ଗଞ୍ଜାମ ଏନ୍‌ଏସିରେ ମିଳୁନି ହରିଶ୍ଚନ୍ଦ୍ର ଯୋଜନା ଫର୍ମ: ଯୋଗାଇବାକୁ ଦାବି

ଗଞ୍ଜାମ,୧୩।୩(ଡି.ଏନ୍‌.ଏ.): ରାଜ୍ୟ ସରକାର ଜନସାଧାରଣଙ୍କ ଲାଗି ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା କରିଛନ୍ତି। ଜନ୍ମ ହେଲେ ମମତା ଯୋଜନା ଓ ମୃତ୍ୟୁ ଘଟିଲେ ହରିଶ୍ଚନ୍ଦ୍ର ଯୋଜନାରେ ଆର୍ଥିକ ସହାୟତା ପ୍ରଦାନ କରାଯାଉଛିି l ମାତ୍ର କେତେକ ସ୍ଥାନରେ ଏଥିରେ ବ୍ୟତିକ୍ରମ ଘଟିଛି। ହରିଶ୍ଚନ୍ଦ୍ର ଯୋଜନା ଫର୍ମ ମିଳୁ ନ ଥିବା ଅଭିଯୋଗ ହୋଇଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଏନ୍‌ଏସିରେ l ହରିଶ୍ଚନ୍ଦ୍ର ଯୋଜନା ଫର୍ମ ମାଗିଲେ ବଜ଼ାରରୁ କିଣିଆଣ ବୋଲି ଏନ୍‌ଏସି କର୍ମଚାରୀ କହୁଥିବା ଜଣେ ବ୍ୟକ୍ତି ଅଭିଯୋଗ କରିଛନ୍ତି । ଫର୍ମ କିଣି ଆବେଦନ କଲେ ମଧ୍ୟ ବିଳମ୍ବରେ ସହାୟତା ମିଳୁଥିବା ସେ କହିଛନ୍ତି l ଏ ସମ୍ପର୍କରେ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁକଲ୍ୟାଣ ଦାସଙ୍କୁ ପଚାରିବାରୁ ବର୍ତ୍ତମାନ କ’ଣ ହୋଇଛି ବୁଝିବା ପରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି l ଫର୍ମ ମୂଲ୍ୟ ଅଧିକ ଟଙ୍କା ହୋଇ ନ ଥିଲେ ମଧ୍ୟ ଏ ନେଇ ବଜାର ସାରା ବୁଲିବାକୁ ପଡୁଛି l ଏଣୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ଉକ୍ତ ଫର୍ମ ଯୋଗାଇବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri