ଗଞ୍ଜାମର ୫୦୩ ପଞ୍ଚାୟତ କାର୍ଯ୍ୟାଳୟରେ ମିଳିବ ମାସ୍କ: ମୂଲ୍ୟ ୨୫ ଟଙ୍କା

ଛତ୍ରପୁର,୧୭।୩,(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ମାସ୍କର ସମ୍ପୂର୍ଣ୍ଣ ଅଭାବ ଦେଖାଦେଇଛି। ଫଳରେ ଲୋକଙ୍କ ଚିନ୍ତା ଆହୁରି ବଢ଼ିଯାଇଛି। କେତେକ ସ୍ଥାନରେ କଳାବଜାର ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଅପରପକ୍ଷରେ ବୁଧବାରଠାରୁ ଗଞ୍ଜାମ ଜିଲାର ସମସ୍ତ ୫୦୩ ପଞ୍ଚାୟତ କାର୍ଯ୍ୟାଳୟରେ ମାସ୍କ ମିଳିବ ବୋଲି ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ପ୍ରତି ମାସ୍କର ମୂଲ୍ୟ ୨୫ ଟଙ୍କା ଧାର୍ଯ୍ୟ ହୋଇଛି । ଜିଲାରେ ଥିବା ମହିଳା ସଂଘମାନେ ଏହି କପଡା ମାସ୍କ ତିଆରି କରୁଥିବା କୁହାଯାଇଛି । ରୁମାଲକୁ ମଧ୍ୟ ମାସ୍କ ଭାବେ ବ୍ୟବହାର କରିହେବ, ମାତ୍ର ଏହାକୁ ଧୋଇ ପୁନଃ ବ୍ୟବହାର କରିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri