ଗଞ୍ଜାମର ୫୪୮୧ ହୋମ୍‌ କ୍ୱାରାଣ୍ଟାଇନ୍‌ରେ, ୭.୮୧ ଲକ୍ଷ ଘରେ ସ୍ବାସ୍ଥ୍ୟ ସମ୍ପର୍କିତ ଯାଞ୍ଚ

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଅପରପକ୍ଷରେ ଗଞ୍ଜାମ ଜିଲାକୁ ଫେରିଥିବା ସମସ୍ତ ବିଦେଶ ଫେରନ୍ତାଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ସରିଛି। ତେବେ ଅବଧି ସରିଲା ପରେ ମଧ୍ୟ ଘରେ ରହିବାକୁ ଜିଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ୫୪୮୧ ଜଣ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ସେଥିମଧ୍ୟରୁ ୫୦୬୦ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବାବେଳେ ୪୨୧ଜଣ ଆଇସୋଲଶନ ସେଣ୍ଟରରେ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୬୬୧ଜଣ କରୋନା ସନ୍ଦିଗ୍ଧଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଥିଲା। ତେବେ କାହା ପାଖରେ ପଜିଟିଭ୍‌ ମିଳିନାହିଁ। ଜିଲାର ୭ଲକ୍ଷ ୮୧ ହଜାର ୪୮୪ ଘରକୁ ଯାଇ ୩୩ ଲକ୍ଷ ୧୦ ହଜାର ୩୮୨ ଜଣଙ୍କ ସ୍ବାସ୍ଥ୍ୟ ସମ୍ପର୍କିତ ସର୍ଭେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri