ଗଞ୍ଜାମର ବିଭିନ୍ନ ଆଇସୋଲେଶନ ସେଣ୍ଟରରେ ୩୬୧ ଭୁବନେଶ୍ୱର ଫେରନ୍ତା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.)- ଭୁବନେଶ୍ୱରରୁ ଗଞ୍ଜାମ ଜିଲାକୁ ଫେରିଥିବା ୩୬୧ ଜଣଙ୍କୁ ବିଭିନ୍ନ ଆଇସୋଲସନ ସେଣ୍ଟରରେ ରଖାଯାଇଛି। ବର୍ତ୍ତମାନ ୫ହଜାର ୮୧୯ ଜଣ ଅନ୍ୟ ରାଜ୍ୟରୁ ଫେରନ୍ତା ହୋମ୍‌ କ୍ୱାରେଣ୍ଟାଇନରେ ଅଛନ୍ତି। ଜିଲାକୁ ବିଦେଶରୁ ଫେରିଥିବା ସମସ୍ତ ୭୬୧ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି ସରିଥିବା ଡିଆର୍‌ଡିଏ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୫୬୮ ଜଣଙ୍କ ସ୍ବାବ ପରୀକ୍ଷା ହୋଇଛି ଏବଂ କାହାରି ମଧ୍ୟ ପଜିଟିଭ ବାହାରି ନାହିଁ। ଅପରପକ୍ଷରେ ମଙ୍ଗଳବାର ନିୟମ ଉଲଂଘନ ନେଇ ୫୫ ଗାଡି ଜବତ ହୋଇଥିବା ବେଳେ ମାସ୍କ ପିନ୍ଧି ନ ଥିବା ନେଇ ୧୭୯ ଜଣଙ୍କ ଠାରୁ ୨୦୦ ଟଙ୍କା ଲେଖାଏ ଜରିମାନା ଆଦାୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୧ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri