ଗଞ୍ଜାମର ସମସ୍ତ ପ୍ରବେଶ ପଥରେ ଲାଗିବ ସିସି କ୍ୟାମେରା, ମୁତୟନ ହେବେ ମାଜିଷ୍ଟ୍ରେଟ

ଛତ୍ରପୁର,୧୦ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ପ୍ରବେଶ ପଥରେ ସିସି କ୍ୟାମେରା ଲାଗିବ ଓ ମାଜିଷ୍ଟ୍ରେଟ ମୁତୟନ ହେବେ। ସମସ୍ତ ଯାନ ବାହାନ ଯାଞ୍ଚ କରାଯିବ। ମାଲବାହୀ ଗାଡିର ଚାଳକ ଓ ହେଲ୍‌ପର ପରିଚୟପତ୍ର ଦେଖାଇଲେ ଜିଲା ଭିତରକୁ ଛଡାଯିବ। ସେଥିରେ ଯାତ୍ରୀ ପରିବହନ କଲେ ଚାଳକକୁ ଗିରଫ ସହ ଗାଡି ଜବତ କରାଯିବ। କୌଣସି କର୍ମଚାରୀ ମୁଖ୍ୟାଳୟ ଛାଡି ପାରିବେ ନାହିଁ। ଆବଶ୍ୟକବେଳେ କାମ ନ କଲେ ମହାମାରୀ ଆଇନରେ ସେମାନଙ୍କୁ ଗିରଫ କରାଯିବ। ସବୁ ଦୋକାନୀ ‘ମାସ୍କ ନାହିଁ ତ ସଉଦା ନାହିଁ’ ଫଳକ ଲଗାଇବେ। ମାସ୍କ ନ ଲଗାଇଥିବା ବ୍ୟକ୍ତିଙ୍କଠାରୁ ଗୁରୁବାର ୧ଲକ୍ଷ ୧୭ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସେମାନଙ୍କଠାରୁ ୨ଶହରୁ ଅଧିକ ଟଙ୍କା ଜରିମାନା ଆଦାୟ କରାଯାଇପାରିବ ନାହିଁ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।
ବୈଠକରେ ଡ଼ିଆର୍‌ଡିଏ ପିଡି ଇ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏଡିଏମ କବୀନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ, ବ୍ରହ୍ମପୁର ଉପ ଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଛତ୍ରପୁର ଉପ ଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ରେ ପୋଷ୍ଟାଲ ଡିଭିଜନ ଦାବି କଲା ବରିଷ୍ଠ ନାଗରିକ କଲ୍ୟାଣ ଟ୍ରଷ୍ଟ

ନୟାଗଡ଼ ଅଫିସ,୨୧।୭-ନୟାଗଡ଼ ବରିଷ୍ଠ ନାଗରିକ କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ନୟାଗଡ଼ରେ ପୋଷ୍ଟାଲ ଡିଭିଜନ ଖୋଲିବା ପାଇଁ ଦାବି କରାଯାଇଛି। ନୟାଗଡ଼ରେ ମୁଖ୍ୟ ଡାକଘର ଥିବା ସହିତ...

ଜମି ହରାଇବା ଆଶଙ୍କାରେ ଚାଷୀ

କଳିଙ୍ଗନଗର,୫ା୨(ଡି.ଏନ.ଏ.): ଐତିହ୍ୟ ବ୍ୟାସସରୋବର ମନ୍ଦିର ସୌନ୍ଦର୍ଯ୍ୟକରଣ ନିମନ୍ତେ ପ୍ରକିୟା ଆରମ୍ଭ ହୋଇଛି। ଏଥିଲାଗି ୨୯୪ ଏକର ଜମିର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଜିଲା ଖଣିଜ...

ଏସ୍‌ପି ଅଫିସ ଆଗରେ ଧାରଣା

ଭଦ୍ରକ ଅଫିସ, ୨୨।୩: ଏକ ବାଇକ ଚୋରି ମାମଲାରେ ଭଦ୍ରକ ଚୂଡ଼ାମଣି ପୋଲିସର ମନମୁଖୀ କାର୍ଯ୍ୟ ବିରୋଧରେ ଭଦ୍ରକ ଏସ୍‌ପି ଅଫିସ ଆଗରେ ଏକ ପରିବାର...

ହଳଦିଆପଦରକୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡ ଅକ୍ଟୋବର ୨ରୁ

ବ୍ରହ୍ମପୁର ଅଫିସ,୨୮ା୮- ବ୍ରହ୍ମପୁର ବସ୍‌ଷ୍ଟାଣ୍ଡର ସ୍ଥାନାନ୍ତର ନେଇ ରହିଥିବା ସମସ୍ୟାର ଏବେ ଅନ୍ତ ଘଟିବ। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ହଳଦିଆପଦର ବସ୍‌ଟର୍ମିନାଲକୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡ...

ପିଏମ୍‌ଜିଏସ୍‌ୱାଇ ରାସ୍ତା ନିର୍ମାଣରେ ଲାଞ୍ଚ ଅଭିଯୋଗ

ଯାଜପୁର ଅଫିସ,୨୮।୮: ଯାଜପୁର ଜିଲାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ବିନା ପିସିରେ ଫାଇଲ୍‌ ଘୁଞ୍ଚେ ନାହିଁ ବୋଲି ଠିକାଦାରମାନେ ଅଭିଯୋଗ କରିଆସୁଛନ୍ତି। ଏଭଳି...

ଜୋରଧରିଲା ବାଲିଗୁଡ଼ା ଜିଲା ଘୋଷଣା ଦାବି

ବାଲିଗୁଡ଼ା,୧୧।୧୨(ଡି.ଏନ୍‌.ଏ.): ବାଲିଗୁଡ଼ାକୁ ଜିଲା ଘୋଷଣା ଦାବି ନେଇ ମିଳିତ ମଞ୍ଚର ଆବାହକ ତଥା ବରିଷ୍ଠ ଆଇନଜୀବୀ କୌଶିକ ସାହୁଙ୍କ ନେତୃତ୍ୱରେ ଏକ ହୋଟେଲରେ ଦ୍ୱିତୀୟ ବୈଠକ...

୨୮ କୋଟି ଟଙ୍କାର ୧୪ ପ୍ରକଳ୍ପ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୧୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗୁରୁବାର ପ୍ରାୟ ୨୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୪ ପ୍ରକଳ୍ପର ଉଦ୍‌ଘାଟନ...

କାଠ ସଂଗ୍ରହ କରିବାକୁ ଯାଇ ଯୁବତୀ ଖାଇଲେ ଗୁଳି ମାଡ଼

ସୁନ୍ଦରଗଡ଼, ୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସଦର ବ୍ଲକ ଧରୁଆଡିହି ଥାନା ଅନ୍ତର୍ଗତ ଲମଟି ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ରବିବାର ଅଭାବନୀୟ ଘଟଣା ଘଟିଛି। ମହିଳାମାନଙ୍କ ସହ...

Advertisement
Archives

Model This Week