ପକ୍ଷଙ୍କ ଅଭିଯୋଗ କ୍ରମେ ଥାନାରେ ୭୯/୨୨ ଏବଂ...

CORONAVIRUS UPDATE: ମୟୁରଭଞ୍ଜ ଛୁଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୦୦ ଟପିଲା

ଭୁବନେଶ୍ୱର,୭।୫:(ବ୍ୟୁରୋ): ରାଜ୍ୟରେ ଆଉ ୨୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଗୁରୁବାର ନୂଆ ଚିହ୍ନଟ ହୋଇଥିବା...

ଫାଣ୍ଡି ଅଧିକାରୀଙ୍କ ଉନ୍ମତ୍ତକାଣ୍ଡ

ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨: ନବରଙ୍ଗପୁର ଜିଲା ସରୁଗୁଡା ଗାଁରେ ଶୁକ୍ରବାର ରାତିରେ ଦୋକାନ ବନ୍ଦ କରି ଘରକୁ ଯାଉଥିବା ବ୍ୟବସାୟୀ ଓ ପାଖରେ ଥିବା କେତେଜଣ ଲୋକଙ୍କୁ ଡଙ୍ଗରଭେଜା...

Advertisement
Archives

Model This Week