ଗଞ୍ଜାମ ଓକିଲ ସଂଘ ନିର୍ବାଚନ ସ୍ଥଗିତ

ବ୍ରହ୍ମପୁର ଅଫିସ,୧୬ା୪: କୋଭିଡ୍‌-୧୯ ମହାମାରୀ ଆତଙ୍କ ପ୍ରଭାବରୁ ଚଳିତ ମାସ ୨୫ ତାରିଖରେ ହେବାକୁ ଥିବା ଗଞ୍ଜାମ ଓକିଲ ସଂଘ ନିର୍ବାଚନକୁ ସାମୟିକ ଭାବେ ସ୍ଥଗିତ କରାଯାଇଛି। ଏନେଇ ଚଳିତବର୍ଷ ଓକିଲ ସଂଘ ନିର୍ବାଚନ ଅଧିକାରୀ ନୟନ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ଉକ୍ତ ନିର୍ବାଚନ ସ୍ଥଗିତ ପାଇଁ ଓଡ଼ିଶା ବାର୍‌ କାଉନସିଲ୍‌ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ହେବା ଯାଏଁ ଏହି ନିର୍ବାଚନ ସ୍ଥଗିତ ରହିବ ବୋଲି ନିର୍ବାଚନ ଅଧିକାରୀ ନୟନ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜନା ରୋଗ୍‌ରେ ଦିବ୍ୟାଙ୍ଗ ପାଲଟିଛନ୍‌ ଭାଇବହେନ୍‌

  କୋମନା, ୧୪।୩ (ଡି.ଏନ୍‌.ଏ.)- ରାଏଜ୍‌ ସରକାର ଅସାହା, ଗରିବ ଦୁଖି, ଭିନ୍ନକ୍ଷମମାନକୁ ଭିନେ ଭିନେ ଯୋଜନାରେ ସୁବିଧା ସୁଯୋଗ ଯୁଗେଇ ଦେଉଛନ୍‌। ହେଲେ ସରକାରୀ...

ଏସ୍‌ସିବି ସମ୍ପ୍ରସାରଣ ପାଇଁ ଉଚ୍ଛେଦ:ଭଙ୍ଗାଗଲା ୯୫ ଘର

କଟକ ଅଫିସ,୩ା୩:ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ପାଇଁ ଉଚ୍ଛେଦ କାର୍ଯ୍ୟ ସୋମବାର ଠାରୁ ପୁଣି ଥରେ ଆରମ୍ଭ ହୋଇଛି। ସକାଳେ ବ୍ୟାପକ ପୋଲିସ ଫୋର୍ସ ଉପସ୍ଥିତିରେ ମା’...

୧୪୪୬୪ ଫେରନ୍ତାଙ୍କ ପାଇଁ ୧୧୫ ସଙ୍ଗରୋଧ କେନ୍ଦ୍ର ପ୍ରସ୍ତୁତ

ବୁଗୁଡ଼ା, ୩୦।୪(ଡି.ଏନ୍‌.ଏ): ବର୍ତ୍ତମାନ ସାରା ଦେଶ ଓ ରାଜ୍ୟରେ କରୋନା ମହାମାରୀରୁ ଉଦ୍ଧାର ନିମନ୍ତେ ମାସେରୁ ଊର୍ଦ୍ଧ୍ୱ ହେବ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ...

ବୌଦ୍ଧରେ କୋଭିଡ୍‌ ହେଲ୍‌ଥ କେୟାର ସେଣ୍ଟର

ବୌଦ୍ଧ,୧୩।୪(ସ୍ବ.ପ୍ର): ବୌଦ୍ଧ ପୁରଣା ଜେଲଠାରେ ନୂତନ ଭାବେ କୋଭିଡ୍‌-୧୯ ହେଲ୍‌ଥ କେୟାର ସେଣ୍ଟର ସୋମବାର ଉଦ୍‌ଘାଟିତ ହୋଇଛି । ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏହି ସେଣ୍ଟରର...

ସରିଲା ସୁନ୍ଦରପୁର ରଜ ମହୋତ୍ସବ : ଜୁନିୟରରେ ପ୍ରିୟଙ୍କା, ସିନିୟରରେ ଗାୟତ୍ରୀ ରଜକୁଇନ

ଖଇରା, ୧୮।୬(ଡି.ଏନ.ଏ.)-ଖଇରା ବ୍ଲକ ଅଧୀନ ସୁନ୍ଦରପୁରଠାରେ ଚାଲିଥିବା ଦ୍ୱିତୀୟ ବାର୍ଷିକ ବ୍ଲକସ୍ତରୀୟ ରଜ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଚଳିତବର୍ଷ ଜୁନିୟରରେ ପ୍ରିୟଙ୍କା ପ୍ରିୟଦର୍ଶନୀ...

୭ଦିନର ଶିଶୁପୁତ୍ର ବିକ୍ରି ଚର୍ଚ୍ଚା

ଅନୁଗୋଳ ଅଫିସ, ୬।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ମଙ୍ଗଳବାର ଏକ ନବଜାତ ଶିଶୁ ପୁତ୍ରକୁ ବିକ୍ରି କରାଯାଇଥିବା ଚର୍ଚ୍ଚା ହେଉଛି। ତେବେ ସମ୍ପୃକ୍ତ ଶିଶୁପୁତ୍ରକୁ...

ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଘରେ ପଶିଲା ପାଣି

କର୍ଲାମୁଣ୍ଡା,୭।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଫଳରେ କର୍ଲାମୁଣ୍ଡା ବ୍ଲକ ସଦର ବ୍ଲକ ନିୟୁ କଲୋନୀ ପଛପଟେ...

୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମରେ ପାଳିତ

ଜୟପୁର,୨୬।୧(ଡି.ଏନ.ଏ): କୋରାପୁଟ ଜିଲାର ଜୟପୁରରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜୟପୁର ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା...

Advertisement


Archives

Model This Week