ଗଞ୍ଜାମର ହିଞ୍ଜିଳି ବ୍ଲକ, ୨ ପଞ୍ଚାୟତକୁ ମିଳିଛି ଜାତୀୟ ପୁରସ୍କାର: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଏବଂ ଶେରଗଡ଼ ବ୍ଲକର ଅଲାରିଗଡ଼ ଓ ହିଞ୍ଜିଳିବ୍ଲକର ଶାସନଆମ୍ବଗାଁ ଗଞ୍ଚାୟତଜାତୀୟସ୍ତରରେ ପୁରସ୍କୃତ ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ଉକ୍ତ ବ୍ଲକ ଓ ପଞ୍ଚାୟତକୁ ଦିନଦୟାଲ ଉପାଧ୍ୟାୟ ପଞ୍ଚାୟତ ସଶକ୍ତିକରଣ ପୁରସ୍କାର ମିଳିଛି। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲା ପ୍ରଶାସନକୁ ଅଭିନନ୍ଦନ ଜଣାଇଛନ୍ତି। ଏଥିଲାଗି ଆଗାମୀ ଦିନରେ ଗ୍ରାମାଞ୍ଚଳରେ ଉତ୍ତମ ସେବା ଯୋଗାଇବାରେ ସହାୟକ ହୋଇପାରିବ। ପଞ୍ଚାୟତକୁ କ୍ଷମତା ହସ୍ତାନ୍ତରୀକରଣ କରିବା ନେଇ ଓଡ଼ିଶା ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କୁ ନିର୍ଦ୍ଦେଶ: ଡିଏମ୍‌ଏଫ୍‌ ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଶେଷ କର

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ(ଡିଏମ୍‌ଏଫ୍‌) ଏବଂ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓମ୍ବାଡକ) ଅର୍ଥରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ନିର୍ଦ୍ଧାରିତ...

ଜନଗଣନା ପାଇଁ ପ୍ରକ୍ରିୟା ଆରମ୍ଭ କଲା ବିଏମ୍‌ସି

ଭୁବନେଶ୍ୱର,୧୪।୨ (ବ୍ୟୁରୋ)ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ନିମନ୍ତେ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ, ସାମାଜିକ କର୍ମୀ, ଟ୍ରଷ୍ଟ ଏବଂ ବଦାନ୍ୟ ବ୍ୟକ୍ତିବିଶେଷଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନଙ୍କ...

କୂଅରୁ ୫ ଫୁଟର ରଣାସାପ ଉଦ୍ଧାର: ବନ ବିଭାଗକୁ ହସ୍ତାନ୍ତର

ପରଜଙ୍ଗ,୩୦।୬(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ କଟାବାହାଳ ଗ୍ରାମର ରାମ ପ୍ରଧାନଙ୍କ ବାରିରେ ଥିବା କୂଅରୁ ରବିବାର ଏକ ୫ଫୁଟ ଲମ୍ବର ରଣାସାପ...

ଗାଁମୁହାଁ ବଣୁଆ ହାତୀ, ଲୋକେ ଆତଙ୍କିତ

ନୂଆଗାଁ,୨୯ା୭ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ତଥା ମହିପୁର ବନାଞ୍ଚଳ ଅଧୀନରେ ଥିବା ଜାକେଡା ପଞ୍ଚାୟତର ବିଭିନ୍ନ ଗ୍ରାମ ନିକଟକୁ ଫସଲ ଖାଇବା ପାଇଁ...

ବାଳାଶ୍ରମରୁ ନାବାଳିକା ଫେରାର ଘଟଣା: ଶିଶୁ ମଙ୍ଗଳ କମିଶନ ସଦସ୍ୟ ସଚିବଙ୍କ ସମୀକ୍ଷା

ବ୍ରହ୍ମପୁର ଅଫିସ୍‌,୧୦ା୧- ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାକୁ ୭୨ ଘଣ୍ଟା ବିତିଥିଲେ ସୁଦ୍ଧା ଅଦ୍ୟାବିଧି ୯ ଜଣଙ୍କୁ ଉଦ୍ଧାର କରାଯାଇପାରିନାହିଁ।...

୧୨୧୪୦ ଚାଷ ଜମି , ୪୬୮୫ ହେକ୍ଟର ଫସଲ ନଷ୍ଟ

ବାଙ୍କୀ,୧୯ା୮(ସ୍ବ.ପ୍ର.): ମହାନଦୀରେ ବନ୍ୟାଜଳ କମିବା ପରେ କଟକ ଜିଲା ବାଙ୍କୀ ଉପଖଣ୍ଡର ବାଙ୍କୀ ଓ ଡମପଡ଼ା ବ୍ଲକରେ ବିପନ୍ନମାନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ବନ୍ୟା ପାଣି...

ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ; ମଙ୍ଗଳବାର ହେବ ଭୋଟ ଗଣତି

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ମଙ୍ଗଳବାର ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ଆରମ୍ଭ ହେବ। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏକ ଖବରଦାତା ସମ୍ମିଳନୀ...

୨୦୧୩.୫ ହେକ୍ଟର ହେବ ଜଳସେଚିତ

ଆଠମଲ୍ଲିକ, ୩୦ା୯ (ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ମାନଜୋର ମଧ୍ୟମ ଜଳସେଚନ ବିଭାଗ ପକ୍ଷରୁ ଭୂତଳ ପାଇପ ଲାଇନ ଜଳସେଚନ କାର୍ଯ୍ୟର ଭୂମିପୂଜା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ...

Advertisement
Archives

Model This Week